ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ
ବଣାଇଁ, ବଣାଇଁ ବ୍ଲକ ଅନ୍ତର୍ଗତ ଇନ୍ଦ୍ରପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ୭ ଗୋଟି ପଞ୍ଚାୟତ କୁ ନେଇ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହାକୁ ବଣାଇଁ ଉପଜିଲ୍ଲାପାଳ ଅକ୍ଷୟ ପିଲ୍ଲେ ଅନୁଷ୍ଠାନିକ ଭାବେ ଫିତା କାଟି ଉଦଘାଟନ କରିଥିଲେ l ବଣାଇଁ ଗୋଷ୍ଠି!-->!-->!-->…