ଶ୍ଵଶୁର ଘରୁ ଫେରିବା ବାଟରେ ବିଷ ପିଇଲେ ଦମ୍ପତି, ୫ ବର୍ଷର ପୁଅକୁ ଛାଡ଼ି ଚାଲିଗଲେ ବାପା-ମାଆ

ଅନୁଗୋଳ: ସୀମା ଟପିଗଲା ସ୍ବାମୀ-ସ୍ତ୍ରୀ କଳି। ଶ୍ଵଶୁର ଘରୁ ଫେରିବା ବାଟରେ ବିଷ ପିଇଦେଲେ ଉଭୟେ। ଜଙ୍ଗଲ ଭିତରେ ସାରା ରାତି ଜଗି ରହିଲା ୫ ବର୍ଷର ପୁଅ। ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳରୁ। ସୂଚନା ଅନୁସାରେ, ସ୍ବାମୀ ଜଣକ ନିଜ ସ୍ତ୍ରୀ…

ନୂଆବର୍ଷରେ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତିକୁ ବିରୋଧ

ପୁରୀ: ଆସନ୍ତା ଜାନୁୟାରୀ ୧ ନୂଆବର୍ଷ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାଯିବ ନିଷ୍ପତ୍ତିକୁ ବିରୋଧ କରାଯାଇଛି। ମହାପ୍ରଭୁଙ୍କୁ କାହିଁକି ଅନିଦ୍ରା ରଖାଯିବ​‌ ବୋଲି ପ୍ରଶ୍ନ କରିଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମହେଶ୍ଵର ସାହୁ। ଏ ନେଇ ସେ ଗଜପତି ମହାରାଜା, ଆଇନ ମନ୍ତ୍ରୀ…

ରଥଯାତ୍ରା ପୂର୍ବରୁ ସରିବ ରତ୍ନଭଣ୍ଡାର ଗଣତି ମଣତି: ଆଇନ ମନ୍ତ୍ରୀ

ଭୁବନେଶ୍ଵର: ରତ୍ନଭଣ୍ଡାର ଗଣତି ମଣତି ନେଇ ଏସ୍‌ଓପି ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଗଣତି ମଣତି ନେଇ ଏସ୍‌ଓପି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଉଚ୍ଚସ୍ତରୀୟ କମିଟିରେ ଏନେଇ ଆଲୋଚନା ହୋଇଛି। କମିଟି ଏକ ପୂର୍ଣ୍ଣ୍ରାଙ୍ଗ ଏସ୍‌ଓପି ସରକାରଙ୍କ…

ଶିଖରଚଣ୍ଡୀ ପାହଡ଼ରେ ଦୁଇ ଦନ୍ତା, ଫେରିଲେ ପର୍ଯ୍ୟଟକ

ଭୁବନେଶ୍ଵର: ଫିକା ପଡ଼ିଲା ରବିବାର। ଭୁବନେଶ୍ୱର ଶିଖରଚଣ୍ଡୀ ପାହଡ଼ରେ ଦୁଇ ଦନ୍ତା ହାତୀ ଥିବାରୁ ଆଜି ପର୍ଯ୍ୟଟକ ମାନଙ୍କ ପାଇଁ ଶିଖରଚଣ୍ଡୀ ବନ୍ଦ ରହିଛି। ରବିବାର ଥିବାରୁ ବହୁ ସଂଖ୍ୟାରେ ପର୍ଯ୍ୟଟକ ଆସି ଫେରି ଯାଉଛନ୍ତି। ସୂଚନା ମୂତାବକ ଗତ ତିନି ଦିନ ହେବ ଦୁଇଟି ବଡ ଦନ୍ତା ହାତୀ…

୩ ଶାବକ ଜନ୍ମ ଦେଲା ବାଘୁଣୀ ଜୟଶ୍ରୀ: ୨ ମୃତ, ଗୋଟିଏ ଜୀବିତ…

ବରାଙ୍ଗ: ମା ହେଲା ବାଘୁଣୀ ‘ଜୟଶ୍ରୀ’। ନନ୍ଦନକାନନକୁ ନୂଆବର୍ଷ ଭେଟି। ପ୍ରାଣୀଉଦ୍ୟାନ ନନ୍ଦନକାନନର ବାଘୁଣୀ ଜୟଶ୍ରୀ ଗତକାଲି ୩ ଟି ଶାବକ ଜନ୍ମ ଦେଇଛି । ୨ଟି ଶାବକର ମୃତ୍ୟୁ ଘଟିଥିବାବେଳେ ଜଣେ ଶାବକ ଜୀବିତ ଥିଲା। ହେଲେ ତାକୁ ମାଆ ଗ୍ରହଣ କରିନଥିଲା। ଶାବକଟିକୁ ଶିଶୁ ଲାଳନ ପାଳନ…

ଗାଁ ମାଟିର ବାସ୍ନାରେ ରାଜ୍ୟସ୍ତରୀୟ କବିତା ଆସର : ଶଙ୍ଖମୂଳରେ କବି–କବୟିତ୍ରୀଙ୍କ ମହାସଙ୍ଗମ

ନୟାଗଡ଼, ୨୮/୧୨ (ନିସର୍ତ୍ତ) : ଆମ ଗାଁ ସାହିତ୍ୟ ସଂସ୍କୃତି ସଂସଦ ଓ ମାଟିର ବାସ୍ନା ସାହିତ୍ୟ ସଂସଦର ଆନୁକୂଲ୍ୟରେ ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ଶଙ୍ଖମୂଳ ଠାରେ ଏକ ଭବ୍ୟ କବିତା ଆସର ଅନୁଷ୍ଠିତ ହୋଇଯାଇଛି । ଆମ ଗାଁ ସାହିତ୍ୟ ସଂସ୍କୃତି ସଂସଦର ସଭାପତି ଜ୍ୟୋତି ରଞ୍ଜନ ଦାଶଙ୍କ…

କୋରାପୁଟରେ ଦୁଇ ନୂଆ ସବଡିଭିଜନ କାର୍ଯ୍ୟାଳୟ କୋଠା ଉଦଘାଟନ କଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର : ଗୁଣାତ୍ମକ ତଥା ଉପଭୋକ୍ତା କୈନ୍ଦ୍ରିକ ବିଦ୍ୟୁତ ସେବାକୁ ପ୍ରାଥମିକତା ଦେଇ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) କୋରାପୁଟ ଜିଲ୍ଲାରେ ଦୁଇ ସବଡିଭିଜନ ଅଫିସ ନିମନ୍ତେ ନୂତନ କୋଠା ନିର୍ମାଣ କରିଛି । କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ…

ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଆଞ୍ଚଳିକ କମିଟିର ଯୁବଛାତ୍ର, ମହିଳା, ସହର, ଶ୍ରମିକ, ବ୍ୟାଙ୍କ ଓ ଓକିଲ ଶାଖାର ଶାଖା…

ବ୍ରହ୍ମପୁର : ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଆଞ୍ଚଳିକ କମିଟିର ଯୁବ ଛାତ୍ର, ମହିଳା, ସହର, ଶ୍ରମିକ,ବ୍ୟାଙ୍କ,ଓ ଓକିଲ ଶାଖାର ଶାଖା ସମ୍ମିଳନୀ ପାର୍କ ସାହି ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ରେ ସିପିଆଇ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଭ୍ୟ ସାଥି ପ୍ରକାଶ…

ଧଉଳି ପରିଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର : ଧଉଳି ବୁଲି ଦେଖିଲେ ମୁଖ୍ୟ ନିର୍ବାଚନ କମିଶନର । ଏହାପୂର୍ବରୁ ପୁରୀ ଜିଲ୍ଲାର ଐତିହ୍ୟ ଗ୍ରାମ ରଘୁରାଜପୁର ପରିଦର୍ଶନ କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର l ରଘୁରାଜପୁରରେ ପହଞ୍ଚିବା ପରେ ତାଙ୍କୁ ଗ୍ରାମବାସୀ ଓ ପ୍ରଶାସନ ତରଫରୁ…

ନୂଆବର୍ଷ ପାଇଁ କେନ୍ଦ୍ରାଞ୍ଚଳ ୭ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ୧୫୦ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ୱର  : କେନ୍ଦ୍ରାଞ୍ଚଳ ୭ ଜିଲ୍ଲାରେ ନୂଆବର୍ଷ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା । ନୂଆବର୍ଷ ପାଇଁ ମୁତୟନ ହେବେ ୧୫୦ ପ୍ଲାଟୁନ ପୋଲିସ ଫୋର୍ସ। ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁରରେ ମୁତୟନ ହେବେ ଫୋର୍ସ । ପୁରୀ ସମୁଦ୍ରକୂଳରୁ ଯାଜପୁରର…