ବାରବାଟୀ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର : ବାରବାଟୀ ବିଜୟ ପରେ ଟିମ୍ ଇଣ୍ଡିଆକୁ ବିପୁଳ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦମଦାର ବିଜୟ ନେଇ ଅଧିନାୟକ ସୂର୍ଯ୍ୟକୁମାର ଓ ଟିମ୍ କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି କ୍ରୀଡ଼ାମନ୍ତ୍ରୀ, ବିଧାୟକ ପ୍ରମୁଖ ଟିମ୍ କୁ ଅଭିନନ୍ଦନ ଜଣାଇଛନ୍ତି । …

ଜିଲ୍ଲା ସ୍ତରୀୟ ମହିଳା ବିରୋଧୀ ହିଂସା ନିବାରଣ ଓ ନିରାକରଣ ପକ୍ଷ ପାଳନର ଅନ୍ତିମ ଦିବସ…

ମାନବାଧିକାର ଦିବସ ପାଳନ ପରିପ୍ରେକ୍ଷୀରେ ମହିଳା ବିରୋଧି ହିଂସା ନିରାକରଣ ନିମନ୍ତେ ସଚେତନତା ବାର୍ତ୍ତା ଛତ୍ରପୁର  : ଗଞ୍ଜାମ ଜିଲ୍ଲା ପ୍ରଶାସନ, ଜିଲ୍ଲା ସମାଜ କଲ୍ଯାଣ ବିଭାଗ, ଆଇ ଏସ ଆର ଡି- ୱାନ ଷ୍ଟପ୍  ସେଣ୍ଟର ଓ ଶକ୍ତି ସଦନର ମିଳିତ ଆନୁକୁଲ୍ଯରେ ମହିଳା ଓ ବାଳିକା ମାନଙ୍କ…

ବିଏସଏଫ୍ ପକ୍ଷରୁ କମ୍ବିଂ ଅପରେସନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୩୬ ବିଏସ୍‌ଏଫ୍ ଜବାନ ମାନେ କମ୍ବିଂ ଅପରେସନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ ପଣ୍ଡ କରିପାରିଛନ୍ତି । ସୂଚନା ଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ସଲାଗୁଡା ପଞ୍ଚାୟତ ସିକିଗୁଡ଼ା ଗ୍ରାମ ନିକଟ ଜଙ୍ଗଲରେ…

ଜିଲାସ୍ତରୀୟ ମାଣ୍ଡିଆ କ୍ରୟ କମିଟି ବୈଠକ :୨ ଲକ୍ଷ ୪୧ ହଜାର କ୍ୟୁଣ୍ଟାଲ ମାଣ୍ଡିଆ ସଂଗ୍ରହ ନେଇ ଲକ୍ଷ ଧାର୍ଯ୍ୟ…

କୋରାପୁଟ:09/12/25: ଜିଲାସ୍ତରୀୟ ମାଣ୍ଡିଆ କ୍ରୟ କମିଟିର ବୈଠକ ସ୍ଥାନୀୟ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଥିଲା I ଚଳିତ ବର୍ଷ ୨ ଲକ୍ଷ ୪୧ ହଜାର କ୍ୟୁଣ୍ଟାଲ ମାଣ୍ଡିଆ କ୍ରୟ କରାଯିବା ନେଇ ଲକ୍ଷ ଧାର୍ଯ୍ୟ କରା ଯାଇଛି I ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

୮୫ ହଜାର ଭିସା ରଦ୍ଦ କଲେ ଟ୍ରମ୍ପ୍, ଭାରତୀୟ ଅଧିକ ପ୍ରଭାବିତ

ୱାଶିଂଟନ: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଗୁଳିକାଣ୍ଡ ପରେ, ଜାତୀୟ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ଚଳିତ ବର୍ଷ ପ୍ରାୟ ୮୫,୦୦୦ ଭିସା ରଦ୍ଦ କରିଛନ୍ତି। ଷ୍ଟେଟ୍ ଡିପାର୍ଟମେଣ୍ଟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଭିସା ରଦ୍ଦ କରିବାର…

ହାତୀ ମୃତ୍ୟୁ ରୋକିବାରେ ସରକାର ବିଫଳ, ଦେଢ଼ ବର୍ଷରେ ମଲେଣି ୧୩୬

ଭୁବନେଶ୍ବର: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର ବିଫଳ ହୋଇଛନ୍ତି। ମଙ୍ଗଳବାର ବିଧାନସଭାରେ ସରକାରଙ୍କ ଦ୍ବାରା ପ୍ରଦତ୍ତ ତଥ୍ୟରୁ ଏହା ସ୍ପଷ୍ଟ ହୋଇଛି। ବିଗତ ଦେଢ଼ ବର୍ଷ ମଧ୍ୟରେ ରାଜ୍ୟରେ ୧୩୬ ହାତୀ ପ୍ରାଣ ହରାଇଥିବା ସରକାର ମାନିଛନ୍ତି। ଜଙ୍ଗଲ, ପରିବେଶ…

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ କୋର୍ଟରୁ ନୋଟିସ୍‌

ନୂଆଦିଲ୍ଲୀ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ ଝଟକା ଲାଗିଛି । ସୋନିଆଙ୍କ ନାଗରିକତା ଉପରେ ପ୍ରଶ୍ନ ଉଠାଇଛନ୍ତି କୋର୍ଟ । ସୋନିଆ ଭାରତର ନାଗରିକ ହେବା ପୂର୍ବରୁ କେମିତି ଭାରତୀୟ ଭୋଟର ହେଲେ? ୧୯୮୦ ଭୋଟର ତାଲିକାକୁ ନେଇ ସୋନିଆଙ୍କ ଲାଗି ଅଡୁଆ ବଢିଛି । ଆଜି ଏନେଇ…

ଇଣ୍ଡୋନେସିଆରେ ଜଳିଗଲା ୭ ମହଲା କୋଠା, ୨୦ ମୃତ

ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୨୦ ଜଣଙ୍କ ମୃତ୍ୟୁ ହୋଇଛି। ଏକ ୭ ମହଲା ବିଶିଷ୍ଟ କୋଠାରେ କାର୍ଯ୍ୟାଳୟ ଚାଲିଥିବାବେଳେ ସେଥିରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ। ତେବେ ନିଆଁ ଯୋଗୁ ପ୍ରବଳ ଧୂଆଁ ସୃଷ୍ଟି ହେବା ଫଳରେ…

ଅନନ୍ତ ଅମ୍ବାନୀଙ୍କୁ ମିଳିଲା ଗ୍ଲୋବାଲ୍ ହ୍ୟୁମାନିଟାରିଆନ୍ ପୁରସ୍କାର

ନୂଆଦିଲ୍ଲୀ : ନନ୍ତ ଅମ୍ବାନୀଙ୍କୁ ମିଳିଲା ଗ୍ଲୋବାଲ୍ ହ୍ୟୁମାନିଟାରିଆନ୍ ପୁରସ୍କାର । ବନ୍ୟପ୍ରାଣୀ ସଂରକ୍ଷଣ ଦିଗରେ ବ୍ୟାପକ କାର୍ଯ୍ୟକ୍ରମ ପାଇଁ ତାଙ୍କୁ ସମ୍ମାନିତ କରାଯାଇଛି । ଏହି ପ୍ରତିଷ୍ଠିତ ଆମେରିକୀୟ ପୁରସ୍କାର ପାଇବାରେ ଅନନ୍ତ ଅମ୍ବାନୀ ସବୁଠାରୁ କମ୍ ବୟସର ଏବଂ ପ୍ରଥମ ଏସୀୟ…