ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣା; ୬ ଘଣ୍ଟିଆ ଚାନ୍ଦବାଲି ବନ୍ଦ

ଭଦ୍ରକ: ଆଜି ୬ ଘଣ୍ଟିଆ ଚାନ୍ଦବାଲି ବନ୍ଦ ଡାକରା । ସକାଳ ୬ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ ଚାନ୍ଦବାଲି ବନ୍ଦ ଡାକରା ଦିଆଯାଇଛି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନାଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି…

ବାଂଲାଦେଶୀ ସନ୍ଦେହରେ ଶ୍ରମିକଙ୍କୁ ହତ୍ୟା

ସମ୍ବଲପୁର: ସମ୍ବଲପୁରର ଅଇଁଠାପାଲି ଥାନା ଅଧୀନ ଦାନୀପାଲି ଅଞ୍ଚଳରେ ଜମେ ଶ୍ରମିକଙ୍କୁ ହତ୍ୟା କରାଯାଇଛି । ମୃତ ଶ୍ରମିକ ଜଣକ ହେଲେ ପଶ୍ଚିମବଙ୍ଗ ରାଜ୍ୟ ନିବାସୀ ଶେଖ ଜୁଏଲ (୨୧) । ଅପରପକ୍ଷରେ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି । ସେମାନେ ହେଲେ ଅକୁର ରହମାନ ଓ ସୋନୱାର ହୁସେନ । ଦାନିପାଲି…

ସାମ୍ବାଦିକ ସଂଘ ରାଜସୁନାଖଳାର ନୂତନ କର୍ମକର୍ତ୍ତା ଚୟନ, ସଭାପତି ଜିତେନ୍ଦ୍ର ସମ୍ପାଦକ ସୁଶାନ୍ତ…

ନୟାଗଡ଼,୨୪/୧୨ (ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍ ଅନ୍ତର୍ଗତ ରାଜସୁନାଖଳା ଅଞ୍ଚଳର ସ୍ଥାନୀୟ ସାମ୍ୱାଦିକ ମାନଙ୍କୁ ନେଇ ନୂତନ ଭାବେ ଗଠିତ ହୋଇଥିବା "ସାମ୍ବାଦିକ ସଂଘ ରାଜସୁନାଖଳା" ର ସାଧାରଣ ସଭା ବୈଠକ ଓ ନୂତନ କର୍ମକର୍ତା ଚୟନ କାର୍ଯ୍ୟକ୍ରମ ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ…

ଟ୍ରମ୍ପଙ୍କ ମୁଖା ଖୋଲୁଛି ଏପଷ୍ଟେଇନ୍ ଫାଇଲ୍ସ, ମୁଖ୍ୟ ଅଭିଯୁକ୍ତ ସହ ବିମାନ ଯାତ୍ରା କରୁଥିଲେ ଡୋନାଲ୍ଡ ଟ୍ରମ୍ପ୍

ନୂଆଦିଲ୍ଲୀ, ୨୪/୧୨: ଏପଷ୍ଟେଇନ୍ ଫାଇଲକୁ ନେଇ ଆମେରିକାରେ ଝଡ । ୟୁଏସ ରାଜନୀତିର ଅନେକ ଗୁମର ଖୋଲିଛି ବହୁ ଚର୍ଚ୍ଚିତ ଏପଷ୍ଟେଇନ୍ ଫାଇଲ୍ । ଧିରେ ଧିରେ ଡୋନାଲ୍ଡ ଟ୍ରମ୍ପଙ୍କୁ ନେଇ ଅନେକ କଥା ସାମ୍ନାକୁ ଆସିଲାଣି । ନବେଦଶକରେ ଶିଶୁ ବିରୋଧୀ ହିଂସାରେ ସାମିଲ ଥିବା ମୁଖ୍ୟ ଅଭିଯୁକ୍ତ ସହ…

ୟୁନୁସଙ୍କୁ ଆମେରିକାର ଝଟକା, ଆବାମୀ ଲିଗ୍ ଉପରୁ ବ୍ୟାନ ହଟାଇବାକୁ ନିର୍ଦ୍ଦେଶ

ଢାକା ୨୪।୧୨: ବାଂଲାଦେଶରେ ଫେବୃଆରୀରେ ହେବାକୁ ଯାଉଥିବା ସାଧାରଣ ନିର୍ବାଚନ ପୂର୍ବରୁ ଶେଖ ହସିନାଙ୍କ ଦେଶକୁ ଫେରିବା ରାସ୍ତା ଖୋଲୁଥିବାର ଦେଖାଯାଉଛି। ଏଥି ପାଇଁ ମହମଦ ୟୁନୁସଙ୍କ ଏକଛତ୍ରବାଦୀ ଅନ୍ତରୀଣ ସରକାରଙ୍କ ଉପରେ ଅନ୍ତର୍ଜାତୀୟ ଚାପ ବଢିବାରେ ଲାଗିଛି। ଯୁକ୍ତରାଷ୍ଟ୍ର…

ବାଂଲାଦେଶରେ କେମିତି ରହୁଛନ୍ତି ହିନ୍ଦୁ; ଘରୁ ବାହାରିବା ଏବଂ ନାମ କହିବାକୁ ଡରୁଛନ୍ତି

ନୂଆଦିଲ୍ଲୀ : ବାଂଲାଦେଶରେ ହିନ୍ଦୁ ଯୁବକ ଦୀପୁ ଦାସଙ୍କ ନିର୍ମମ ଗଣହତ୍ୟା ଚାଞ୍ଚଲ୍ୟ ଖେଳାଇଛି । ଏହାସହିତ ଗତ ୭-୮ ମାସ ଧରି ହିନ୍ଦୁମାନଙ୍କ ଉପରେ ଆକ୍ରମଣ ବାଂଲାଦେଶୀ ହିନ୍ଦୁମାନଙ୍କୁ ଅତ୍ୟନ୍ତ ଭୟରେ ଜୀବନଯାପନ କରିବାକୁ ବାଧ୍ୟ କରିଛି। ସେମାନେ ମୃତ୍ୟୁର ନିରନ୍ତର ଭୟରେ ବଞ୍ଚୁଛନ୍ତି। ଜଣେ…

ବିକ୍ରି ହେଲା ପାକିସ୍ତାନର ଏୟାରଲାଇନ୍ସ

ଇସଲାମାବାଦ: ବାରମ୍ବାର ବଦନାମ ହେଉଛି ପାକିସ୍ତାନ । ସବୁବେଳେ ଆତଙ୍କୀ କାର୍ଯ୍ୟକଳାପକୁ ନେଇ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ପୁଣି ଥରେ ଏବେ ନିଜ କାଙ୍ଗାଳପଣକୁ ନେଇ ଚର୍ଚ୍ଚାରେ ରହିଛି । କୁହାଯାଉଛି ବିଦେଶକୁ ଭିକାରୀ ପଠେଇ ପଠେଇ ନିଜେ ଭିକାରୀ ହେଇଗଲା ଦେଶ । କାରଣ ପାକିସ୍ତାନର ଆର୍ଥିକ…

ଗାଁର ଜନସଂଖ୍ୟା ୧,୩୯୪, ତିନି ମାସରେ ଜନ୍ମ ନେଲେ ୨୭,୩୯୭ ପିଲା, ଯାଞ୍ଚ ଲାଗି ଗଠନ ହେଲା SIT

ମୁମ୍ବାଇ ୨୪।୧୨: ମହାରାଷ୍ଟ୍ର ୟବତମାଲ ଜିଲ୍ଲା ସେନ୍ଦୁରସାନୀ ଗାଁ ମିଛ ଜନ୍ମ ପଞ୍ଜିକରଣ ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯାଞ୍ଚ ଦଳ (ଏସଆଇଟି) ଗଠନ କରିଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି ସେନ୍ଦୁରସାନୀ ଗାଁର ମୋଟ ଜନସଂଖ୍ୟା ୧,୩୯୪ ହେଲେ ସେପ୍ଟେମ୍ବର-ନଭେମ୍ବର ୨୦୨୫ ମାତ୍ର ୩…

ଭାରତ ମାଟିରୁ ମହାକାଶକୁ ସବୁଠୁ ଓଜନିଆ ସାଟେଲାଇଟ୍ : ବ୍ଲୁବାର୍ଡ ବ୍ଲକ-୨

ନୂଆଦିଲ୍ଲୀ: ଭାରତ ପାଇଁ ଏକ ଐତିହାସିକ ଦିନ । ଯୋଗାଯୋଗ କ୍ଷେତ୍ରରେ ଯୋଡ଼ି ହେଲା ଏକ ନୂଆ ଫର୍ଦ୍ଦ। ଟେଲି କମ୍ୟୁନିକେସନ କ୍ଷେତ୍ରରେ ଇସ୍ରୋ ରଚିଲା ଇତିହାସ । ଭାରତ ମାଟିରୁ ମହାକାଶକୁ ସବୁଠୁ ଓଜନିଆ ସାଟେଲାଇଟ୍ ଯିବା ପରେ ଉଇଁଛି ଆଶା । ମୋବାଇଲ ନେଟୱର୍କ ନେଇ ବିଭିନ୍ନ ସମୟରେ ସମସ୍ୟା ଦେଖା…

ଦାରିଙ୍ଗବାଡି ଶୀତ ମହୋତ୍ସବରେ ବାଚସ୍ପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ ପାଇଁ ସମ୍ମତି ପ୍ରକାଶ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ର ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଯୋଗଦେବାକୁ ସହମତି ପ୍ରକାଶ…