ଦନ୍ତା ଆକ୍ରମଣରେ ଦୁଇ ମୃତ

ଦେବଗଡ : ଦେବଗଡ ବନଖଣ୍ଡ ରିଆମାଳ ଓ ଛେଣ୍ଡିପଦା ବନାଞ୍ଚଳ ଜୁରାଡଙ୍ଗା ଗାଁରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ଗୋଠ ଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ କୁଞ୍ଜ ଦେହୁରୀ (୬୨) ଏବଂ ରଜନୀ ବେହେରା (୪୫) ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଆଜି ସକାଳୁ ଉଭୟ ଶୌଚ ପାଇଁ…

ଏଏସଆଇଙ୍କୁ ଚାପୁଡ଼ା ମାରିଲେ ଆଇଆଇସି: ଦୁହିଁଙ୍କୁ ବଦଳି କଲେ ଏସପି

ଯାଜପୁର ଟାଉନ : ଏଏସଆଇଙ୍କୁ ଥାନା ଅଧିକାରୀ ଚାପୁଡ଼ା ମାରିବା ଅଭିଯୋଗ । ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନେଲେ ଯାଜପୁର ଏସପି । ଯାଜପୁର ଅଳକୁଣ୍ଡ ଥାନାରେ ଏଏସଆଇଙ୍କୁ ଥାନା ଅଧିକାରୀ ଚାପୁଡ଼ା ମାରିବା ନେଇ SDPOଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି ସମ୍ପୃକ୍ତ…

ମହାନଦୀ ଜଳ ବିବାଦ: ଆସନ୍ତାକାଲି ଯୁଗ୍ମ ବୈଷୟିକ କମିଟି ବୈଠକ

ଭୁବନେଶ୍ବର: ଛତିଶଗଡ ସହ ମହାନଦୀ ଜଳ ବିବାଦ ମାମଲା । ଶୁକ୍ରବାର ଅର୍ଥାତ୍ ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଉଭୟ ରାଜ୍ୟ ଜଏଣ୍ଟ ଟେକ୍ନିକାଲ ଟିମ୍ ମଧ୍ୟରେ ବୈଠକ ବସିବ । ୨୦ ତାରିଖରେ ରହିଛି ଟ୍ରିବ୍ୟୁନାଲ୍ ଶୁଣାଣି । ଏନେଇ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଗୃହରେ ଉତ୍ତର ରଖିଲେ…

ମଲ୍ ଓ ମଲ୍ଟିପ୍ଲେକ୍ସରେ ପ୍ରତି ୬ମାସରେ ହେବ ଫାୟାର ସେଫଟି ଅଡିଟ୍

ଭୁବନେଶ୍ବର: ପ୍ରତି ୬ମାସରେ ମଲ୍ ଓ ମଲ୍ଟିପ୍ଲେକ୍ସରେ ହେବ ଫାୟାର ସେଫଟି ଅଡିଟ୍ । ତଦାରଖ ହେବ ଫାୟାର ସେଫଟି ଲାଇସେନ୍ସ। ଲୋକଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ନିୟମ କଡାକଡି କରାଯାଇଛି । ଏନେଇ ଟ୍ବିନସିଟି ମଲ୍, ମଲ୍ଟିପ୍ଲେକ୍ସ ପରିଚାଳକ ଓ ମାଲିକ ମାନଙ୍କ ସହ ବୈଠକ କରାଯାଇଛି…

ମାଆକୁ ପେଟ୍ରେଲ ଢ଼ାଳି ଜାଳିଦେଲା ପୁଅ

ଭଦ୍ରକ: ନିଶା ସେବନ କରି ପୁଅର ଉନ୍ମତ୍ତ କାଣ୍ଡ। ନିଶା ଖାଇବାକୁ ଟଙ୍କା ନଦେବାରୁ ଜନ୍ମ କଲା ମାଆକୁ ପେଟ୍ରୋଲ ଢ଼ାଳି ଜାଳିଦେଲା ପୁଅ। ନିଶା ଉଜାଡି ଦେଲା ପରିବାର। ନିଶା ଖାଇବା ପାଇଁ ପାଗଳ ହୋଇ ଜନ୍ମ କଲା ମାଆକୁ ଜାଳିଦେଲା ପୁଅ। ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ତିହିଡି…

କଣ୍ଟାବାଞ୍ଜି ବିଧାୟକଙ୍କୁ ହତ୍ୟା ଧମକ; ଥାନାରେ ଏତଲା

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ କଣ୍ଟାବାଞ୍ଜି ୧ ନମ୍ବର ୱାର୍ଡର କାଉନସିଲର ବଣ୍ଟି ଖାନ ଦେଲେ ହତ୍ୟା ଧମକ। ଦୁର୍ବ୍ୟବହାର ସହ ମାରିଦେବାକୁ ଧମକ ମିଳିଛି । ଜିଆର୍‌ପି ଥାନାରେ ଅଭିଯୋଗ କଲେ ନିଜେ ବିଧାୟକ ଲକ୍ଷ୍ମଣ ବାଗ। ଅଭିଯୋଗ ପରେ ତଦନ୍ତ ଆରମ୍ଭ କଲା ଜିଆରପି ଥାନା…

ମହାଶିବରାତ୍ରୀ ପୂର୍ବରୁ ଏକାମ୍ର ପ୍ରକଳ୍ପ କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଭୁବନେଶ୍ବର ଏକାମ୍ର ପ୍ରକଳ୍ପ କାମ ମହାଶିବରାତ୍ରୀ ପୂର୍ବରୁ ସାରିବାକୁ ଯୋଜନା ରହିଛି। ମହାଶିବରାତ୍ରି ପୂର୍ବରୁ ଜରୁରୀକାଳୀନ ଭିତ୍ତିରେ ପାର୍କିଂ ଏବଂ ମନ୍ଦିରର ଚତୁଃପାର୍ଶ୍ଵର ଆଲୋକୀକରଣ କାର୍ଯ୍ୟ, ପାର୍କିଂ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ବିନ୍ଦୁ ସାଗରକୁ ସଫା ସହ ଦେବୀ…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସପ୍ତବିଂଶ ଖେଳ କୁଦ ଉତ୍ସବ ପାଳିତ…

ଚିକିଟି :-- ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସପ୍ତବିଂଶ ବାର୍ଷିକ ଖେଳ କୁଦ ସମାରୋହ ଉଦଯାପନୀ ଉତ୍ସବ ବିଦ୍ୟାଳୟ ପରିସରରେ ବୁଧବାର ଦିନ ମହା ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନାଚାର୍ଯ୍ୟ ଙ୍କ ପୌରହିତରେ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଚିକିଟୀ ପ୍ରେସକ୍ଲୁବ ସମ୍ପାଦକ…

ଧନ୍ୟ ହେଲେ ଯୁଆଡ଼ି : ମୋହନ ସରକାର ରେ ଜୁଆ ଖେଳିଲେ ଆଉ ଗିରଫ ଭୟ ନାହିଁ….!

ଏହା ସରକାରଙ୍କ ତୋଗଲକି ନିୟମ ନୁହଁତ...?? ବ୍ରହ୍ମପୁର:ଡବଲ ଇଞ୍ଜିନ ସରକାର ଏକ ନୂତନ ବିଲ ଆଣିବା ପାଇଁ ଖସଡ଼ା ପ୍ରସ୍ତୁତ କରିଛନ୍ତି। ପୂର୍ବରୁ ଜୁଆ ଖେଳିବା ସମୟ ରେ ଧରାପଡିବା ପରେ ପୋଲିସ ଗିରଫ ବି କରୁଥିଲା। ବର୍ତ୍ତମାନ ନୂଆ ନିୟମ ରେ ଏବେ ଜୁଆଡ଼ି ମହଲ ରେ ଖୁସିର ମାହୋଲ ଦେଖା…