ବାବାସାହେବ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳନ

ବ୍ରହ୍ମପୁର : ସମାଜବାଦୀ ଅନୁଷ୍ଠାନ ମାନବ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ଆଜି ଭାରତରତ୍ନ ଡ଼.ଭୀମ ରାଓ ଆମ୍ବେଦକରଙ୍କ ୬୯ତମ ମହାପ୍ରୟାଣ ଦିବସ ଯଥା ମର୍ଯ୍ୟାଦାର ସହ ସ୍ଥାନୀୟ ଇଂଜିନିୟରିଙ୍ଗ ସ୍କୁଲ ଛକ ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତି ଠାରେ ପାଳନ ହୋଇଯାଇଛି l ମାନବ ଅଧିକାର ସୁରକ୍ଷା…

ରାୟଗଡ଼ା ଜିଲ୍ଲା ସ୍ତରୀୟ ଯୌତୁକ ନିଷେଧ ଆଇନ–୧୯୬୧ ବିଷୟରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ରାୟଗଡା : ରାୟଗଡାରେ ଯୌତୁକ ଓ ସମ୍ବନ୍ଧିତ ହିଂସାକୁ ରୋକିବା ପାଇଁ ଜିଲ୍ଲା ସ୍ତରରେ ଯୌତୁକ ନିଷେଧ ଆଇନ, ୧୯୬୧ ବିଷୟରେ ଏକ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମ ସମାଜ ମଙ୍ଗଳ ଅଧିକାରୀ, ରାୟଗଡା ଶ୍ରୀମତୀ ମିନତି ଦେଓଙ୍କ ଅଧ୍ୟକ୍ଷତାରେ ପରିଚାଳିତ ହୋଇ, ଯୌତୁକ…

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ମିଥ୍ୟା ପ୍ରଚାର ବିରୋଧରେ କାର୍ଯ୍ୟାନୁଷ୍ଠାନ: ସାଇବର୍ କ୍ରାଇମ୍ ସେଲ୍‌ରେ ଏଫ୍‌ଆଇଆର୍

ଭୁବନେଶ୍ୱର: ଗତ ନ‌ଭେମ୍ବର ୨୪ରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ନଜରକୁ ଆସିଛି। ସରକାର ଗ୍ରାମ ପଞ୍ଚାୟତ ପିଅନ ନାମରେ ଏକ ପଦବୀ ସୃଷ୍ଟି କରିଛନ୍ତି ଏବଂ ପ୍ରତିମାସ ଦରମା ଭାବେ…

ବିମାନ ଟିକେଟ ଦର ଆକାଶଛୁଆଁ; ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ ଯାତ୍ରା। ଶୁକ୍ରବାର ବିମାନ କମ୍ପାନୀଗୁଡ଼ିକ ଅଚାନକ ଟିକେଟ ଦର ବୃଦ୍ଧି କରିବା ଫଳରେ ଯାତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ପ୍ରାୟ ୮ରୁ ୧୦ ଗୁଣା ପର୍ଯ୍ୟନ୍ତ ଟିକେଟ ଦର ବୃଦ୍ଧି କରିଛନ୍ତି ବିମାନ କମ୍ପାନୀ। ପୂର୍ବରୁ…

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଲେ ପୁଟିନ

ନୂଆଦିଲ୍ଲୀ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି। ଏଥିରେ ଦୁଇ ଦେଶର ନେତା ତଥା ପ୍ରଦାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ବହୁ ଗୁରୁତ୍ଵପୂର୍ଣ୍ଣ ଆଲୋଚନା ହୋଇଛି। ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜାତିସଂଘରେ ଭାରତର…

ରାହୁଲଙ୍କୁ ମିଳିଲାନି ଆମନ୍ତ୍ରଣ, ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ କରିବେ ଥରୁର

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର ​‌ଶେଷ ଦିନ। ସାନ୍ଧ୍ୟ ଭୋଜନ ପରେ ରାତି ୯ଟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ସ୍ବଦେଶ ଫେରିଯିବେ। ରାତି ୭ଟାରେ ରାଷ୍ଟ୍ରପତି ଭବନରେ ସାନ୍ଧ୍ୟଭୋଜନର ଆୟୋଜନ ହୋଇଛି। ତେବେ ପୁଟିନଙ୍କ ସହିତ ସାକ୍ଷାତ ପାଇଁ…

ଦୂର ହେବ ସାର ସଙ୍କଟ, ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ନୂଆଦିଲ୍ଲୀ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ ଏବଂ ରୁଷ ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ। ଏ ନେଇ ଦୁଇ ଦେଶ ମଧ୍ୟରେ ଶୁକ୍ରବାର ବୁଝାମଣା ହୋଇଛି। ରୁ​‌ଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦୁଇ ଦିନିଆ ଗସ୍ତ ଅବସରରେ ଶୁକ୍ରବାର ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ଉଭୟ…

ନିୟମ ବଦଳାଇଲା ଡିଜିସିଏ, ସ୍ବାଭାବିକ ହେବ ଇଣ୍ଡିଗୋ ବିମାନ ଚଳାଚଳ !

ନୂଆଦିଲ୍ଲୀ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା ଦେଇଥିବା ସଙ୍କଟକୁ ନେଇ ବଡ ପଦକ୍ଷେପ ନେଇଛି ଡିଜିସିଏ । ନିୟମରେ ପରିବର୍ତ୍ତନ କରି ଡିଜିସିଏ ସାପ୍ତାହିକ ଛୁଟି ନିର୍ଦ୍ଦେଶ ପ୍ରତ୍ୟାହାର କରିନେଇଛି । ଏହି ନିର୍ଦ୍ଦେଶ ପରେ ପରିସ୍ଥିତି ଶୀଘ୍ର ସ୍ୱାଭାବିକ ହେବ ବୋଲି ଆଶା କରାଯାଉଛି…

ଖାଇକୁ ଖସିଲା ବରଯାତ୍ରୀ କାର୍, ୫ ମୃତ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ଚମ୍ପୱାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘାଟ ନିକଟରେ ବାଗଧାରା ଏକ ବରଯାତ୍ରୀ ଗାଡ଼ି ବିବାହ ଅତିଥିମାନଙ୍କୁ ନେଇ ଯାଉଥିବା ଏକ କାର ଗଭୀର ଘାଟିକୁ ଖସିପଡ଼ିଛି । ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ପାଞ୍ଚ ଜଣ ଆହତ ହୋଇଛନ୍ତି ।…