ପକ୍ଷୀ ଗଣନା ଶେଷ; ଚିଲିକାରେ ୧୯୬ ପ୍ରଜାତିର ପକ୍ଷୀଙ୍କ ଆଗମନ
ବାଣପୁର: ପକ୍ଷୀଙ୍କ ଭୂସ୍ବର୍ଗ ମରାଳ ମାଳିନୀ ନିଳାମ୍ବୁ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ଚଳିତ ବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨୦୦ ସଂଖ୍ୟକ ପକ୍ଷୀ ଆସିଛନ୍ତି। ଯାହାକି ଗତବର୍ଷ ୧୯୬ ପ୍ରଜାତିର ୧୧ ଲକ୍ଷ ୨୭ ହଜାର ୨୮୮ ସଂଖ୍ୟକ ପକ୍ଷୀ ଆସିଛନ୍ତି। ଯାହାକି ଚଳିତ ବର୍ଷ ଗତ ବର୍ଷ!-->…