ସାଉଦି ଆରବରୁ ତଡ଼ା ଖାଇଲେ ୫୦ ହଜାରରୁ ଅଧିକ ପାକିସ୍ତାନୀ ଭିକାରୀ

ସାଉଦି ଆରବ : ବାରମ୍ୱାର ବେଜ୍ଜିତ ହେଉଛି ପାକିସ୍ତାନ । ସାଉଦି ଆରବ ସରକାରଙ୍କ ସମସ୍ତ କଟକଣା ସତ୍ତ୍ବେ ପାକିସ୍ତାନରୁ ଅଧିକାଂଶ ଭିକାରୀ ସେଠାକୁ ଯାଇ ଭିକ୍ଷାବୃତ୍ତି କରୁଛନ୍ତି । ତେଣୁ ସାଉଦି ଆରବ ପକ୍ଷରୁ ୫୬ ହଜାର ପାକିସ୍ତାନୀ ଭିକାରୀଙ୍କୁ ବିତାଡିତ କରିଛି । ସାଉଦି ଆରବରେ ମକ୍କା…

ଘନ କୁହୁଡ଼ି ଯୋଗୁଁ ବିମାନ ଉଡ଼ାଣ ବାଧାପ୍ରାପ୍ତ, ବିମାନ ଚଳାଚଳ ମନ୍ତ୍ରଣାଳୟର ଆଡଭାଇଜରୀ ଜାରି

ନୂଆଦିଲ୍ଲୀ : ଦିଲ୍ଲୀ ଓ ଉତ୍ତର ଭାରତର ଅନେକ ସ୍ଥାନରେ ଘନ କୁହୁଡ଼ି ଓ ଦୃଶ୍ୟମାନତା ହ୍ରାସ ହେତୁ ବିମାନ ଚଳାଚଳ ମନ୍ତ୍ରଣାଳୟ ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋ ଯାତ୍ରୀଙ୍କ ପାଇଁ ପରାମର୍ଶ ଜାରି କରିଛି । ପରାମର୍ଶରେ ବିମାନ ବିଳମ୍ବ ଏବଂ ବାତିଲ ହେବାକୁ ଥିବା ଆଶଙ୍କା ରହିଛି । ଦିଲ୍ଲୀ…

ସ୍କୁଲରେ ପଶି ୭ ପ୍ୟାକେଟ ଚାଉଳ ନଷ୍ଟ କଲା ହାତୀ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ରେଞ୍ଜ ବୁଡ଼ାଗୁଡା ସେକ୍ସନର ପଡିଭଟ୍ଟା ବିଦ୍ୟାଳୟରେ  ହାତୀ ପଶି ୭ ପ୍ୟାକେଟ ଚାଉଳ ନଷ୍ଟ କରିଛି। ବହୁଦିନ ଧରି ନିୟମଗିରି ପାହାଡ଼ରେ ରହୁଥିବା ୨୭ଟିକିଆ ହାତୀପଲ ଲାଞ୍ଜିଗଡ ଓ କଲ୍ୟାଣସିଂହପୁର ବ୍ଲକ ଅଞ୍ଚଳରେ ଘୁରି ବୁଲୁଥିବା ଦେଖିବାକୁ…

ଲାଞ୍ଚ ଅଭିଯୋଗରେ ପୂର୍ବତନ ଅମିନଙ୍କୁ ୪ ବର୍ଷ ଜେଲ, ପେନସନ ବନ୍ଦ

ତରଭା : ଲାଞ୍ଚ ଅଭିଯୋଗରେ ପୂର୍ବତ୍ତନ ଅମିନଙ୍କୁ କାରାଦଣ୍ଡ । ପେନସନ ବନ୍ଦ କରିବା ସହ ୪ବର୍ଷ ବିଚାର ବିଭାଗୀୟ କାରାଦଣ୍ଡ ଓ ଜରିମାନା ନିର୍ଦେଶ ଦେଇଛି ଅଦାଲତ । ଘଟଣା ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ତରଭା ତହସିଲରେ କାର୍ଯ୍ୟରତ ପୂର୍ବତନ ଅମିନ ଶ୍ରୀ ସାହୁ ମେହେରଙ୍କୁ ଲାଞ୍ଚ ଅଭିଯାଗରେ…

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ହିଞ୍ଜିଳି ମ୍ୟୁନିସିପାଲିଟିର ଦଳୀୟ ନେତା ଓ କର୍ମୀ

ଭୁବନେଶ୍ୱର: ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ବିଜେଡି କର୍ମୀ ଓ ନେତାମାନେ ସେମାନଙ୍କ ବିଧାୟକ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ସରକାରୀ ଉଦାସୀନତା ବିରୁଦ୍ଧରେ ଅଭିଯୋଗ ଆଣିଛନ୍ତି । ଆଜି ହିଞ୍ଜିଳି ମ୍ୟୁନିସିପାଲଟି ବିଜୁ ଜନତା ଦଳର ନେତା ଏବଂ କର୍ମୀ ମାନେ ନବୀନ ନିବାସରେ…

ହାଇଦ୍ରାବାଦ ଇନଭେଷ୍ଟର୍ସ ମିଟରୁ ଓଡ଼ିଶାକୁ ଆସିଲାଣି ୭୦ ହଜାର କୋଟିର ନିବେଶ

ଭୁବନେଶ୍ୱର : ରାଜ୍ୟକୁ ପୁଞ୍ଜିନିବେଶର ସୁଅ । ହାଇଦ୍ରାବାଦ ଇନଭେଷ୍ଟର୍ସ ମିଟରୁ ଓଡ଼ିଶାକୁ ଆସିଲାଣି ୭୦ ହଜାର କୋଟିର ନିବେଶ । ମାତ୍ର ୨ଦିନରେ ଏତେ ପରିମାଣର ନିବେଶ ଓଡ଼ିଶାର ଶିଳ୍ପନୀତି ପ୍ରତି ଶିଳ୍ପସଂସ୍ଥା ଆକୃଷ୍ଟ ହୋଇଥିବା ସ୍ପଷ୍ଟ ହୋଇଛି । ମୁଖ୍ୟମନ୍ତ୍ରୀ…

ରାଇକିଆ ବଣିକ ସଂଘ ର ୭ମ ପ୍ରତିଷ୍ଠା ଦିବସ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ସ୍ଥିତ ବଣିକ ସଂଘ ର ୭ମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ସଭାପତି ପଦ୍ମ ଚରଣ ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରୀନା ପ୍ରଧାନ ବିଡ଼ିଓ ସବ୍ୟସାଚୀ ସାହୁ,…

ମାଛ ବଜାର ଦାବିରେ ରାସ୍ତାରୋକ

ବ୍ରହ୍ମପୁର : ରାସ୍ତା ଉପରେ ମାଛ ରଖି ରାସ୍ତାରୋକ ।  ପରିତ୍ୟକ୍ତ ଅବସ୍ଥାରେ ଦୀର୍ଘ ବର୍ଷ ଧରି ମାଛ ବିକିବାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ମତ୍ସ୍ୟଜୀବୀ । ମାଛ ବିକ୍ରି ପାଇଁ ବଜାର ହୋଇଥିବାବେଳେ ତାହାକୁ ମତ୍ସ୍ୟଜୀବୀଙ୍କୁ ହସ୍ତାନ୍ତର କରାଯାଇନଥିବା ଅଭିଯୋଗ ହୋଇଛି ।  ବାରମ୍ବାର ଦାବି…

କନ୍ଧମାଳ ଜିଲ୍ଲାରେ ବିଦ୍ୟୁତ ଭିତ୍ତିଭୂମିକୁ ସୁଦୃଢ଼ କରୁଛି ଟିପିଏସ୍ଓଡିଏଲ୍

• ୮୨,୦୦୦ରୁ ଉର୍ଦ୍ଧ୍ୱ ଉପଭୋକ୍ତା ଉପକୃତ• ଜିଲ୍ଲାର ଶିକ୍ଷା, ସ୍ୱାସ୍ଥ୍ୟସେବା, ପର୍ଯ୍ୟଟନ ସହ କ୍ଷୁଦ୍ର ବ୍ୟବସାୟକୁ ବଳ ଯୋଗାଇବ ଏହି ଉନ୍ନତୀକରଣ ବ୍ରହ୍ମପୁର : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ତରଫରୁ କନ୍ଧମାଳ ଜିଲ୍ଲାର ବିଦ୍ୟୁତ…

ଜନବସତି ମୁହାଁ ହାତୀ, ୧୦ ସ୍କୁଲ ଛୁଟି ଘୋଷଣା କଲେ ଡିଇଓ

ବାଲେଶ୍ବର : ବାଲେଶ୍ବର ଜିଲ୍ଲାରେ ହାତୀ ପାଇଁ ସ୍କୁଲ ଛୁଟି । ୧୦ଟି ସ୍କୁଲକୁ ଛୁଟି ଘୋଷଣା କଲେ ବାଲେଶ୍ବର ଡିଇଓ । ଖଇରା ବ୍ଲକ ପୂର୍ବପଡା ଗାଁର ଜଣେ ଯୁବକଙ୍କୁ କଂକ୍ରିଟ ରାସ୍ତାରେ କଚାଡ଼ି ମାରିଲା ଦନ୍ତା । ମୃତକ ହେଲେ ସୁରେନ୍ଦ୍ର ଦାସ । ଅନ୍ୟ ୨ ଜଣ ହାତୀ ଆକ୍ରମଣରେ ଗୁରୁତର…