ମଝି ଦରିଆରେ ଫସିଲା ଲଞ୍ଚ, ଅଳ୍ପକେ ବର୍ତ୍ତିଲେ ୨୩ ପର୍ଯ୍ୟଟକ
ଜଳେଶ୍ୱର : ମଝି ଦରିଆରେ ଫସିଲା ଲଞ୍ଚ । ଇଞ୍ଜିନ ଖରାପ ହେବାରୁ ମଝି ସମୁଦ୍ରରେ ଫସିଲେ ପର୍ଯ୍ୟଟକ । ପୋଲିସର ସହାୟତା ଯୋଗୁଁ ବଡ଼ ଅଘଟଣରୁ ବର୍ତ୍ତିଗଲେ ୨୩ ପର୍ଯ୍ୟଟକ । ପଶ୍ଚିମବଙ୍ଗ ଦିଘାରେ ଜଗନ୍ନାଥ ଧାମ ଦର୍ଶନକୁ ଯାଉଥିବା ବେଳେ ଲଞ୍ଚର ଇଞ୍ଜିନ ଖରାପ ହେବାରୁ ମଝି ସମୁଦ୍ରରେ ଫସି!-->…