‘ଇରାନବାସୀଙ୍କ ପାଇଁ ଟ୍ରମ୍ପ ଓ ନେତାନ୍ୟାହୁ ବଡ଼ ଶତ୍ରୁ’
ଆମେରିକା : ଇରାନ ଆନ୍ଦୋଳନକାରୀଙ୍କୁ ଟ୍ରମ୍ପଙ୍କ ବଡ଼ ବାର୍ତ୍ତା । ସରକାରୀ ଅନୁଷ୍ଠାନକୁ ଦଖଲ କରନ୍ତୁ, ଆମେ ସାହାଯ୍ୟ ପଠାଉଛୁ । ଟ୍ରମ୍ପଙ୍କ ଏହି ବିସ୍ଫୋରକ ବୟାନ ପରେ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି । ଏହାକୁ ନେଇ ଟ୍ରମ୍ପଙ୍କୁ ଇରାନ କଡ଼ା ଜବାବ!-->…