ଶେରଗଡ଼ରେ ଆର୍ଥିକ ସାକ୍ଷରତା ଓ ସାଇବର ସୁରକ୍ଷା କର୍ମଶାଳା

ଶେରଗଡ଼ : ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ଶେରଗଡ଼ ବ୍ଲକରେ ଆର୍ଥିକ ସାକ୍ଷରତା, ଡିଜିଟାଲ ନିର୍ଯାତନା ଓ ସାଇବର ସୁରକ୍ଷା ସମ୍ପର୍କିତ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା କ୍ଷୁଦ୍ର ସଞ୍ଚୟ ଅଧିକାରୀ ସୁଦାମ କୁମାର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କର୍ମଶାଳାରେ ସେ…

ପୁଣି ବିପଦ ସଙ୍କେତ ଟପିଲା ବୈତରଣୀ ଜଳସ୍ତର

ଭଦ୍ରକ: ଲଗାଣ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲା ଆଖୁଆପଦାଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଟପିଛି। ସୋମବାର ଅପରାହ୍ନ ୪ଟା ସୁଦ୍ଧା ଆଖୁଆପଦାଠାରେ ନଦୀର ଜଳସ୍ତର ୧୮.୩୬ ମିଟର ରେକର୍ଡ ହୋଇଛି। ଏଠାରେ ବିପଦ ସଙ୍କେତ ୧୮.୩୩ ମିଟର ରହିଛି। ଫଳରେ ବିପଦ…

ଓଡ଼ଗାଁ ବ୍ଲକରେ ହିତାଧିକାରୀ ମାନଙ୍କୁ ମିଳିନି ୩ମାସର ଭତ୍ତା

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକରେ ଅର୍ଦ୍ଧାଧିକ ହିତାଧିକାରୀ ମାନଙ୍କୁ ମିଳିନି ୩ମାସ ହେଲା ମିଳିନି ଭତ୍ତା ଟଙ୍କା।ଭତ୍ତା ଟଙ୍କା ନମିଳିବାରୁ କିଏ ପଞ୍ଚାୟତ କାର୍ଯ୍ୟାଳୟ, ବ୍ଲକ ଅଫିସ, ଜମା ଖାତା ଧରି ବ୍ୟାଙ୍କକୁ ଦୌଡ଼ୁଛନ୍ତି । ମାତ୍ର ସେମାନଙ୍କୁ ବାରମ୍ବାର ନିରାଶ ହୋଇ ଫେରିବାକୁ…

ସିଲକୁଟା ରିଜର୍ଭ ଫରେଷ୍ଟରେ ମାଓ ଡମ୍ପ ଠାବ, ବିପୁଳ ବିସ୍ଫୋରକ ଜବତ

ରାଉରକେଲା:ଆତ୍ମସମର୍ପଣ କରିଥିବା ନକ୍ସଲମାନେ ମାଓ ଡମ୍ପ ବିଷୟରେ ଦେଲେ ସୂଚନା। ସୁନ୍ଦରଗଡ଼ର ସିଲକୁଟା ରିଜର୍ଭ ଫରେଷ୍ଟରେ ଏକ ଗୁପ୍ତ ମାଓ ଡମ୍ପ ଥିବା ସମ୍ପର୍କରେ ଆତ୍ମସମର୍ପଣ କରିଥିବା ନକ୍ସଲମାନେ ବିସ୍ତୃତ ପଚରାଉଚରା ସମୟରେ ସୂଚନା ଦେଇଛନ୍ତି । ଡିଭିଏଫ ଏବଂ ବିଡିଡିଏସର ଏକ ମିଳିତ ଦଳ…

ବାଲେଶ୍ୱରରେ ୧୯ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା

ବାଲେଶ୍ୱର: ବାଲେଶ୍ୱରରେ ୧୯ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା। ଜୁଲାଇ-ଅଗଷ୍ଟରେ ସର୍ବାଧିକ ୧୧୬୮.୬ ମିଲିମିଟର ବୃଷ୍ଟିପାତ। ବାଲେଶ୍ୱର ଜିଲ୍ଲାରେ ଚଳିତ ବର୍ଷ ମୌସୁମୀ ଋତୁରେ ଅଭୂତପୂର୍ବ ବୃଷ୍ଟିପାତ ରେକର୍ଡ କରାଯାଇଛି । ୨୦୦୮ରୁ ୨୦୨୬ ମଧ୍ୟରେ ଗତ ୧୯ ବର୍ଷର ଇତିହାସରେ ଜୁଲାଇ ଏବଂ…

ଖୁବଶୀଘ୍ର ରାଜ୍ୟରେ ଲାଗୁ ହେବ ଡିଜିଟାଲ ପ୍ରେସକ୍ରିପସନ୍ : ମନ୍ତ୍ରୀ ମୁକେଶ ମହାଲିଙ୍ଗ

ଭୁବନେଶ୍ୱର: ଓଡ଼ିଶା ସରକାର ଖୁବ୍ ଶୀଘ୍ର ‘ଏକ ରାଷ୍ଟ୍ର, ଏକ ସ୍ୱାସ୍ଥ୍ୟ’ ପ୍ରୟାସ ଆରମ୍ଭ କରିବେ। ଆଣ୍ଟିବାୟୋଟିକ୍ସର ଅବାଧ ବ୍ୟବହାରକୁ ରୋକିବା ଏବଂ ଆଣ୍ଟିମାଇକ୍ରୋବାୟଲ୍ ପ୍ରତିରୋଧକୁ ମୁକାବିଲା କରିବା ପାଇଁ ସାରା ରାଜ୍ୟରେ ଏକ ଡିଜିଟାଲ୍ ପ୍ରେସକ୍ରିପସନ୍ ଫ୍ରେମୱାର୍କ ପ୍ରଚଳନ କରିବେ। …

ବିଷାକ୍ତ ଇଞ୍ଜେକସନ ନେଇ ଜୀବନ ହାରିଲେ ଲ୍ୟାବ୍ ଟେକ୍ନିସିଆନ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ରହସ୍ୟମୟ ଘଟଣା ସାମ୍ନାକୁ ଆସିଛି । ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ନିଜେ ଏକ ବିଷାକ୍ତ ଇଞ୍ଜେକସନ ନେଇ ଯୁବକ ଜଣକ ଆତ୍ମହତ୍ୟା କରିଥିବା ନେଇ ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି…

ମଦୁଆ ଙ୍କ ହାଇ ଡ୍ରାମା :ଏକ ଘଣ୍ଟା କାଳ ରାସ୍ତା କଲେ ଅବରୋଧ…

ନୟାଗଡ଼: ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ବାହାଡ଼ା ଝୋଲା ପଂଚାୟତର ମାଣିକ ପାଟଣା ମେଡିକାଲ ଛକ ନିକଟରେ ଗତକାଲି ଅପରାହ୍ନରେ ତିନିଜଣ ମଦୁଆଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ଉପରେ ସୋଇ ବାହାଡ଼ା ଝୋଲା ମାଣିକ ପାଟଣା ରାସ୍ତା ଏକ ଘଣ୍ଟା ରୁ ଉର୍ଦ୍ଧ ସମୟ ବନ୍ଦ କରି…

ଜାତୀୟ ମହାକାଶ ଦିବସରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା, ଯୁବପିଢ଼ିଙ୍କ ପ୍ରତିଭାକୁ କଲେ ପ୍ରଶଂସା

ନୂଆଦିଲ୍ଲୀ: ଜାତୀୟ ମହାକାଶ ଦିବସ ଅବସରରେ ଦେଶବାସୀ ଏବଂ ବୈଜ୍ଞାନିକମାନଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି । ନୂତନ ପ୍ରଯୁକ୍ତିବିଦ୍ୟା ବିକାଶ ପାଇଁ ସେ ଜେନ ଜେଡଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି । ୨୦୪୭ ସୁଦ୍ଧା ଏକ…

ରାକ୍ଷୀ ପୂର୍ଣ୍ଣିମାରେ ଲାଗୁଛି ବର୍ଷର ଶେଷ ଆଂଶିକ ଚନ୍ଦ୍ରଗ୍ରହଣ

ନୂଆଦିଲ୍ଲୀ: ଭାଇ ଓ ଭଉଣୀ ମଧ୍ୟରେ ଥିବା ଅତୁଟ ସ୍ନେହ, ପ୍ରେମ ଏବଂ ବିଶ୍ୱାସର ପବିତ୍ର ପ୍ରତୀକ ହେଉଛି ରକ୍ଷାବନ୍ଧନ ବା ରାକ୍ଷୀ ପୂର୍ଣ୍ଣିମା । ପ୍ରତିବର୍ଷ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ ଏହି ମହାନ ପର୍ବକୁ ସମଗ୍ର ଦେଶରେ ବେଶ୍ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଏ। ତେବେ ଆସନ୍ତା ୨୦୨୬…