ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଆଉ ମିଳିବନି ପେଟ୍ରୋଲ, ଡିଜେଲ

ଭୁବନେଶ୍ବର: ଏଣିକି ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ପେଟ୍ରୋଲ ପମ୍ପରେ ମିଳିବନି ପେଟ୍ରୋଲ, ଡିଜେଲ। ଗାଡ଼ିରେ ତେଳ ପକାଇବା ପୂର୍ବରୁ ଦେଖାଇବାକୁ ପଡ଼ିବ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର(ପିୟୁସିସି)। ରାଜ୍ୟ ପରିବହନ ପ୍ରାଧିକରଣ ସଂସ୍ଥା ପକ୍ଷରୁ ଏ ସମ୍ପର୍କରେ ତୈଳ କମ୍ପାନୀଗୁଡ଼ିକୁ…

ନକଲି ଲଟେରୀ ଟିକେଟ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକେଇ: ୨୫ ଲକ୍ଷ ଜବତ, ୪ ଗିରଫ

ରାଉରକେଲା : ୬ ଟଙ୍କା ଓ ୧୦ ଟଙ୍କାରେ ଲଟେରୀ ଟିକେଟ। ଟିକଟ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକେଇ। ଶେଷରେ ପୁଲିସ ହାବୁଡ଼ରେ ପଡ଼ିଛନ୍ତି ଠକ ଦଳ। ଜନସାଧାରଣଙ୍କୁ ନକଲି ଲଟେରୀ ଟିକଟ ବିକ୍ରି କରିଥିବା ୪ ଠକଭ୍କୁ ଗିରଫ କରିଛି ରାଉରକେଲା ପୁଲିସ। ସେମାନଙ୍କଠାରୁ ୨୫ ଲକ୍ଷ ଟଙ୍କା ଜବତ ହୋଇଛି। …

ମାଓବାଦୀଙ୍କୁ ଧରାଇ ଦେଲେ ମିଳିବ ପୁରସ୍କାର; ୧୮ ମାଓବାଦୀଙ୍କ ପାଇଁ ୮.୪ କୋଟି

ଭୁବନେଶ୍ବର: ୧୮ ମାଓବାଦୀଙ୍କ ପାଇଁ ୮ କୋଟି ୪୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି ବୌଦ୍ଧ ପୁଲିସ। ଯେଉଁମାନେ ଏହି ମାଓବାଦୀମାନଙ୍କୁ ଧରାଇ ଦେବେ ସେମାନଙ୍କୁ ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି ବୌଦ୍ଧ ଜିଲା ପୁଲିସ ପକ୍ଷରୁ କୁହାଯାଇଛି। ଏ ନେଇ ଜିଲାର ବିଭିନ୍ନ ଉପାନ୍ତ…

ଭୁବନେଶ୍ୱରରେ ଯୁବ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗରେ ଗର୍ଜିଲା ଯୁବ କଂଗ୍ରେସ । ଭୁବନେଶ୍ୱରରେ ଯୁବ କଂଗ୍ରେସର ବିକ୍ଷୋଭ ଓ ଅଣ୍ଡାମାଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ପୁଲିସ ସେମାନଙ୍କୁ ଅଟକାଇବାରୁ କଂଗ୍ରେସ କର୍ମୀ ମାନେ ଅଣ୍ଡାମାଡ କରିଥିବା…

ଉଚ୍ଛେଦ ବେଳେ ଉତ୍ତେଜନା, ଉଠା ଦୋକାନୀ-ପୋଲିସ ମୁଁହାମୁହିଁ

ପୁରୀ : ପୁରୀ ବଡ଼ ଦାଣ୍ଡରେ ଉଠା ଦୋକାନୀଙ୍କୁ ଉଚ୍ଛେଦ ବେଳେ ଉତ୍ତେଜନା l ଟ୍ରାଫିକ ବ୍ୟବସ୍ଥାକୁ ସୁପରିଚାଳନା କରିବା ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବଡ଼ ଶଙ୍ଖ ପରିବା ଓ ଫଳ ମାର୍କେଟ ଉଚ୍ଛେଦ କରାଯାଉଥିବା ବେଳେ ଉଠା ଦୋକାନୀ ଏହାକୁ ବିରୋଧ…

ମ୍ୟାଲେରିଆରେ ସ୍କୁଲ ଛାତ୍ର ମୃତ

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ଚିତ୍ରାଙ୍ଗପାଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ଚିତ୍ରାଙ୍ଗପାଲ୍ଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ରଙ୍କ ମ୍ୟାଲେରିଆ ଜ୍ୱରରେ ମୃତ୍ୟୁ ଘଟିଛି । ସୂଚନା ମୁତାବକ ମାଙ୍ଗିଗୁଡ଼ା ଗ୍ରାମର ପ୍ରକାଶ ମାଡକାମୀଙ୍କ ପୁଅ ଦେବା ମାଡକାମୀ…

ଯୁବକଙ୍କୁ ପିଟିପିଟି ହତ୍ୟା

ସାଲେପୁର : ବାହା ହେବାକୁ ଡାକିନେଲେ ପିଟିପିଟି ମାରିଦେଲେ । ଏଭଳି ଅଭିଯୋଗ ଆଣିଛନ୍ତି ଜଣେ ମା’ । ମୋ ପୁଅକୁ ପିଟି ପିଟି ମାରିଦେଲେ । ଗୋଟିଏ ବୋଲି ପୁଅ ମୋର ଚାଲିଗଲା । ମୋ ପୁଅକୁ ଯେମିତି ମାରିଛନ୍ତି ସେମାନଙ୍କୁ ଉଚିତ୍ ଦଣ୍ଡ ମିଳୁ । ମୋ ପୁଅର ଆତ୍ମାକୁ ଶାନ୍ତି ମିଳିବ । …

ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା ଘଟଣା , ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଉଷ୍କାପଲ୍ଲି ଗ୍ରାମର ମୁକା ପଡ଼ିଆମି ( ୫୪ )ଙ୍କୁ ଗତ ବୁଧବାର ରାତିରେ ତାଙ୍କ ଗ୍ରାମର ଦୁଇ ଜଣ ବ୍ୟକ୍ତି ଗୁଣି ଗାରେଡ଼ି ସନ୍ଦେହରେ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ଜଣାପଡ଼ିଥିଲା । ଏ ସମ୍ପର୍କରେ ପରିବାର…

ଗୋରୁବୋଝେଇ କେଣ୍ଟର ଓଲଟି ପଚାଶରୁ ଅଧିକ ଗାଈ ମୃତ

କୋରାପୁଟ /କୋଟପାଡ଼ : ଗୋରୁ ବୋଝେଇ କେଣ୍ଟର ଓଲଟି ପଚାଶରୁ ଉର୍ଦ୍ଧ ଗାଈ ମୃତ୍ୟୁ ମୁଖରେ ପଡିଲେ l ସୂଚନା ପ୍ରକାରେ, କୋଟପାଡ଼ କୁସୁମୀ ପୂର୍ତ୍ତ ବିଭାଗ ରାସ୍ତା ଉପରେ ଗୋ-ବୋଝେଇ କେଣ୍ଟର ଭାରସାମ୍ୟ ହରାଇ ଓଲଟି ପଡିଥିଲା l କୋଟପାଡ଼ ପୋଲିସ ଖବର ପାଇ ଦୁର୍ଘଟଣା ସ୍ଥଳରେ ପହଂଚି ଥିଲେ ଓ…

ଯୌତୁକ ପାଇଁ ବଧୂ ହତ୍ୟା !

ସାଲେପୁର: ଏଇ ବର୍ଷେ ତଳେ ଝିଅ ପ୍ରେମ ବିବାହ କରିଥିଲା । କିନ୍ତୁ ଏବେ ତା ମରଶରୀର ପଡ଼ିଛି । ଝିଅକୁ ଯୌତୁକ ଆଣ କହି ଶାଶୁଘର ଲୋକେ ଧମକ ଦେଉଥିଲେ । ଝିଅକୁ ମାନସିକ ଓ ଶାରିରୀକ ନିର୍ଯ୍ୟାତନା ଦେଇ ଆସୁଥିଲେ ଶାଶୁଘର ଲୋକେ । ଏବେ ମୋ ଝିଅକୁ ଜୀବନରୁ ଶେଷ କରିଦେଲେ । ଏଭଳି ଏକ…