ବେଙ୍ଗାଳୁରୁରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଳିଗଲେ ଓଡ଼ିଆ ଶ୍ରମିକ

ବେଙ୍ଗାଲୁରୁ: ପୁଣି ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ । କାମ କରୁଥିବାବେଳେ ଚାଲିଗଲା ଶ୍ରମିକଙ୍କ ଜୀବନ । ବିଦ୍ୟୁତ ସଂସ୍ପର୍ଶରେ ଆସି ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । କିନ୍ତୁ ସୁରକ୍ଷା ବ୍ୟବସ୍ଥା କାହିଁକି ନଥିଲା ବୋଲି ପ୍ରଶ୍ନ କରିଛନ୍ତି ପ୍ରବାସୀ ଓଡ଼ିଆ ସଂଗଠକ ତଥା ସମ୍ପର୍କୀୟ ।…

ଶିଳ୍ପା ସେଟ୍ଟୀଙ୍କ ପବରେ ଆୟକର ବିଭାଗର ଚଢ଼ାଉ

ବେଙ୍ଗାଲୁରୁ : ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସହ ମାଲିକାନା ଲଗଜରି ରେଷ୍ଟୁରାଣ୍ଟ ‘ବାସ୍ତିଆନ୍ ବିରୋଧରେ ବେଙ୍ଗାଲୁରୁ ପୋଲିସ ପକ୍ଷରୁ ମାମଲା ରୁଜୁ । ଅନୁମୋଦିତ ସମୟଠାରୁ ଅଧିକ ସମୟ ଧରି ପବ ଖୋଲିଥିବାରୁ ବାଷ୍ଟିଆନ୍ ଗାର୍ଡେନ୍ ସିଟି ସମେତ ବେଙ୍ଗାଲୁରୁର ଦୁଇଟି ପବ୍ ବିରୋଧରେ…

ଦାରିଙ୍ଗବାଡି ରେ ୧୨ଘଣ୍ଟିଆ ରାସ୍ତା ଅବରୋଧ ଡାକରା : ପ୍ରତିଶ୍ରୁତି ମିଳିବା ପରେ ୬ଘଣ୍ଟାରେ ହଟିଲା ରାସ୍ତା ରୋକ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ର ବାଇମାଲା ତନଖି ଫାଟକ ଠାରେ ୫୯ ନମ୍ବର ଜାତୀୟ ରାଜପଥ କୁ ଅବରୋଧ କରି ବିଜୁ ଜନତା ଦଳ ପକ୍ଷରୁ ଧାରଣା ପ୍ରଦର୍ଶନ କରାଯାଇଥିଲା । ଜାତୀୟ ରାଜପଥ ର ଅଡାମାହା ଠାରୁ ପିପଳପଙ୍କା ପର୍ଯ୍ୟନ୍ତ ପ୍ରାୟ ୨୬କିମି…

ଖଇନି ମାନିଆ ପିଲାରୁ ବୁଢ଼ା ସମସ୍ତେ ମସଗୁଲ.!

ବିନା ଜିଏସଟି ରେ ବସ୍ତାବସ୍ତା ଖଇନି ବିକ୍ରି…..!ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ଗାଁ ରୁ ସହର ପର୍ଯ୍ୟନ୍ତ ଏବେ ଖଇନିର ବହୁଳ ଭାବରେ ପ୍ରସାର ହେଉଛି। ପିଲାରୁ ବୁଢ଼ା ସମସ୍ତେ ପାଟିରେ ଖଇନି ଯାକୁ ଥିବାର ଦେଖିବାକୁ ମିଳୁଛି। ଖଇନି ରେ ସବୁଠାରୁ ଅଧିକ ଜି ଏସ ଟି ଟ୍ୟାକ୍ସ ରହିଥିବା ବେଳେ…

ବ୍ରହ୍ମପୁର ସ୍ଥିତ ନୀଳକଣ୍ଠ ନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୪୨ତମ ବାର୍ଷିକ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ…

ନିର୍ମାଣ ହେବ ଗ୍ରେଟର ବ୍ରହ୍ମପୁର , ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଗସ୍ତ ବେଳେ ଦେଲେ ସୂଚନା ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ନିର୍ମାଣ ହେବ ୧୦ ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ପାଇଁ ଖର୍ଚ୍ଚ ହେବ ୫୨ କୋଟି ୧୭ ଲକ୍ଷ ଟଙ୍କା …

ପୁଣି ୧୦ ସ୍କୁଲକୁ ବୋମା ଧମକ, ଛୁଟି ଘୋଷଣା କଲେ ସ୍କୁଲ ପ୍ରଶାସନ

ଗୁଜରାଟ : ପୁଣି ସ୍କୁଲକୁ ବୋମା ଧମକ । ଗୁଜରାଟ ଅହମଦାବାଦର ୧୦ଟି ସ୍କୁଲକୁ ମିଳିଛି ବୋମା ଧମକ । ୧୦ଟି ସ୍କୁଲକୁ ଇମେଲ ମ୍ୟାଧ୍ୟମରେ ବୋମା ଧମକ ମିଳିଛି । ସ୍କୁଲ ଗୁଡ଼ିକୁ ବୋମାରେ ଉଡ଼ାଇଦେବାକୁ ‘ମୁନରୋ କ୍ୟୁକେଲ ‘ ନାମକ ଏକ ଇମେଲ ଆଇଡିରୁ ଧମକପୂର୍ଣ୍ଣ ମେଲ ଆସିଥିଲା । ମେଲ ସମ୍ପର୍କରେ…

କାଲିଠୁ ଦିଲ୍ଲୀରେ ୱାର୍କ ଫ୍ରମ୍ ହୋମ୍, ନିୟମ ଉଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ବାୟୁ ଗୁଣବତ୍ତାମାନ ବିପଦଜନକ ସ୍ଥିତିରେ ପହଞ୍ଚିବା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ପ୍ରଦ୍ୟୁଷଣକୁ ନଜରରେ ରଖି ଆସନ୍ତାକାଲିଠୁ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ୱାର୍କ ଫ୍ରମ ହୋମରେ କାମ…

ଆମେରିକାରେ ପ୍ରବେଶ କଟକଣା ଲଗାଇଲେ ଟ୍ରମ୍ପ, ସମୁଦ୍ରରେ ହେଲା ସବୁଠୁ ବଡ଼ ନାକାବନ୍ଦୀ

ଆମେରିକା : ଭେନେଜୁଏଲା ବିରୋଧରେ ଟ୍ରମ୍ପଙ୍କ ‘ମହାଯୁଦ୍ଧ’! । ସମୁଦ୍ର ମଝିରେ ଅଟକିଲା ତେଲ ଟ୍ୟାଙ୍କର । ଆମେରିକାର ସବୁଠୁ ବଡ଼ ନାକାବନ୍ଦୀ । ମାଦୁରୋ ସରକାରକୁ ‘ଆତଙ୍କବାଦୀ’ ଘୋଷଣା କଲେ ଆମେରିକା ରାଷ୍ଟ୍ରପତି । ଗତ ୧୬ ତାରିଖରେ ଆମେରିକା ଭେନେଜୁଏଲାର ସମସ୍ତ ତୈଳ ଟ୍ୟାଙ୍କର ଉପରେ…

କିସ୍‌ରେ ନବମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା: ଡାଲି ପଡିବାରୁ ସହପାଠି ତଣ୍ଟି ଚିପି ହତ୍ୟା କରିଥିବା କହିଲେ ପୁଲିସ…

ଭୁବନେଶ୍ୱର: କିସ୍‌ରେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟଣା । ଉପରେ ଡାଲିପଡିବା ଘଟଣାରେ ଅନ୍ୟଛାତ୍ରମାନେ ହତ୍ୟା କରିଥିବା ପୁଲିସ୍‌ କମିଶନର ଏସ୍‌ ଦେବଦତ୍ତ ସିଂ କହିଛନ୍ତି । ବିଦ୍ୟାଳୟ ପରିସରରେ କିଛି ଛାତ୍ର ଜୋକର ଗ୍ୟାଙ୍ଗ ଗଢିଥିଲେ । ସେମାନେ ଅନ୍ୟ ଛାତ୍ରଙ୍କୁ ଭୟଭୀତ କରୁଥିଲେ…

ସମୁଦ୍ରରେ ବୁଡ଼ି ଛାତ୍ରୀ ମୃତ

ପୁରୀ : ପିକନିକ୍ ଆସି ସମୁଦ୍ରରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ । ମୃତ ଛାତ୍ରୀ କଟକ ବକ୍ସି ବଜାର ବଣିଆ ସାହିର ଶିଳ୍ପାଶ୍ରୀ ସାହୁ । ପୁରୀ ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ଘଟିଛି ଅଘଟଣ । ମୃତଦେହ ଜବତ କରାଯାଇ ସଦର ମୁଖ୍ୟ ଚିକିତ୍ସାଳୟରେ ରଖାଯାଇଛି । କୋଚିଂ ସେଣ୍ଟର ପିଲାମାନେ…