ସ୍କୁଲ୍‌ରେ ହିଜାବ ପିନ୍ଧିପାରିବେନି ମୁସଲିମ ଛାତ୍ରୀ!

ପ୍ରୟାଗରାଜ: ‘ଇସଲାମିକ୍ ଆସ୍ଥାର ଜରୁରୀ ଅଂଶ ନୁହେଁ ହିଜାବ’ ହିଜାବ ପିନ୍ଧିପାରିବେନି ମୁସଲିମ୍ ଛାତ୍ରୀ! ସ୍କୁଲ୍‌ର ନିର୍ଦ୍ଧାରିତ ୟୁନିଫର୍ମ ସହ ହିଜାବ ବା ମୁଣ୍ଡ ଢାଙ୍କିବା ପାଇଁ ସ୍କାର୍ଫ ପିନ୍ଧିବାକୁ ଅନୁମତି ଦାବି କରିଥିବା ଜଣେ ମୁସଲିମ ଛାତ୍ରୀଙ୍କ ଆବେଦନକୁ ଖାରଜ କରିଛନ୍ତି…

ମହିଳା ପ୍ରତିବାଦକାରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ, ପ୍ରାଥମିକତା ଭିତ୍ତିରେ ତଦନ୍ତ କରାଯିବ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀର ଜନ୍ତର ମନ୍ତରରେ ଜୁଲାଇ ୨୦ରେ ଛାତ୍ର ପ୍ରତିବାଦ ସମୟରେ ମହିଳାମାନଙ୍କ ଉପରେ ଯୌନ ନିର୍ଯାତନା ଅଭିଯୋଗର ସ୍ୱତଃ ତଦନ୍ତ ପାଇଁ ସୁପ୍ରିମକୋର୍ଟ ଏକ ଆବେଦନର ବିଚାର କରିଛନ୍ତି। ବରିଷ୍ଠ ଆଇନଜୀବୀ ଶୋଭା ଗୁପ୍ତା ସୁପ୍ରିମକୋର୍ଟଙ୍କୁ ଏପରି ଏକ ବ୍ୟବସ୍ଥା ପ୍ରତିଷ୍ଠା…

SHGଙ୍କ ଦ୍ୱାରା ହେବ ଧାନ ସଂଗ୍ରହ, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

କଟକ : ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ଧାନ ସଂଗ୍ରହକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ । ଯେଉଁ ଏସଏଚଜି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଏବଂ ଧାନ କ୍ରୟ ପାଇଁ ଆବଶ୍ୟକ ଭିତ୍ତିଭୂମି ସହ ପୂର୍ବ ଅଭିଜ୍ଞତା ରହିଛି, ସେମାନଙ୍କୁ…

ଗୁଣିଆର ଚେରମୂଳି ଔଷଧ ଖାଇ ଦମ୍ପତିଙ୍କ ମୃତ୍ୟୁ

କନ୍ଧମାଳ : ଗୁଣିଆ ଠାରୁ ଔଷଧ ଖାଇ ଦମ୍ପତିଙ୍କ ମୃତ୍ୟୁ ଅଭିଯୋଗ । କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଳକ୍ କଟ୍ରିଙ୍ଗିଆ ପଞ୍ଚାୟତ ନେଡିପଙ୍ଗା ଗାଁର ଦୃଶ୍ୟ । ବିବାହର ଅନେକ ବର୍ଷ ପରେ ମଧ୍ୟ କୈାଣସି ସନ୍ତାନ ନହେବାରୁ ଗୁଣିଆ ଠାରୁ ଚେର ମୂଳି ଆଣି ଖାଇଥିଲେ ଦମ୍ପତି । ସ୍ତ୍ରୀ ଲଳିତା କହଁର…

ସେପ୍ଟେମ୍ବର ୨୨ରୁ ବିଧାନସଭା ଅଧିବେଶନ, ରହିବ ୯ କାର୍ଯ୍ୟ ଦିବସ

ଭୁବନେଶ୍ୱର : ଆସନ୍ତା ସେପ୍ଟେମ୍ବର ୨୨ତାରିଖରୁ ଆରମ୍ଭ ହେବ ସପ୍ତଦଶ ଓଡ଼ିଶା ବିଧାନସଭାର ସପ୍ତମ ଅଧିବେଶନ । ବିଧାନସଭା ସଚିବାଳୟ ପକ୍ଷରୁ ଜାରି ଅଧିବେଶନର ଚିଠା କାର୍ଯ୍ୟସୂଚୀରୁ ଏନେଇ ସୂଚନା ମିଳିଛି । ମୌସୁମୀ ଅଧିବେଶନରେ ରହିବ ୯ କାର୍ଯ୍ୟଦିବସ । ଚିଠା କାର୍ଯ୍ୟସୂଚୀ ଅନୁସାରେ…

ଆଜିଠୁ ଆରମ୍ଭ ହେଲା ରଥଭଙ୍ଗା କାମ, ୧୦ରୁ ୧୨ ଦିନ ଭିତରେ ହେବ ଶେଷ

ପୁରୀ: ପୁରୀରେ ଆଜିଠୁ ଆରମ୍ଭ ହୋଇଛି ରଥଭଙ୍ଗା କାମ । ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ଆଜି ଭୋଇ ସେବକମାନେ ରଥ ଭଙ୍ଗା କାର୍ଯ୍ୟ କରିଛନ୍ତି । ଭୋଇ ସର୍ଦ୍ଧାର ଅନୁକୁଳ କରିବା ପରେ ପ୍ରଥମେ କଳସରୁ ଆରମ୍ଭ ହୋଇଥିଲା ଭଙ୍ଗା କାମ । ତାପରେ ପାରାଭାଡି ଓ ପରେ ପରେ ଦ୍ୱାରବେଢା…

ବାରହା ସହ ଲଢ଼ି ନିଜ ଜୀବନ ବଞ୍ଚାଇଲା ନାବାଳକ

ବାଙ୍କୀ : ଦୀର୍ଘ ସମୟ ବାରହା ସହ ଲଢ଼ି ନିଜ ଜୀବନ ବଞ୍ଚାଇଲା ବାଳକ । ବାଙ୍କୀର ସାହସୀ ବାଳକକୁ ନେଇ ଚର୍ଚ୍ଚା । ସ୍ଥାନୀୟ ଅଂଚଳରେ ଏହି ସାହସୀ ବାଳକକୁ ପ୍ରଶଂସା କରାଯାଉଛି । ଜଣେ ନାବାଳକ ଶୌଚ ଯାଇଥିବା ବେଳେ ହଠାତ୍ ବାରହା ଆକ୍ରମଣ କରିଥିଲା । ବାରହାକୁ ନ ଡରି ତାସହ ଲଢ଼େଇ କରିଥିଲା…

ଡଙ୍ଗାରେ ଚଢ଼ିବା ବେଳେ ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର

ଆଳି : ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର । କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଗଙ୍ଗାଧର ପ୍ରସାଦ ଡ଼ିଆ ଗାଁ ଖରସ୍ରୋତା ନଦୀକୂଳରେ ଅଘଟଣ ଘଟିଛି । ନିଖୋଜ ବୃଦ୍ଧ ହେଲେ ୬୦ ବର୍ଷିୟ ପାରେଶ୍ବର ବେହେରା । ନଦୀ ପାର ହେବାକୁ ଘାଟରେ ଡଙ୍ଗା ପାଇଁ ଠିଆ ହୋଇଥିବାବେଳେ କୁମ୍ଭୀର ଟାଣିନେଇଥିଲା ।…

ଶ୍ରୀମନ୍ଦିରରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା, ଘଣ୍ଟାକୁ ଦର୍ଶନ କରିପାରିବେ ୧୦ ହଜାର ଭକ୍ତ

ପୁରୀ : ଶ୍ରୀମନ୍ଦିରରେ ଆସୁଛି ନୂଆ ଧାଡ଼ି ଦର୍ଶନ ବ୍ୟବସ୍ଥା । ଘଣ୍ଟାକୁ ୧୦ ହଜାର ଭକ୍ତ କରିପାରିବେ ଦର୍ଶନ, ୩ରୁ ୪ ମାସରେ କାର୍ଯ୍ୟକାରୀ ହେବ ଯୋଜନା । ସୋମବାର ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ବୈଠକ ପରେ ଆଇନ…

ଛତ୍ରପୁରରେ ବେଆଇନ ମୋରମ ଖନନ : ୯୬ ଲକ୍ଷରୁ ଊର୍ଦ୍ଧ୍ୱ ଜରିମାନା ପରେ ବି ବେଫିକର ଲିଜଧାରୀ, ଏନଜିଟି ଯିବାକୁ ଚେତାବନୀ

ଛତ୍ରପୁର : ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବଣବୁଣାପଲ୍ଲୀ ନିକଟସ୍ଥ ନରସିଂହପୁର ଗ୍ରାମରେ ଲିଜ୍ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରି ବେଆଇନ ଭାବେ ମୋରମ ଓ ମାଟି ଚାଲାଣ ଚାଲିଥିବା ଅଭିଯୋଗ ହୋଇଛି। ଅନୁମତି ତୁଳନାରେ ଦୈନିକ ଶହ ଶହ ଗାଡ଼ି ମୋରମ ବେଆଇନ ଭାବେ ଚାଲାଣ ହେଉଥିବା…