କାର-ଟ୍ରଲର ଧକ୍କା, ୫ ଯୁବକ ମୃତ
ଛତିଶଗଡ଼ : ଛତିଶଗଡ଼ର ଜଶପୁର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦ୍ରୁତଗାମୀ କାର୍ ନିୟନ୍ତ୍ରଣ ହରାଇ ଟ୍ରଲର ସହ ଧକ୍କା ହେବା ଯୋଗୁଁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଏହି ଦୁର୍ଘଟଣାରେ ୫ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ତୁରନ୍ତ ପହଞ୍ଚି ସ୍ଥାନୀୟ!-->…