ନିର୍ମାଣ ଶ୍ରମିକଙ୍କ ପାଇଁ ପେନସନ ଯୋଜନା ଆଣିବ ଇପିଏଫଓ, ୧୦ ବର୍ଷ କାମ କରିଥିଲେ ମିଳିବ ଏହି ସୁବିଧା
ନୂଆଦିଲ୍ଲୀ: ଦେଶର ନିର୍ମାଣ ଶ୍ରମିକମାନଙ୍କୁ ସାମାଜିକ ସୁରକ୍ଷା ବଳୟ ମଧ୍ୟରେ ଆଣିବା ଲାଗି ବଡ଼ ପଦକ୍ଷେପ ନେବାକୁ ଯାଉଛି କର୍ମଚାରୀ ଭବିଷ୍ୟନିଧି ସଂଗଠନ (ଇପିଏଫଓ)| ପ୍ରସ୍ତାବିତ ଇପିଏଫଓ ୩.୦ ଅଧୀନରେ ନିର୍ମାଣ ଶ୍ରମିକଙ୍କ ପାଇଁ ପେନସନ ଯୋଜନା ଆଣିବା ନେଇ ବିଚାର ଚାଲିଛି। ଏହି!-->…