ଏକ୍ସପ୍ରେସୱେରେ ଦୁର୍ଘଟଣା; ୩ ଶ୍ରମିକ ମୃତ, ୭ ଆହତ
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ସୁଲତାନପୁର ଜିଲ୍ଲାର ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ୭ ଜଣ ଆହତ ହୋଇଛନ୍ତି । ଘନ କୁହୁଡ଼ି କାରଣରୁ ଏପରି ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ପାଇ!-->…