୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୧୪ ଆହତ…

ବ୍ରହ୍ମପୁର: ଘାଟିରୁ ଖସିଲା ପିକନିକ୍ ବସ୍ । ଜଣେ ମୃତ ଏବଂ ୧୪ ରୁ ଅଧିକ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଜରଡ଼ା ଥାନା ବାରିଁଆ ପଥର ଘାଟିରେ ୫୦ ଫୁଟ ତଳକୁ ଖସିପଡ଼ିଛି ପିକନିକ୍ ବସ୍ । ସମସ୍ତ ଆହତଙ୍କୁ ପ୍ରଥମେ ପାତ୍ରପୁର ଓ ପରେ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି । …

ସହିଦନଗର ଗଣଦୁଷ୍କର୍ମ ମାମଲାକୁ ନେଇ ନବୀନଙ୍କ ଉଦବେଗ

ଭୁବନେଶ୍ବର: ସହିଦନଗର ଗଣଦୁଷ୍କର୍ମ ମାମଲାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ମହିଳା ସୁରକ୍ଷାକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି। ନବୀନ ଲେଖିଛନ୍ତି, ମହିଳାଙ୍କ ପାଇଁ ଅସୁରକ୍ଷିତ ହେଉଛି ରାଜ୍ୟ ରାଜଧାନୀ…

ଦଇଡ଼ାପାନି ଜଙ୍ଗଲରେ ମାଓ ଶିବିର, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

ଛତିଶଗଡ଼: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଦଇଡ଼ାପାନି ଜଙ୍ଗଲରେ ମାଓବାଦୀ ଶିବିର ଠାବ ହୋଇଛି। ଶିବିରରେ ମାଓବାଦୀ ନ ଥିବାବେଳେ ସେଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି ସୁରକ୍ଷାବାହିନୀ। ସୂଚନା ଅନୁସାରେ, ଗରିଆବନ୍ଦର ମେନପୁର ଅନ୍ତର୍ଗତ ଦଇଡ଼ାପାନି ଜଙ୍ଗଲରେ ମାଓବାଦୀ ଶିବିର…

ବିଧାୟକ ଦରମା ବୃଦ୍ଧି ନିଷ୍ପତ୍ତି ସରକାରଙ୍କ ମସ୍ତବଡ ଭୁଲ : ନରସିଂହ ମିଶ୍ର

ଭୁବନେଶ୍ବର: ଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ରବିବାର ମୁହଁ ଖୋଲିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ସେ ଉଦ୍ ବେଗ ପ୍ରକାଶ କରିବା ସହ ସରକାରଙ୍କ ଏହି ନିଷ୍ପତ୍ତି ମସ୍ତବଡ ବଡ ଭୁଲ ନିଷ୍ପତ୍ତି ​‌ବୋଲି କହିଛନ୍ତି ନରସିଂହ…

ଗେଷ୍ଟ ହାଉସରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଜବତ, ହତ୍ୟା ଅଭିଯୋଗ

ଭୁବନେଶ୍ଵର: ଭୁବନେଶ୍ଵର ନାଲକୋ ଛକସ୍ଥିତ ଏକ ଗେଷ୍ଟ ହାଉସରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ରବିବାର ଉଦ୍ଧାର ହୋଇଛି। ମୈତ୍ରୀବିହାର ଥାନା ପୁଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି। ମୃତକଙ୍କ ନାକରୁ ଫେଣ ଏବଂ ପାଟିରୁ ରକ୍ତ ବାହରୁଥିବାରୁ ଘଟଣାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ତେବେ ଉକ୍ତ…

ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ସହିଦନଗର ଗଣଦୁଷ୍କର୍ମ ମାମଲା, କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ…

ଭୁବନେଶ୍ବର: ସହିଦନଗର ଗଣଦୁଷ୍କର୍ମ ମାମଲା ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହୋଇଛି। କ୍ରାଇମବ୍ରାଞ୍ଚ ଏହି ଘଟଣାରେ ପୁଲିସକୁ ତଦନ୍ତରେ ସହଯୋଗ କରିବ। ରାଜଧାନୀରେ ପୁଣି ଜଣେ ନାବାଳିକାଙ୍କୁ ଗଣବଳାତ୍କାର ହୋଇଛି। କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ତଦନ୍ତ କରାଯିବ।…

ମାଓବାଦୀଙ୍କୁ ଧରାନ୍ତୁ, ପୁରସ୍କାର ପାଆନ୍ତୁ : କନ୍ଧମାଳ ପୁଲିସ ଜାରି କଲା ପୋଷ୍ଟର

ବାଲିଗୁଡା, ତା, ୨୧/୧୨: କେନ୍ଦ୍ର ସରକାରଙ୍କ ଆହ୍ବାନକ୍ରମେ ୨୦୨୬ ସୁଦ୍ଧା ଦେଶକୁ ମାଓମୁକ୍ତ କରିବା ପାଇଁ ଅଭିଯାନକୁ ଜୋରଦାର କରାଯାଇଛି। ଏ ଦିଗରେ ତତ୍ପର ହୋଇଛି କନ୍ଧମାଳ ପୁଲିସ। କିଛି ଦିନ ତଳେ ବିଭିନ୍ନ ସ୍ଥାନରେ ପୋଷ୍ଟର ମାରି ମାଓବାଦୀଙ୍କୁ ସମାଜର ମୁଖ୍ୟସ୍ରୋତକୁ ଫେରି ଆସିବା ପାଇଁ…

ସରୁ ନାହିଁ ପୂର୍ତ୍ତ ବଙ୍ଗଳା ମରାମତି କାମ, ପଦାଧିକାରୀଙ୍କୁ ମିଳୁ ନାହିଁ ବିଶ୍ରାମ ସ୍ଥଳୀ

ଲକ୍ଷ୍ମୀପୁର : କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ସଦର ମହକୁମାରେ ଥିବା ପୂର୍ତ୍ତ ବଙ୍ଗଳା କାର୍ଯ୍ୟ ଆରମ୍ଭ ହୋଇ ଆଜକୁ ୫ମାସ ହୋଇ ଗଲାଣି ଶେଷ ହୋଇ ପାରୁ ନାହିଁ । ମରାମତି ପାଇଁ ୩୫ ଲକ୍ଷ ଟଙ୍କା ଟେଣ୍ଡର ଆହ୍ବାନ କରାଯାଇ ଥିବା ସହ ସେପ୍ଟେମ୍ବର ମାସରେ କାର୍ଯ୍ୟାଦେଶ ଦିଆ ଯାଇ ଥିବା ନେଇ…

ଘରେ ପଶି ନାବାଳିକାଙ୍କୁ ଅପହରଣ

ରେଢ଼ାଖୋଲ: ଘରୁ ନାବାଳିକଙ୍କୁ ଅପହରଣ । ଥାନାରେ ମାମଲା ରୁଜୁ । ରେଢ଼ାଖୋଲ ଥାନା ସାମସିଙ୍ଗା ଗାଁରେ ଘଟିଛି ଘଟଣା । ଘରେ ପରିବାର ଲୋକଙ୍କ ସହ ରାତିରେ ଖାଇ ପିଇ ଶୋଇଥିବା ବେଳେ କେହି ତାଙ୍କୁ ଅପରହଣ କରିନେଇଥିବା ଅଭିଯୋଗ କରିଛନ୍ତି ନାବାଳିକାଙ୍କ ପରିବାର ଲୋକ । …

ବୀମା ଟଙ୍କା ପାଇଁ ବାପର ଜୀବନ ନେଇଗଲେ ୨ ପୁଅ

ତାମିଲନାଡୁ: ବୀମା ଟଙ୍କା ପାଇଁ ଷଡ଼ଯନ୍ତ୍ର । ବାପକୁ ଶେଷ କରିଦେଲେ ଦୁଇ ପୁଅ । ୩ କୋଟି ଟଙ୍କା ହାତେଇବା ପାଇଁ ପ୍ଲାନ୍ ଥିଲା । ଘଟଣାର ପର୍ଦ୍ଦାଫାସ କଲା ପୋଲିସ । ବୀମା ଟଙ୍କା ଲୋଭରେ ରକ୍ତ ସମ୍ପର୍କ ଭୁଲିଗଲେ ପୁଅ । ଯେଉଁ ବାପ କୋଳେଇ କାଖେଇ ବଡ଼ କରିଥିଲା ସେଇ ବାପାକୁ ମାରିଦେଲେ ।…