ବାରଙ୍ଗରେ ଗୁଳିକାଣ୍ଡ, ୮ ଜଣଙ୍କୁ କାବୁ କଲା ପୋଲିସ
ବାରଙ୍ଗ : ବାରଙ୍ଗରେ ଫୁଟିଲା ଗୁଳି ! ବାରଙ୍ଗ ଥାନା ତ୍ରିଶୂଳିଆ ଛକ ନିକଟ କୁସିନ୍ଦା ଗ୍ରାମରେ ଫୁଟିଛି ଗୁଳି । ଜମିଜମା ବିବାଦକୁ କେନ୍ଦ୍ରକରି ଫାଙ୍କା ଗୁଳି ଚାଳନା ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ବାରଙ୍ଗ ଥାନା ପୋଲିସ । ସୂଚନା ଅନୁଯାୟୀ, ଆଜି!-->…