କୋଟପାଡ଼ ମହାବିଦ୍ୟାଳୟର ୪୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଗଣଶିକ୍ଷା ମନ୍ତ୍ରୀ
କୋଟପାଡ଼/କୋରାପୁଟ : କୋରାପୁଟ ଜିଲ୍ଲା କୋଟପାଡ଼ ମହାବିଦ୍ୟାଳୟ ପରିସରରେ ମହାବିଦ୍ୟାଳୟର ୪୬ତମ ବାର୍ଷିକ ଉତ୍ସବ ବେଶ୍ ଧୁମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।!-->!-->!-->…