ବାଂଲାଦେଶରେ ପୁଣି ୨ ହିନ୍ଦୁଙ୍କୁ ହତ୍ୟା
ଢାକା: ବାଂଲାଦେଶରେ ହିନ୍ଦୁ ସମୁଦାୟଙ୍କ ଉପରେ ହିଂସା ଥମିବାର ନାଁ ନେଉନି। ଗତ ୨ ଦିନରେ ଅଲଗା ଅଲଗା ଜିଲାରେ ୨ ହିନ୍ଦୁଙ୍କୁ ହତ୍ୟା ମାମଲା ସାମ୍ନାକୁ ଆସିଛି। ଶନିବାର ସକାଳ ୧୧ଟା ସମୟରେ ଗାଜିପୁର ଜିଲାର କାଳିଗଞ୍ଜ ଅଞ୍ଚଳରେ ଜଣେ ହିନ୍ଦୁ ହୋଟେଲ ବ୍ୟବସାୟୀ ଲିଟନ ଚନ୍ଦ୍ର ଘୋଷ ଓରଫ!-->…