ପ୍ଲାଷ୍ଟିକ ବିରୋଧରେ ସମୂହ ସଙ୍କଳ୍ପ, ଆସୁରକୁମାରୀ ପୀଠରେ ସଚେତନତା ଅଭିଯାନ
ନୟାଗଡ଼, ୧୯/୦୧(ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବନ ବିଭାଗର ଆୟୋଜନରେ ଏବଂ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ ସହ ବଜ୍ରକୋଟ ଗ୍ରାମବାସୀଙ୍କ ସହଯୋଗରେ ପବିତ୍ର ଆସୁରକୁମାରୀ ପୀଠ ପରିସରରେ “ପ୍ଲାଷ୍ଟିକ ମୁକ୍ତ ପିକନିକ୍ ସ୍ପଟ୍ ସଚେତନତା କାର୍ଯ୍ୟକ୍ରମ” ଆୟୋଜିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ!-->…