ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ପରିବର୍ତ୍ତନ, ମାର୍ଚ୍ଚ ୧୧ରେ ହେବାକୁ ଥିବା ପରୀକ୍ଷା ମାର୍ଚ୍ଚ ୨୩ରେ ହେବ

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ । ମାର୍ଚ୍ଚ ୧୧ ତାରିଖରେ ହେବାକୁ ଥିବା ପରୀକ୍ଷା ୨୩ ମାର୍ଚ୍ଚରେ ହେବ । ଓଡ଼ିଆ ପରୀକ୍ଷା ବ୍ୟତୀତ ଅନ୍ୟ ସବୁ ଭାଷାର ପରୀକ୍ଷା ମାର୍ଚ୍ଚ ୨୩ରେ ହେବ । ମାର୍ଚ୍ଚ…

ବଢ଼ିଲା ଦରମା: ଭତ୍ତା ସହ ବାଚସ୍ପତି ଓ ଉପବାଚସ୍ପତି ପାଇ​‌ବେ ୪.୨୮ ଲକ୍ଷ

ଭୁବନେଶ୍ବର: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି ପାଇଛି। ବାଚସ୍ପତିଙ୍କ ଦରମା ୪୦ ହଜାର ୫୦୦ ବଦଳରେ ୯୮ ହଜାରକୁ ବୃଦ୍ଧି ପାଇଥିବାବେଳେ ଉପବାଚସ୍ପତିଙ୍କ ଦରମା ୩୮ ହଜାରରୁ ୯୪ ହଜାରରୁ ବଢ଼ିଛି। ପୂର୍ବରୁ ବାଚସ୍ପତି ୪୦ ହଜାର ୫୦୦ ଟଙ୍କା ଦରମା…

ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା

ଭୁବନେଶ୍ବର: ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ବିଧାନସଭା ସଦସ୍ୟଙ୍କ ଦରମା, ଭତ୍ତା ଓ ପେନସନ ସଂଶୋଧନ ବିଲ୍ ଏବଂ ବାଚସ୍ପତି, ଉପ ବାଚସ୍ପତିଙ୍କ ଦରମା, ଭତ୍ତା ସଂଶୋଧନ ବିଲ୍ ଗୃହୀତ ହେଲା। ବିଧାୟକଙ୍କ ଦରମା ୧ ଲକ୍ଷ ୧୧ ହଜାରରୁ ୨ ଲକ୍ଷ ୭୮ ହଜାର ଟଙ୍କା ହେଲା । ସେହିପରି…

ଶେଷ ହେଲା ବିଧାନସଭା ଅଧିବେଶନ, ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ଗୃହ ବନ୍ଦ

ଭୁବନେଶ୍ବର : ସରିଲା ବିଧାନସଭା ଅଧିବେଶନ । ଆଜିଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ହେଲା ବିଧାନସଭା । ୧୮ ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ । ମୋଟ ୧୧ ଦିନ ଚାଲିଲା ଶୀତ ଅଧିବେଶନର ଗୃହକାର୍ଯ୍ୟ । ସମସ୍ତଙ୍କ ଅନୁମୋଦନକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି । …

ରାଜ୍ୟ ବିଜେପି ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀଙ୍କ ନାମ ଘୋଷିତ, ଅଭିଳାଷ ଭାରତୀୟ ଯୁବ ମୋର୍ଚ୍ଚା ସଭାପତି

ଭୁବନେଶ୍ୱର : ରାଜ୍ୟ ବିଜେପି ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀଙ୍କ ନାଁ ଘୋଷଣା । ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ନାଁ ଘୋଷଣା କରାଯାଇଛି । ଭାରତୀୟ ଜନତା ଯୁବ ମୋର୍ଚ୍ଚା ସଭାପତି ହୋଇଛନ୍ତି ଅଭିଳାଷ ପଣ୍ଡା । ମହିଳା ମୋର୍ଚ୍ଚା ସଭାପତି ଐଶ୍ବର୍ଯ୍ୟା ବିଶ୍ବାଳ, କୃଷକ…

ପୋଲ ତଳକୁ ଖସିଲା ବାଇକ୍ ୨ ମୃତ

ନୟାଗଡ଼ : ବାଇକ୍ ଦୁର୍ଘଟଣାରେ ବ୍ରିଜ ତଳକୁ ଖସି ଦୁଇ ଜଣଙ୍କ ମୃତ୍ୟୁ । ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନା ବାହାଡ଼ା ଝୋଲା ଫାଣ୍ଡି ନିକଟସ୍ଥ ବେରୁଆବାରୀ ପଂଚାୟତର ତୋରିଗାଡିଆ ବ୍ରିଜ ନିକଟରେ ଦୁର୍ଘଟଣା ଘଟିଛି । ଗତ ରାତିରେ ୨ ଜଣ ଯୁବକ ବାଇକ ଯୋଗେ ଓଡଗାଁ ଅଭିମୁଖେ ଆସୁଥିଲେ ।…

ଫାଶରେ ପଡ଼ିଲା କଲରାପତରିଆ, ଲୋକେ ଆତଙ୍କିତ

ଅନୁଗୁଳ : ଫାଶରେ ପଡ଼ିଲା କଲରାପତରିଆ । ଅନୁଗୋଳ ବନଖଣ୍ଡ କରତପଟା ସେକ୍ସନ ଡ଼ିମିରିପାଳ ଗାଁ ନିକଟରେ ଜନ୍ତାରେ ପଡ଼ିଲା କଲରାପତରିଆ ବାଘ । ଜନ୍ତୁ ଶିକାର ପାଇଁ ଗାଁରେ ଫାଶ ବସାଯାଇଥିଲା । ସେହି ଯନ୍ତାରେ କଲରାପତରିଆ ବାଘ ପଡି ଛଟପଟ ହେଉଛି । ଛଟପଟ ହେବା ସହ ଗର୍ଜନ କରୁଛି । କଲରାପତରିଆର…

ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହେଲା ବାଇକ: ଦୁଇ ମୃତ, ଜଣେ ଗୁରୁତର

ବାଲିଗୁଡ଼ା : ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହେଲା ବାଇକ୍ । ଘଟଣାସ୍ଥଳରେ ଦୁଇ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବିରାଗୁଡ଼ା ଗ୍ରାମ ନିକଟରେ ।…

ଶ୍ରୀ ଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟି ଗଠନ

ବାଲିଗୁଡା,ତା, ୦୯/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରର ନୂତନ ପରିଚାଳନା ଟ୍ରଷ୍ଟି ଗଠନ କରାଯାଇଛି l ଏଥିରେ ସ୍ଥାନୀୟ ଉପ-ଜିଲାପାଳ, ଥାନା ଅଧିକାରୀଙ୍କ ସମେତ ଟ୍ରଷ୍ଟି ଭାବେ ମଧୁସୁଦନ ଦାସ, ଗଙ୍ଗାଧର ସାହୁ, ଟି.ଶ୍ରୀନିବାସ ରାଓ, ଭଗବାନ ପଣ୍ଡା, ରଞ୍ଜିତ କୁମାର…