ଚାଷୀଙ୍କ ଜମାଖାତାରୁ କୋଟିଏ ଟଙ୍କା ହଡପ, ବ୍ୟାଙ୍କ ଆଗରେ ଆନ୍ଦୋଳନ
ଆଳି: କେନ୍ଦ୍ରାପଡ଼ା ଜିଲ୍ଲାରେ ଆଳିରେ ଚାଷୀଙ୍କ ଜମାଖାତାରୁ କୋଟିଏ ଟଙ୍କା ହଡପ ଅଭିଯୋଗ । କଟକ କେନ୍ଦ୍ର ସମବାୟ ବ୍ୟାଙ୍କର ଆଗରେ ଶତାଧିକ ଚାଷୀଙ୍କ ଆନ୍ଦୋଳନ । ଆଳି ଥାନାରେ ବ୍ୟାଙ୍କ ମ୍ୟାନେଜରଙ୍କ ନାଁରେ ଦେଲେ ଏତଲା । ଆଳି ସ୍ଥିତ କଟକ କେନ୍ଦ୍ର ସମବାୟ ବ୍ୟାଙ୍କରେ ଥିବା ଶତାଧିକ!-->…