ମହଙ୍ଗା ପଡିଲା ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରିବା; ପ୍ରଧାନଶିକ୍ଷକ ନିଲମ୍ବିତ
ପାତ୍ରପୁର: ପ୍ରଧାନଶିକ୍ଷକଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରିବା ପଡିଲା ମହଙ୍ଗା । ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରିବା ମହଙ୍ଗା ପଡିଛି । ଏହି!-->…