କେନାଲ ଖୋଳାକୁ ନେଇ ପ୍ରଶାସନ-ଗ୍ରାମବାସୀ ଧସ୍ତାଧସ୍ତି, ୪୦ ଜଣକୁ ଉଠାଇଲା ପୋଲିସ

ବ୍ରହ୍ମଗିରି : କେନାଲ ଖୋଳାକୁ ନେଇ ଉତ୍ତେଜନା । ବ୍ରହ୍ମଗିରିରେ କେନାଲ ଖୋଳାକୁ ନେଇ ପ୍ରଶାସନ ଓ ଗ୍ରାମବାସୀ ମୁହଁମୁହିଁ । ପୋଲିସ ସହ ଧସ୍ତାଧସ୍ତି । ୪୦ ଜଣ ମହିଳା ଓ ପୁରୁଷଙ୍କୁ ଉଠାଇ ନେଲା ପୋଲିସ । ୭ ପ୍ଲାଟୁନ ଫୋର୍ସ ଓ ୧୫ ଜଣ ଅଫିସର ମୁତୟନ ଅଛନ୍ତି। ହରିଦାସପୁର ଗ୍ରାମବାସୀଙ୍କ…

ହାତୀ ପାଦ ତଳୁ ଅଳ୍ପକେ ବଞ୍ଚିଲା ଜୀବନ

ଉଦଳା: ଘର ଓଳିରେ ପଶି ଧାନ ଖାଉଥିଲା ହାତୀ । ହାତୀକୁ ଦେଖି ଘଉଡ଼ାଇବା ପାଇଁ ପାଟି କରିବାରୁ ହାତୀ କଲା ଆକ୍ରମଣ । ତଳେ ପଡିଯିବାରୁ ବ୍ୟକ୍ତିଙ୍କ ହାତ ଉପରେ ଚଢ଼ିଗଲା ହାତୀ । କଥାରେ ଅଛି ଯାହାକୁ ରଖିବେ ଅନନ୍ତ କି କରିପାରେ ବଳବନ୍ତ । ଏହାର ସତ୍ୟତା ଏବେ ଦେଖିବାକୁ ମିଳିଛି କପ୍ତିପଦା…

ଭଗ୍ନ ଡ୍ରେନ ନିର୍ମାଣ କରିବାକୁ ଅଞ୍ଚଳବାସୀଙ୍କ ଦାବୀ

ବ୍ରହ୍ମପୁର: ଆସିକା ସହରର କେନ୍ଦ୍ର ସ୍ଥଳୀ ରେ ଥିବା ସୁନାମ୍ବ ସାହି ଛକ ନିକଟରେ ମୁକୁଳା ଡ୍ରେନ ରହିଛି। ଏହି ରାସ୍ତାରେ ତହସିଲ, ବ୍ଲକ, ପୋଲିସ, ବ୍ୟାଙ୍କ ସମେତ ବହୁ ସରକାରୀ କାର୍ଯ୍ୟାଳୟ ରହିଛି। ଏହି ରାସ୍ତା ଦେଇ ପୂର୍ବରୁ ବେଆଇନ ଭାବେ ବାଲି ବୋଝେଇ ସହ ସହ ଯାନବାହାନ ଯାତାୟତ ହେଉଥିଲା।…

ଦୁଇ ମାସରୁ ଉର୍ଦ୍ଧ୍ବ ସମୟ ଧରି ମିଳୁନି ଆମ୍ବୁଲାନ୍ସ ସେବା

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୨ ମାସରୁ ଉର୍ଦ୍ଧ୍ବ ସମୟ ଧରି କୌଣସି ଆମ୍ବୁଲାନ୍ସ ସେବା ଉପଲବ୍ଧ ନଥିବାରୁ ଜରୁରୀକାଳୀନ ସମୟରେ ଆମ୍ବୁଲାନ୍ସ ସେବା ନପାଇ ଏକାଧିକ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ରୁ ୫ ଜଣ କେବଳ ହୃଦଘାତରେ ଜୀବନ…

କଣ୍ଠଶିଳ୍ପୀ ପ୍ରଶାନ୍ତ ପାଇଲେ ପଠାଣି ସାମନ୍ତ ସ୍ଵର ସୁଧା ସମ୍ମାନ

ନୟାଗଡ଼: ବେତାର ଓ ଦୂରଦର୍ଶନ କଣ୍ଠଶିଳ୍ପୀ, ଗୀତିକାର ତଥା ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ଦାସଙ୍କୁ ଚଳିତ ବର୍ଷର ମର୍ଯ୍ୟାଦାଜନକ ପଠାଣି ସାମନ୍ତ ସ୍ଵର ସୁଧା ସମ୍ମାନ ପ୍ରଦାନ କରାଯାଇଛି ।ନୟାଗଡ଼ ପୁରୁଣା ସହର ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ସମ୍ମୁଖରେ ସାମନ୍ତ ଚନ୍ଦ୍ରଶେଖର…

ସମଗ୍ର ଜିଲ୍ଲାରେ ସ୍ୱାଭାବିକ ହୋଇଛି ଇଣ୍ଟରନେଟ୍ ସେବା : ଶାନ୍ତି ବଜାୟ ରଖିବାକୁ ଅପିଲ କଲେ ଜିଲ୍ଲାପାଳ ଓ ଏସ୍ପି

ରାଖାଲଗୁଡା, ମାରିୱାଡ଼ା, ନିଲିଗୁଡ଼ା ଓ ଏମଭି ୧୮ ଗ୍ରାମବାସୀଙ୍କ ସହ ଆଲୋଚନା ଫେକ୍ ନିଉଜ୍ କିମ୍ବା ଗୁଜବ ପ୍ରଚାର କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ ମାଲକାନଗିରି : ଆଜି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଓ ଏସ୍ପି ବିନୋଦ ପାଟିଲ ଏଚ୍ ରାଖାଲଗୁଡା, ମାରିୱାଡ଼ା, ନିଲିଗୁଡ଼ା…

ନିତିନ ନବୀନ ହେଲେ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ:ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ ହୋଇଛନ୍ତି।ନିତିନ ନବୀନ ନାଁ ରେ  ବିଜେପିର ସଂସଦୀୟ ବୋର୍ଡ ମୋହର ମାରିଥିବା ବିଜେପି ପକ୍ଷରୁ ସୂଚନା ଦିଆଯାଇଛି।ନିତିନ ନବୀନ ପାଟନାର ବାଙ୍କିପୁର ବିଧାନସଭା ଆସନରୁ ବିଧାୟକ ଅଛନ୍ତି ଏବଂ ଲଗାତାର ୫ମ ଥର ଲୋକଙ୍କ…

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ କର୍ମୀଙ୍କୁ ନେଇ ରାମଲୀଳା ମୈଦାନରେ ବିଶାଳ ରାଲି ଆୟୋଜନ କରିଛି କଂଗ୍ରେସ । କଂଗ୍ରେସ ନେତା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସାମିଲ ହୋଇଛନ୍ତି । ଏସଆଇଆର ଓ ଭୋଟ ଚୋରୀ…

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ; ୩ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ କ୍ରାଇମବ୍ରାଞ୍ଚର ଏକ ଦଳ ଲୋନିର ଏକ କାରଖାନାରେ ଚଢାଉ କରି ନକଲି ଔଷଧ ଜବତ କରିଛି। ନକଲି ଔଷଧ ତିଆରି ପାଇଁ ବ୍ୟବହୃତ କଞ୍ଚାମାଲ ମଧ୍ୟ ଜବତ କରାଯାଇଛି। ପୁଲିସ ଏବଂ କ୍ରାଇମବ୍ରାଞ୍ଚ ଉଦ୍ଧାର ସାମଗ୍ରୀ ଜବତ କରି…

ସିଡନୀରେ ଆଖିବୁଜା ଗୁଳିଚାଳନା, ୧୨ ମୃତ

ଅଷ୍ଟ୍ରେଲିଆ : ଆଜି ଅଷ୍ଟ୍ରେଲିଆର ସିଡନୀର ପ୍ରସିଦ୍ଧ ବଣ୍ଡି ବିଚରେ ଆଖିବୁଜା ଫାୟାରିଂ । ଏହି ଫାୟାରିଂରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଯାହା ଫଳରେ ଘଟଣାସ୍ଥଳରେ ଆତଙ୍କ ଖେଳିଯାଇଥିଲା । ଯାହାର ଏକ ଭିଡିଓ ବର୍ତ୍ତମାନ…