‘COVID ଟୀକା ଓ ଯୁବବର୍ଗଙ୍କ ହଠାତ୍ ମୃତ୍ୟୁ ମଧ୍ୟରେ କୌଣସି ସମ୍ପର୍କ ନାହିଁ’

ନୂଆଦିଲ୍ଲୀ:ଭାରତରେ ଯୁବବର୍ଗମାନଙ୍କ ହଠାତ୍ ମୃତ୍ୟୁ ହୋଉଥିବା ଖବର ମଧ୍ୟରେ AIIMS-ICMR ଦ୍ୱାରା କରାଯାଇଥିବା ଏକ ଗବେଷଣା ଅଧ୍ୟୟନ କିଛି ଆଶ୍ୱସ୍ତି ପ୍ରଦାନ କରିଛି। ଏହି ଅଧ୍ୟୟନରେ ସ୍ପଷ୍ଟ ଭାବରେ କୁହାଯାଇଛି ଯେ, COVID-19 ଟୀକା ଏବଂ ଯୁବବର୍ଗମାନଙ୍କ ମଧ୍ୟରେ ହଠାତ୍ ମୃତ୍ୟୁ ମଧ୍ୟରେ…

ବାଂଲାଦେଶକୁ ଭାରତର କଡ଼ା ଜବାବ; ୟୁନୁସ ସରକାରଙ୍କ ଦାବିକୁ କଲା ପ୍ରତ୍ୟାଖ୍ୟାନ

ନୂଆଦିଲ୍ଲୀ: ମହମ୍ମଦ ୟୁନୁସଙ୍କ ନେତୃତ୍ୱାଧୀନ ବାଂଲାଦେଶ ସରକାରଙ୍କ ଅଭିଯୋଗକୁ ଭାରତ ଆନୁଷ୍ଠାନିକ ଭାବରେ ପ୍ରତ୍ୟାଖ୍ୟାନ କରିଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଢାକାର ସାମ୍ପ୍ରତିକ ପ୍ରେସ ନୋଟର ଜବାବରେ କହିଛି ଯେ, ଭାରତ କେବେବି ବାଂଲାଦେଶ ବିରୁଦ୍ଧରେ କୌଣସି ପ୍ରକାରର କାର୍ଯ୍ୟକଳାପ…

ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ଵ ନେଲେ ନିତିନ

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ ଗ୍ରହଣ କରିଛନ୍ତି ବିହାର ମନ୍ତ୍ରୀ ନିତିନ ନବୀନ। ଗତ ରବିବାର ଦଳର ସଂସଦୀୟ ବୋର୍ଡ ଏହି ପଦବୀ ପାଇଁ ନିତିନଙ୍କ ନାମକୁ ମୋହର ମାରିଥିଲା। ଏହା ସହିତ ଆଗାମୀ ଭବିଷ୍ୟତରେ କେନ୍ଦ୍ରମନ୍ତ୍ରୀ ଜେ.ପି.…

ମୋଦିଙ୍କ ପ୍ରତି କଂଗ୍ରେସର ଅପଶବ୍ଦ ପ୍ରୟୋଗ ଅଭିଯୋଗ ଆଣି କ୍ଷମା ଦାବି କଲେ ନଡ୍ଡା

ନୂଆଦିଲ୍ଲୀ: ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ ରାଲିରେ ମୋଦିଙ୍କ ପ୍ରତି ଅପଶବ୍ଦ ପ୍ରୟୋଗ କରିବା ଅଭିଯୋଗ ଆଣି କ୍ଷମା ଦାବି କଲେ କେନ୍ଦ୍ରମନ୍ତ୍ରୀ ଜେ.ପି ନଡ୍ଡା । ଆଜି ରାଜ୍ୟସଭା ସଂସଦ ଗୃହରେ ନେତା ଜେ.ପି ନଡ୍ଡା କହିଛନ୍ତି ଯେ ଗତକାଲି କଂଗ୍ରେସ ରାଲିରେ “ମୋଦୀ,…

ପୁଣି ଆସାମ ନିର୍ବାଚନ ଦାୟିତ୍ଵ ନେଲେ ବୈଜୟନ୍ତ ପଣ୍ଡା

ନୂଆଦିଲ୍ଲୀ: କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି ଆସାମ ନିର୍ବାଚନ ଦାୟିତ୍ଵ ଦେଇଛି ବିଜେପି । ବୈଜୟନ୍ତଙ୍କୁ ଆସାମ ନିର୍ବାଚନ ପାଇଁ ନିର୍ବାଚନୀ ପ୍ରଭାରୀ ଦାୟିତ୍ଵ ଦେଇଛି ବିଜେପି । କେନ୍ଦ୍ରାପଡ଼ା ସାଂସଦ ତଥା ରାଷ୍ଟ୍ରୀୟ ବିଜେପି ଉପାଧ୍ୟକ୍ଷ ବୈଜୟନ୍ତ…

ଘନ କୁହୁଡ଼ି : ଦିଲ୍ଲୀରେ ୧୦୦ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ : ଦିଲ୍ଲୀରେ ଘନ କୁହୁଡ଼ିର ପ୍ରଭାବ । କୁହୁଡ଼ି ଯୋଗୁଁ ୯୦ରୁ ଅଧିକ ଟ୍ରେନ୍ ବିଳମ୍ବରରେ ଚାଲୁଛି । ସେହିପରି ଭାବେ ଦିଲ୍ଲୀ ବିମାନବନ୍ଦରରେ ୧୦୦ ବିମାନ ଉଡ଼ାଣ ବାତିଲ କରାଯାଇଛି । ଏହାରି ମଧ୍ୟରେ ଇଣ୍ଡିଗୋ, ସ୍ପାଇସ୍ ଜେଟ୍ ଏବଂ ଏୟାର ଇଣ୍ଡିଆ ପରାମର୍ଶ ଜାରି…

H-1B ଏବଂ H-4 ଭିସା ପାଇଁ ବାଧ୍ୟତାମୂଳକ ହେଲା ସୋସିଆଲ ମିଡିଆ ପ୍ରୋଫାଇଲ ଯାଞ୍ଚ

ଆମେରିକା : ଆମେରିକାର ଷ୍ଟେଟ୍ ଡିପାର୍ଟମେଣ୍ଟ H-1B ଏବଂ H-4 ଭିସା ଆବେଦନକାରୀଙ୍କ ପାଇଁ ସୋସିଆଲ ମିଡିଆ ପ୍ରୋଫାଇଲ ଯାଞ୍ଚ କରିବାକୁ ବାଧ୍ୟତାମୂଳକ କରିଦେଇଛି । ଏହି ନୂଆ ନିୟମ ଆଜିଠାରୁ ଲାଗୁ ହୋଇଛି । ଏହି ନିୟମ ପୂର୍ବରୁ କେବଳ ଛାତ୍ର ଏବଂ ଏକ୍ସଚେଞ୍ଜ ଭିଜିଟର୍ସଙ୍କ F, M ଏବଂ J…

ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟ, ଗାଁରୁ ଗ୍ଲୋବାଲ୍ ଚିନ୍ତାଧାରା : ସେବକ ରଙ୍ଗିଆମୁଣ୍ଡାରେ ଆରମ୍ଭ ହେଲା ମିଲେଟ୍ସ…

ସୁନ୍ଦରଗଡ଼ : ସ୍ଥାନୀୟ ଅଞ୍ଚଳରେ ତାଜା, ସ୍ୱଚ୍ଛ ଓ ଗୁଣାତ୍ମକ ବେକେରୀ ଉତ୍ପାଦକୁ ଲୋକଙ୍କ ନିକଟକୁ ଆଣିବା, ସ୍ଥାନୀୟ କୃଷକଙ୍କ ଆୟ ବୃଦ୍ଧି, ପୁଷ୍ଟିଶସ୍ୟ ପ୍ରସ୍ତୁତି ଖାଦ୍ୟ ପ୍ରଚାର ଓ ମିଲେଟ୍ସ ଆଧାରିତ ଉଦ୍ୟମକୁ ଶକ୍ତିଶାଳୀ କରିବା ଉଦ୍ଦେଶ୍ୟରେ ଆଜି ବସୁଧା କୃଷି ଉତ୍ପାଦକ ସଂସ୍ଥା ଦ୍ୱାରା…

ସୋରଳରେ ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଜନଶୁଣାଣି ଶିବିର ଅନୁଷ୍ଠିତ

ଚିକିଟୀ : ଏହି ବ୍ଲକ ଅନ୍ତର୍ଗତ ସୋରଳ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆଜି ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ବ୍ରହ୍ମପୁର ଉପ ଜିଲ୍ଲାପାଳ ଅବିନାଶ କୁମାର, ସ୍ଥାନୀୟ ବିଡ଼ିଓ ବିବେକାନନ୍ଦ ମିଶ୍ର, ତହସିଲଦାର ବିଶ୍ୱ ରଞ୍ଜନ କହଁର, ସିଡିପିଓ…

ଶିକାରୀ ଗୁଳିରେ ଦନ୍ତା ମୃତ

ଅନୁଗୋଳ : ଅନୁଗୋଳରେ ପୁଣି ହାତୀ ମୃତ୍ୟୁ | ପୋକୁଣ୍ଡା ରେଞ୍ଜ ମାଣିକଯୋଡି ପଞ୍ଚାୟତ ବାଲିସାହିରେ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି | ହାତୀ ମେଳରୁ ଅଲଗା ହୋଇ ଧାନ ଫସଲ ଖାଉଥିଲା ହାତୀ | ଶିକାରୀ ଗୁଳିରେ ଦନ୍ତା ହାତୀ ମୃତ | ଦନ୍ତା ହାତୀକୁ କେହି…