କୋରାପୁଟଠାରେ ଜ଼ିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ
କୋରାପୁଟ : କୋରାପୁଟ ସ୍ଥାନୀୟ ସଦଭାବନା ସଭା ଗୃହ ପରିସରରେ ଜ଼ିଲ୍ଲାପାଳ ମନୋଜ ସତ୍ଯୱାନ ମହାଜନଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି| ଏହି ଶିବିରରେ ଗୋଷ୍ଠୀ ଗତ ଭାବେ ୮ଗୋଟି ଏବଂ ବ୍ୟକ୍ତିଗତ ୨୦ ଟି ମୋଟ ୨୮ ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା । ଏହି ଶିବିରରେ ଅତିରିକ୍ତ!-->…