ବ୍ରାହ୍ମଣୀରେ ବୁଡ଼ି ଯୁବକ-ଯୁବତୀ ମୃତ
ସୁନ୍ଦରଗଡ଼: ବ୍ରାହ୍ମଣୀ ନଦୀରେ ବୁଡ଼ି ଚାଲିଗଲା ଯୁବକଯୁବତୀଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲା ବଣାଇ ଅଞ୍ଚଳରୁ ସାମ୍ନାକୁ ଆସିଛି। ସୋମବାର ଚାନ୍ଦିପୋଷ ଥାନା ବୀରତୋଳା ମନ୍ଦିର ନିକଟରୁ ଉଭୟଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ଏହା ଦେଖି!-->…