ଜଳିଗଲା ଓଏସଆରଟିସି ବସ

ବଲଣ୍ଡା: ବରଗଡ଼ ଜିଲା ବଲଣ୍ଡା ଛକରେ ଜଳିଗଲା ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସଆରଟିସି) ବସ। ବସରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ରହିଥିବା ଜଣାପଡ଼ିଛି। ସୂଚନା ଅନୁସାରେ ବସଟି ବରଗଡ଼ରୁ ପଦ୍ମପୁର ଯାଉଥିଲା। ବସରେ ୨୫ରୁ ଅଧିକ ଯାତ୍ରୀ ଥିଲେ। ବଲଣ୍ଡା ଛକ ନିକଟରେ ହଠାତ ବସରେ ନିଆଁ…

ସର୍ବଣ ଓ ଏସ. ଏ. ଭି. ପବ୍ଲିକ ସ୍କୁଲରେ ବିଶ୍ୱ ଭିନ୍ନକ୍ଷମ ଦିବସ ଓ ୨୦ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ

ବ୍ରହ୍ମପୁର/ରଙ୍ଗେଈଲୁଣ୍ଡା : ଗତ ଡିସେମ୍ବର ୩ ତାରିଖରେ ସର୍ବଣ ଓ ଏସ. ଏ. ଭି. ପବ୍ଲିକ ସ୍କୁଲ ତରଫରୁ ସ୍ଥାନୀୟ ସିଟି ହାଇସ୍କୁଲ ଖେଳପଡ଼ିଆ ଠାରେ 'ବିଶ୍ୱ ଭିନ୍ନକ୍ଷମ ଦିବସ' ଅତି ଆଡମ୍ବର ସହକାରେ ପାଳନ କରାଯାଇଛି। ବିଶ୍ୱ ଭିନ୍ନକ୍ଷମ ଦିବସ ସହିତ ବିଦ୍ୟାଳୟର ୨୦ତମ ବାର୍ଷିକ ଉତ୍ସବ ମଧ୍ୟ…

ଦିବ୍ୟ ଜୀବନ ସଂଘ, ମହିଳା ଶାଖା, ଲାଞ୍ଜିପଲ୍ଲି, ବ୍ରହ୍ମପୁର ଆଶ୍ରମ ପରିସରରେ ପବିତ୍ର ଗୀତା ଯଜ୍ଞ…

ବ୍ରହ୍ମପୁର : ଦିବ୍ୟ ଜୀବନ ସଂଘ, ମହିଳା ଶାଖା, ଲାଞ୍ଜିପଲ୍ଲି, ବ୍ରହ୍ମପୁର ଆଶ୍ରମ ପରିସରରେ ପବିତ୍ର ଗୀତା ଯଜ୍ଞ ଆଶ୍ରମର ପୂଜକ ଅରୁଣ କୁମାର ଦାଶଙ୍କ ପୌରହିତ୍ୟରେ ଭାଗବତ ଗୀତାର ସମ୍ପୂର୍ଣ ଶ୍ଲୋକର ଆବୃତ୍ତି ପରେ ଘୃତ ଯଜ୍ଞ କରାଯାଇଥିଲା। ସ୍ଵାମୀ ଚିଦାନନ୍ଦ ସରସ୍ୱତୀ ମହାରାଜଙ୍କ ମତ…

ଭାଇବୋହୂକୁ ହାଣିଲା ଦେଢ଼ଶୂର

ଘଟଗାଁ : ଭାଇବୋହୂକୁ ହାଣି ହତ୍ୟା କରିଛି ଦେଢ଼ଶୂର। କେନ୍ଦୁଝର ଜିଲା ଘଟଗାଁ ଅନ୍ତର୍ଗତ ବାଇଗଣପାଳ ଗାଁରେ ଘଟିଛି ଏଭଳି ହତ୍ୟାକାଣ୍ଡ। ହତ୍ୟାର ଶିକାର ହୋଇଛନ୍ତି ହୃଷୀକେଶ ମହାକୁଡ଼ଙ୍କ ସ୍ତ୍ରୀ ନିରୂପମା ମହାକୁଡ଼। ସୂଚନା ଅନୁସାରେ ପାରିବାରିକ ବିବାଦକୁ ନେଇ ନିରୂପମାଙ୍କୁ ତାଙ୍କ…

ଦେଶୀ ବନ୍ଧୁକ କାରଖାନା ଠାବ : ୪ ବନ୍ଧୁକ ଜବତ, ଜଣେ ଗିରଫ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଗୋଚ୍ଛାପଡା ଥାନା କଟ୍ରିଙ୍ଗିଆ ପଞ୍ଚାୟତର ପାଙ୍ଗାପାଜୁ ଗ୍ରାମରେ ଏକ ଦେଶୀ ବନ୍ଧୁକ କାରଖାନା ଠାବ କରିଛି ପୁଲିସ। ଘଟଣା ସ୍ଥଳରୁ ୩ଟି ଦେଶୀ ବନ୍ଧୁକ ଏବଂ ଗୋଟିଏ ପିସ୍ତଲ ସହିତ ନିର୍ମାଣ ପାଇଁ ବ୍ୟବହୃତ ସରଞ୍ଜାମ ମଧ୍ୟ ଜବତ କରାଯାଇଛି। ଏହି ମାମଲାରେ କଟ୍ରିଙ୍ଗିଆ…

ମାରଣାସ୍ତ୍ର ସହ ୧୪ ଡକାୟତ ଗିରଫ, ୬ ଲକ୍ଷ ଟଙ୍କା ଜବତ

ଯାଜପୁର: ପୁଲିସ କବଜାରେ ଧରାପଡ଼ିଛି ଏକ ୧୪ ଜଣିଆ ଡକାୟତ ଗ୍ୟାଙ୍ଗ। ବିଭିନ୍ନ ଅଞ୍ଚଳରେ ଅପରାଧ ଘଟାଉଥିବା ଏଭଳି ଏକ ଗ୍ୟାଙ୍ଗକୁ ଧରିଛି ଯାଜପୁର ପୁଲିସ। ପୁଲିସ ୧୪ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ବିଭିନ୍ନ ପ୍ରକାର ମାରଣାସ୍ତ୍ର ଏବଂ ପ୍ରାୟ ୬ ଲକ୍ଷ ଟଙ୍କା ଜବତ କରିଛି।…

କେନ୍ଦ୍ର ସମବାୟ ବ୍ୟାଙ୍କ ଓଡ଼ଗାଁ ଶାଖା ସ୍ଥାନାନ୍ତର: ନୂତନ କାର୍ଯ୍ୟାଳୟକୁ ଜିଲ୍ଲାପାଳ ଉଦ୍ଘାଟନ କଲେ

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ଓଡ଼ଗାଁ ସହରର ସନ୍ତୋଷୀମା ମନ୍ଦିର ନିକଟକୁ ସ୍ଥାନାନ୍ତରିତ ହୋଇଛି ।ଏହି ନୂତନ କାର୍ଯ୍ୟାଳୟକୁ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।ଉକ୍ତ ବ୍ୟାଙ୍କ ଶାଖା ଦୀର୍ଘ ଦିନ ଧରି…

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା: ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ

ଭୁବନେଶ୍ଵର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। କ୍ୟାମ୍ପସ୍‌ରେ ଛାତ୍ରୀଙ୍କ ହଙ୍ଗାମାକୁ ନେଇ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଡ୍ରାମା ବିଭାଗ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯିବାର ଅଭିଯୋଗ ପରେ ଉତ୍ତେଜନା ପ୍ରକାଶ ପାଇଛି। ଜଣେ ଅଧ୍ୟାପକଙ୍କ ନାଁରେ…

ବରଗଡ ଧନୁଯାତ୍ରା ପାଇଁ ୧ କୋଟିର ଅନୁଦାନ

ବରଗଡ଼: ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ । ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ୨୦୦…

ଉପାନ୍ତ ଅଞ୍ଚଳରେ ଚିକିତ୍ସା ଯୋଗାଇଲେ ମେଡିକାଲ୍‌ ଟିମ୍

ମାଲକାନଗିରି : ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଯୋଜନା’ ରେ ଉପାନ୍ତ ଅଞ୍ଚଳବାସୀଙ୍କ ପାଇଁ ବିଶେଷଜ୍ଞ ଚିକିତ୍ସା ସେବା ସୁନିଶ୍ଚିତ ହେଉଛି। ମାଲକାନଗିରି ଜିଲ୍ଲାବାସୀଙ୍କୁ ଉଚ୍ଚମାନର ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟ ସେବା ଯୋଜନା’ ରେ ଗତକାଲି ଶ୍ରୀ…