ଡାକ୍ତରଙ୍କ ଦାବିର ତର୍ଜମା ପାଇଁ ସଚିବସ୍ତରୀୟ କମିଟି ଗଠିତ…
ଭୁବନେଶ୍ୱର: ଦୀର୍ଘ ଦିନ ହେବ ଓମ୍ସାର ଡାକ୍ତର ମାନେ ଆନ୍ଦୋଳନ କରୁଥିବା ବେଳେ ସେମାନଙ୍କ ଦାବି ତର୍ଜମା ପାଇଁ ସଚିବସ୍ତରୀୟ କମିଟି ଗଠନ ହୋଇଛି । ସଚିବସ୍ତରୀୟ କମିଟି ଗଠନ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଡାକ୍ତର ସଙ୍ଘର ଦାବି ନେଇ!-->…