ଆସିକା ହରିହର ହାଇସ୍କୁଲ ଖେଳ ପଡିଆ ସହ ଠିକାଦାରଙ୍କ ଖେଳ.!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ଅଞ୍ଚଳ ରେ ପାଦ ପାଦରେ ଦୁର୍ନୀତି ଦେଖିବାକୁ ମିଳୁଛି। ତାହାର ନଗ୍ନ ନମୁନା ଏବେ ଆସିକା ହରିହର ହାଇସ୍କୁଲ ଖେଳ ପଡିଆ ରେ ଦେଖିବାକୁ ମିଳିଛି। ଆସିକା ହରିହର ହାଇସ୍କୁଲ ଖେଳ ପଡିଆରେ ଆସିକା ଅଞ୍ଚଳର ପ୍ରାୟ ସବୁ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା…

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

ଜଗତସିଂହପୁର : ରେଞ୍ଜରଙ୍କ ଘରେ ଭିଜିଲାନସ ରେଡ୍ । ଏକାସଙ୍ଗେ ୫ଟି ସ୍ଥାନରେ ରେଡ୍। ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସଭବନ ଓ କାର୍ଯ୍ୟାଳୟ ସମେତ ଏକାସଙ୍ଗେ ୫ଟି ସ୍ଥାନରେ…

ସଡକ ଦୁର୍ଘଟଣାରେ ଯୁବକ ଗୁରୁତର

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଠାରୁ ୩ କିଲୋମିଟର ଭଞ୍ଜନଗର ରାସ୍ତାର ଗୋଡ଼ିପଲ୍ଲି ଛକ ପୂର୍ବରୁ ଏକ ସଡ଼କ ଦୁର୍ଘଟଣାରେ ଜଣେ ଯୁବକ ଆହତ ଅବସ୍ଥାରେ ପଡିଥିବାର ସୂଚନା ପାଇ ଓଡ଼ଗାଁ ଦମକଳ ବାହୀନି ଘଟଣସ୍ଥଳରୁ ଯୁବକଙ୍କୁ ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁ ଆଣି ଚିକିତ୍ସା…

ତୁମୁଡ଼ିବନ୍ଧ ଓ ବେଲଘର ବନାଞ୍ଚଳରେ ୨୦ ରୁ ଉର୍ଦ୍ଧ୍ୱ ହାତୀଙ୍କ ଆତଙ୍କରାଜ: ଅଞ୍ଚଳରେ କୋକୁଆ ଭୟ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼, ତୁମୁଡିବନ୍ଧ ଓ ବେଲଘର ବନାଞ୍ଚଳରେ ହାତୀ ଆତଙ୍କ । ଏକ ସପ୍ତାହରରୁ ଉର୍ଦ୍ଧ୍ବ ହେବ କୋଟଗଡ଼ ବନାଞ୍ଚଳରେ ୮ଟିକିଆ ହାତୀପଲ ଉତ୍ପାତ ମଚେଇଥିବା ବେଳେ ବେଲଘର ଓ ତୁମୁଡ଼ିବନ୍ଧ ବନାଞ୍ଚଳର, ବେଲଘର, ଝିରିପାଣି, ଭଣ୍ଡରଙ୍ଗି, ଲଙ୍କାଗଡ଼…

ଭୁବନେଶ୍ୱରରେ ବାୟୁ ପ୍ରଦୂଷଣ ସ୍ଥିତି ଚିନ୍ତାଜନକ, ୩୦୦ ଟପିଲା ଗୁଣବତ୍ତା ସୂଚକାଙ୍କ ମାନ

ଭୁବନେଶ୍ୱର : ଭୁବନେଶ୍ୱରରେ ୩୦୦ ଟପୁଛି ବାୟୁ ଗୁଣବତ୍ତା ସୂଚକାଙ୍କ ମାନ । ଦୁଇ ସପ୍ତାହ ଧରି ବଢ଼ି ବଢ଼ି ଚାଲିଛି ବାୟୁ ପ୍ରଦୂଷଣ । ଆଜି ଭୁବନେଶ୍ୱରରେ ଦିନ ୧.୧୩ ବେଳକୁ ଏକ୍ୟୁଆଇ ୩୪୮ ରହିଥିଲା ଯାହା ଚିନ୍ତାର କାରଣ ପାଲଟିଛି । ନିଶ୍ୱାସରେ ବିଷ…

ଛାତ୍ରଙ୍କ ଉପରେ ପଡ଼ିଲା ସ୍କୁଲ ସାଇନ୍ ବୋର୍ଡ: ଜଣେ ମୃତ, ୨ ଆହତ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବଡ଼ଭୁଣ୍ଡୁରେ ଥିବା ଏକ ସରକାରୀ ସ୍କୁଲରେ ସାଇନବୋର୍ଡ ଭୁଶୁଡ଼ି ପଡ଼ିବା ଫଳରେ ଜଣେ ଛାତ୍ରଙ୍କର ମୃତ୍ୟୁ ହେବା ସହ ଅନ୍ୟ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି।ତେବେ ଶୁକ୍ରବାର ଅପରାହ୍ନରେ ସ୍କୁଲ କ୍ୟାମ୍ପସ ଭିତରେ କିଛି ଛାତ୍ର ଖେଳୁଥିବା ସମୟରେ ସାଇନବୋର୍ଡଟି…

କଏଦୀଙ୍କୁ ଜଗିବ ଏଆଇ, ଜେଲ୍ ପାଚେରି ଡେଇଁଲେ ବାଜିବ ସାଇରନ୍

ଭୁବନେଶ୍ଵର: ଏଣିକି ପାଚେରି ଡେଇଁ ଚମ୍ପଟ ମାରି ପାରିବେନି ଜେଲ୍ ଅନ୍ତେବାସୀ। ଏପରି କଲେ ବାଜି ଉଠିବ ସାଇରନ୍। ଫଟୋ ଉଠାଇ ପଠାଇଦେବ ଏଆଇ କ୍ୟାମେରା। କଡ଼ାକଡ଼ି ହେଲା ଜେଲ୍ ନିୟମ। କଏଦୀ ଚମ୍ପଟ ଘଟଣାରେ ଲାଗିବ ଅଙ୍କୁଶ। ପାଚେରି ପଟ ଦେଇ ଜେଲ ଭିତରକୁ ହୋଇପାରିବନି ଜିନିଷ ଦିଆନିଆ। ସେଲ୍…

ଭୁବନେଶ୍ୱରରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ୯୩.୦୯ କୋଟିର ଅନୁଦାନ ଦେବ କେନ୍ଦ୍ର

ଭୁବନେଶ୍ୱର: ସଂଶୋଧିତ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଇନଫୋଭ୍ୟାଲି ଠାରେ ଏକ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ନିର୍ମାଣକୁ ମଞ୍ଜୁରି ମିଳିଛି। ଶୁକ୍ରବାର ରାଜ୍ୟସଭାରେ ଏହି ସୂଚନା ଦେଇ କହିଛନ୍ତି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି…

ଶିଶୁ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଉତ୍ତେଜନା

ଟିଟିଲାଗଡ : ଶିଶୁ ମୃତ୍ୟୁକୁ ନେଇ ଟିଟିଲାଗଡ଼ ହସ୍ପିଟାଲରେ ଉତ୍ତେଜନା । ଦୀର୍ଘ ସମୟ ପର୍ଯ୍ୟନ୍ତ ହସ୍ପିଟାଲରେ ପଡ଼ି ରହିଲା ମୃତଦେହ । ଟିଟିଲାଗଡ ସ୍ଥିତ ମାତୃ ଓ ଶିଶୁ ହସ୍ପିଟାଲକୁ ଗତକାଲି ସନ୍ଧ୍ୟାରେ ମୁରିବାହାଲ ଥାନା ଦେହେଲି ଗାଁର ଜଣେ ବ୍ୟକ୍ତି ତାଙ୍କ ୨ ବର୍ଷର ଶିଶୁକୁ ଆଣିଥିଲେ ।…

ଆସିକା ଜଳସମ୍ପଦ ବିଭାଗ ଋଷିକୂଲ୍ୟା ନଦୀବନ୍ଧ ରାସ୍ତା ନିର୍ମାଣ ଅତି ନିମ୍ନ ମାନର…

ଉଠି ଗଲାଣି ନିର୍ମାଣ ଧିନ ରାସ୍ତାର ମେଟଲ …..! ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ସହର ଏକ ବନ୍ୟା ପ୍ରାପୀଡା ଅଞ୍ଚଳ। ପ୍ରତିବର୍ଷ ବର୍ଷା ଦିନେ ବନ୍ୟା ହେବାର ଗୁଜବ ସୃଷ୍ଟି ହୁଏ।ଏହାକୁ ଦୃଷ୍ଟିରେ ରଖି ଗତ ବିଜେଡ଼ି ସରକାର ସମୟରେ ୨୦୨୨/୨୩ ମସିହାରେ ଋଷି କୂଲ୍ୟା ନଦୀର ବାମ…