ଗଛରେ ଧକ୍କା ହେଲା କାର୍, ୪ ମୃତ
ତେଲେଙ୍ଗାନା : ତେଲେଙ୍ଗାନାର ରଙ୍ଗାରେଡ୍ଡୀ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଚାରି ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି । ମିର୍ଜାଗୁଡ଼ାରେ ଏକ SUV ଗଛରେ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ!-->…