ପୂର୍ବତ୍ତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ଦେହାନ୍ତ
ଭୁବନେଶ୍ବର: କୋରେଇର ପୂର୍ବତ୍ତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଭୁବନେଶ୍ୱରରେ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା । ସୂଚନା ଅନୁଯାଇ ଶ୍ରୀମତୀ ମହାନ୍ତି ଗତ କିଛିଦିନ ହେବ ଭୁବନେଶ୍ୱରର ଏମ୍ସ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତେବେ ଆଜି ସକାଳେ ତାଙ୍କର ମୃତ୍ଯୁ ହୋଇଥିବା ଖବର!-->…