୧୦,୦୦୦ ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଭୁବନେଶ୍ୱର: କଟକ ସଦର ତହସିଲ ଅନ୍ତର୍ଗତ କଖଡି ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ଜାନକୀ ରଞ୍ଜନ ମଲ୍ଲିକଙ୍କୁ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ କରିଛନ୍ତି।
ଭିଜିଲାନ୍ସ ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ, ଏକ ମ୍ୟୁଟେସନ୍!-->!-->!-->…