ଚତୁର୍ଥ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ପଦ୍ମଫୁଲ ବେଶରେ ଦର୍ଶନ ଦେଲେ ମା ‘ ପାଟଖଣ୍ଡା
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡାଙ୍କ ଚୈତ୍ର ମାସର ଚତୁର୍ଥ ତଥା ଶେଷ ମଙ୍ଗଳବାର ଯାତ୍ରା ଉଦଯାପିତ ହୋଇଯାଇଛି | ଏହି ଅବସରରେ ମା' ପାଟଖଣ୍ଡା ପଦ୍ମ ଫୁଲ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି l ଚୈତ୍ର ମାସର ଶେଷ ମଙ୍ଗଳବାର ହୋଇଥିବା ଯୋଗୁଁ!-->…