ହୋଟେଲ ପଛରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ଆଠଗଡ: ହୋଟେଲ ପଛରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ।  ଆଠଗଡ ତାରିଣୀ ଛକରେ ଏକ ହୋଟେଲର ଜଣେ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ହୋଟେଲ ପଛ ପଟେ ରହୁଥିବା ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି ।  ମୃତ ଯୁବତୀ କର୍ମଚାରୀ ଭଦ୍ରକ ଅଞ୍ଚଳର ବୋଲି ଜଣାପଡିଛି ।  ଆଠଗଡ଼ ଅଂଚଳର ଏକ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲା ପିଇଓ ଜିତେନ୍ଦ୍ର ଜେନା

କେନ୍ଦୁଝର: ଗିରଫ ହେଲା କରିତକର୍ମା ପିଇଓ । କେନ୍ଦୁଝର ଜିଲ୍ଲା ହାଟଡିହିର ବଞ୍ଚୋ ପିଇଓ ଜିତେନ୍ଦ୍ର କୁମାର ଜେନା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ବିଭିନ୍ନ ବ୍ୟାଙ୍କ ଓ ଇନସ୍ୟୁରାନ୍ସରେ ତାଙ୍କର ୩୪ ଲକ୍ଷ ଟଙ୍କା ଥିବା ଜଣାପଡିଛି । ବଞ୍ଚୋ ପିଇଓ…

୫ ରୁ ରାଜ୍ୟର ସବୁ ସରକାରୀ ଡାକ୍ତରଖାନାରେ ଦୁଇ ଘଣ୍ଟିଆ ଓପିଡି ବନ୍ଦ: ଓମସା

ଯାଜପୁର : ୧୦ ଦଫା ଦାବି ପୂରଣ ଜିଦରେ ଅଟଳ ଓମସା । ଆସନ୍ତା ୫ ତାରିଖରୁ ରାଜ୍ୟର ସବୁ ସରକାରୀ ଡାକ୍ତରଖାନାରେ ଦୁଇ ଘଣ୍ଟିଆ ଓପିଡି ବନ୍ଦ ରହିବ । ଏନେଇ ଓଡ଼ିଶା ମେଡିକାଲ ସେବା ସଂଘ -ଓମସା କେନ୍ଦ୍ରୀୟ କାର୍ଯ୍ୟକାରୀ କମିଟି ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ରାଜ୍ୟବ୍ୟାପୀ…

ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢିଲା ପ୍ରଦୂଷଣ ପ୍ରମାଣପତ୍ର ଅବଧି

ଭୁବନେଶ୍ୱର: ପ୍ରଦୂଷଣ ପ୍ରମାଣପତ୍ର (ପିୟୁସିସି) ବିନା ନୋ ଫୁଏଲ’ ନୀତି ଲାଗୁ କରିବା ପାଇଁ ସମୟସୀମାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ବୁଧବାର ଦିନ ସୂଚନା ଦେଇଛନ୍ତି। ତେବେ ଗାଡ଼ି ଚାଳକ ମାନଙ୍କୁ ଅଯଥା ଚାପ ବିନା ଆବଶ୍ୟକ…

ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ

ଭୁବନେଶ୍ବର: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଇଛନ୍ତି । ୪୭ ତମ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ଵ ନେଇଛନ୍ତି ଅନୁ ଗର୍ଗ । ଲୋକସେବା ଭବନରେ ସେ ବିଧିବଦ୍ଧ ଭାବେ  ଦାୟିତ୍ଵ ଗ୍ରହଣ କରିଛନ୍ତି ।  …

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି; ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ଦ୍ୱାରା ପ୍ରସ୍ତୁତ କ୍ୟାଲେଣ୍ଡରରେ ଏକ ତ୍ରୁଟି ଦେଖାଯିବା ପରେ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ ରଖିଛି ମନ୍ଦିର ପ୍ରଶାସନ। ତ୍ରୁଟି ସମ୍ପର୍କରେ ଚିନ୍ତା ପ୍ରକାଶ କରି ମନ୍ଦିର ସେବାୟତ…

ଶ୍ରୀମନ୍ଦିର ଜମି ବନ୍ଦୋବସ୍ତ ନୀତିରେ ସଂଶୋଧନ ନେଇ ସମୀକ୍ଷା ବୈଠକ: ବଢିବ ମନ୍ଦିର ପରିଚାଳନା ଆୟ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଥିବା ହଜାର ହଜାର ଏକର ଜମି ରାଜ୍ୟ ତଥା ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ଅବ୍ୟବସ୍ଥିତ ଢଙ୍ଗରେ ପଡ଼ିରହିଛି। ଏଥିରୁ ଶ୍ରୀମନ୍ଦିରର କିଛି ଆୟ ମଧ୍ୟ ହେଉନାହିଁ। ଏହିସବୁ ସମସ୍ୟାର ସମାଧାନ ନେଇ ପ୍ରସ୍ତାବ ଉପରେ ଆଇନ, ପୂର୍ତ୍ତ ଓ ଅବକାରୀ…

କୋରାପୁଟଠାରେ ଜ଼ିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

କୋରାପୁଟ : କୋରାପୁଟ ସ୍ଥାନୀୟ ସଦଭାବନା ସଭା ଗୃହ ପରିସରରେ ଜ଼ିଲ୍ଲାପାଳ ମନୋଜ ସତ୍ଯୱାନ ମହାଜନଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି| ଏହି ଶିବିରରେ ଗୋଷ୍ଠୀ ଗତ ଭାବେ ୮ଗୋଟି ଏବଂ ବ୍ୟକ୍ତିଗତ ୨୦ ଟି ମୋଟ ୨୮ ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା । ଏହି ଶିବିରରେ ଅତିରିକ୍ତ…

ସାଇକେଲ ଯୋଗେ ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଣରେ ବାହାରିଛନ୍ତି ବିଦ୍ୟାଧର ବଗର୍ତ୍ତୀ

ବାଲିଗୁଡା, ତା, ୩୧/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ଶଙ୍କରାଖୋଲ ପଞ୍ଚାୟତ ବାଡେଗୁଡା ଗ୍ରାମର ଗଦାଧର ବଗର୍ତ୍ତୀ ଙ୍କ ପୁତ୍ର ବିଦ୍ୟାଧର ବଗର୍ତ୍ତୀ ସାଇକେଲ ଯୋଗେ ଭାରତ ର ବିଭିନ୍ନ ତୀର୍ଥ ସ୍ଥାନ ଭ୍ରମଣରେ ବାହାରିଛନ୍ତି l ସେ ଛତିଶଗଡ଼, ପ୍ରୟାଗରାଜ,…

ଭଡ଼ା ଘରୁ ଗ୍ରାମ ବିକାଶ ଅନୁଷ୍ଠାନର କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର : ତଦନ୍ତ ଅବ୍ୟାହତ

ବାଲିଗୁଡା, ତା, ୩୧/୧୨ : ଏକ ଭଡା ଘରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କଲା ପୋଲିସ୍ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପରିବାର ଲୋକଙ୍କ ଉପସ୍ଥିତିରେ କବାଟ ଭାଙ୍ଗି ଶବ ଉଦ୍ଧାର କରିଛି ପୋଲିସ୍ । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ…