ପୁଟିନଙ୍କ ଗସ୍ତ ପୂର୍ବରୁ ଭାରତ ସହିତ ଗୁରୁତ୍ୱପୂର୍ଣ୍ଣ ଚୁକ୍ତିକୁ ଋଷର ମଞ୍ଜୁରୀ

ନୂଆଦିଲ୍ଲୀ: ଋଷ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ନେଇ ଚର୍ଚ୍ଚା ଜୋର ଧରିଛି। ବ୍ଲାଦିମିର ପୁଟିନ୍ ଦୁଇ ଦିବସୀୟ ଯାତ୍ରାରେ ଗୁରୁବାର ଭାରତ ଆସୁଛନ୍ତି। କିନ୍ତୁ ପୁଟିନ ଆସିବା ପୂର୍ବରୁ ଋଷ ସଂସଦ ବା ଡୁମା ଭାରତ ସହ ଗୁରୁତ୍ବପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତିକୁ ମଞ୍ଜୁରୀ ଦେଇଛି। ଏହି ପ୍ରତିରକ୍ଷା…

ଲକ୍ଷଲକ୍ଷ ଟଙ୍କା ଠକେଇ ମାମଲାରେ ପୋଷ୍ଟମାଷ୍ଟର ଗିରଫ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସାଇନ୍ ପଡା ବ୍ରାଞ୍ଚ ପୋଷ୍ଟ ମାଷ୍ଟର ରମେଶ ଚନ୍ଦ୍ର ସାହୁ ଜନସାଧାରଣଙ୍କ ଲକ୍ଷ ଲକ୍ଷ ଟଙ୍କା ଠକି ବୁଧବାର ପୋଲିସ ହାବୁଡ଼ରେ ପଡ଼ି କୋର୍ଟ ଚାଲାଣ ହୋଇଛି। ପୋଲିସ ସୂଚନା ଅନୁସାରେ ଉକ୍ତ ପୋଷ୍ଟ ଅଫିସରେ ୨୦୨୧…

ଅବିଭକ୍ତ କୋରାପୁଟ ଜିଲାରେ ବନ୍ଦ ଓ ମିଶ୍ରଣ ହୋଇଛି ୬୮୬ ସ୍କୁଲ

ରାୟଗଡ଼ା : ଅବିଭକ୍ତ କୋରାପୁଟ ଜିଲାରେ ୬୮୬ ସରକାରୀ ସ୍କୁଲ ବନ୍ଦ ଓ ମିଶ୍ରଣ ହୋଇଛି। ଆଦିବାସୀ ବହୁଳ କୋରାପୁଟ, ରାୟଗଡା, ମାଲକାନଗିରି ଓ ନବରଙ୍ଗପୁର ଜିଲାରେ ଓଡ଼ିଶା ସରକାର ଗତ ପାଞ୍ଚ ବର୍ଷ ମଧ୍ୟରେ ୬୮୬ଟି ସ୍କୁଲ ବନ୍ଦ ଓ ମିଶ୍ରଣ କରିଛନ୍ତି। ଅଭିିଭକ୍ତ କୋରାପୁଟ ଜିଲାରେ ସରକାରୀ ଓ…

ସଚେତନ ମହିଳାହିଁ ସଶକ୍ତ ମହିଳା

ଛତ୍ରପୁର : ଦକ୍ଷିଣ ଓଡ଼ିଶା ଇକୋନମିକ୍ ଆସୋସିଏସନ ଏବଂ ସରକାରୀ ଵିଜ୍ଞାନ ମହାବିଦ୍ୟାଳୟ ଛତ୍ରପୁର ଆନୁକୂଲ୍ୟରେ ମହିଳା ସଶକ୍ତିକରଣ ଉପରେ ଏକ ଜାତୀୟ ସମ୍ପାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆସୋସିଏନର ସଭାପତି ତଥା ବନାରସ ବିଶ୍ବବିଦ୍ୟାଳୟର ପ୍ରଫସର ଡ଼ ମୃତୁଞୟ ମିଶ୍ରଙ୍କ ପ୍ୟୌରହିତ୍ୟରେ…

ବିମାନବନ୍ଦରରେ ଫସି ରହିଲେ ୧୦୦୦ରୁ ଅଧିକ ଯାତ୍ରୀ

ହାଇଦ୍ରାବାଦ: ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ଏୟାରଲାଇନ୍ସର ବିମାନ ଚଳାଚଳରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହୋଇଛି। ମୁମ୍ବାଇ, ଅହମ୍ମଦାବାଦ, ବେଙ୍ଗାଲୁରୁ, ଚେନ୍ନାଇ ଏବଂ ଦିଲ୍ଲୀକୁ ଯାଉଥିବା ଅନେକ ବିମାନ ଏହାଦ୍ବାରା ପ୍ରଭାବିତ ହୋଇଛି। ଯାହାଫଳରେ…

ଭୁବନେଶ୍ୱର OFDRA କ୍ୟାମ୍ପସରେ ମଲ୍ ଓ ମଲ୍ଟିପ୍ଲେକ୍ସ ମାଲିକ ଓ କର୍ମଚାରୀଙ୍କ ନିମନ୍ତେ ଅଗ୍ନି ନିରାପତ୍ତା ସଚେତନତା…

ଭୁବନେଶ୍ୱର : ଆଜି ଓଡ଼ିଶା ଅଗ୍ନିଶମ ଏବଂ ବିପତ୍ତି ନିସ୍ତାର ପ୍ରତିଷ୍ଠାନ (OFDRA), ଭୁବନେଶ୍ୱରଠାରେ ଦୈତ୍ୟନଗରୀ ଭୁବନେଶ୍ୱର ଏବଂ କଟକର ବିଭିନ୍ନ ମଲ୍ ଏବଂ ମଲ୍ଟିପ୍ଲେକ୍ସ ପରିଚାଳକ, ମାଲିକ ଓ ଅନ୍ୟାନ୍ୟ ସଦସ୍ୟମାନଙ୍କୁ ନେଇ ଏକ ଅଗ୍ନି ନିରାପତ୍ତା ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି ।…

ସ୍ତ୍ରୀର ଜାଲ ଦସ୍ତଖତ କରି ୪୦ ଲକ୍ଷ ଟଙ୍କାର ଋଣ ଉଠାଇଲେ ସ୍ୱାମୀ: କେନ୍ଦୁଝରରୁ ଗିରଫ କଲା ଖାରବେଳ ନଗର ପୁଲିସ

ଭୁବନେଶ୍ୱର: ସ୍ତ୍ରୀର ବିଶ୍ୱାସରେ ବିଷ ଦେଲେ ସ୍ୱାମୀ। ପତ୍ନୀଙ୍କ ଅଜାଣତରେ ତାଙ୍କର ଜାଲ ଦସ୍ତଖତ ଓ ନକଲି କାଗଜପତ୍ର ବ୍ୟବହାର କରି ବ୍ୟାଙ୍କରୁ ଲକ୍ଷାଧିକ ଟଙ୍କାର ଋଣ ଉଠାଇ ନେଇଥିଲେ। ଶେଷରେ ପତ୍ନୀଙ୍କ ଅଭିଯୋଗ କ୍ରମେ ଖାରବେଳ ନଗର ଥାନା ପୁଲିସ ତଦନ୍ତ କରି ଅଭିଯୁକ୍ତ ସ୍ୱାମୀ…

୧୯ ଅଣ-ୟୁରୋପୀୟ ଦେଶର ପ୍ରବାସ ଆବେଦନ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ: ଆମେରିକା ଜାତୀୟ ସୁରକ୍ଷା ଏବଂ ଜନସାଧାରଣଙ୍କ ସୁରକ୍ଷା ଉପରେ ଚିନ୍ତା ପ୍ରକାଶ କରି ୧୯ଟି ଅଣ-ୟୁରୋପୀୟ ଦେଶରୁ ପ୍ରବାସୀମାନଙ୍କ ଆବେଦନ ସ୍ଥଗିତ କରିଛନ୍ତି । ଯେଉଁଥିରେ ଗ୍ରୀନ କାର୍ଡ ଏବଂ ଆମେରିକୀୟ ନାଗରିକତା ପ୍ରକ୍ରିୟାକରଣ ଅନ୍ତର୍ଭୁକ୍ତ । ଗତ ଜୁନ୍ ମାସରେ ଏହି…

ବିଧାନସଭାଠାରେ ମା’ ରମାଦେବୀଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ମା’ ରମାଦେବୀ ହେଉଛନ୍ତି ସଂଗ୍ରାମ, ତ୍ୟାଗ, ସାଂପ୍ରଦାୟିକ ସଦ୍‌ଭାବନା, ମାନବିକତା, ପ୍ରତିବଦ୍ଧତା ଓ ସେବାର ମୂର୍ତ୍ତିମନ୍ତ ପ୍ରତୀକ । ପ୍ରାଚୁର୍ଯ୍ୟରୁ ଆସି ସେ ସରଳତାକୁ ଗ୍ରହଣ କରିଥିଲେ । ଘରକୋଣରୁ ବାହାରି ଜାତୀୟ ଆନ୍ଦୋଳନରେ ସାମିଲ ହୋଇଥିଲେ । ଲବଣ ସତ୍ୟାଗ୍ରହ, ଭାରତଛାଡ଼…

୨୦୨୬ ଏପ୍ରିଲରୁ ୨୦୨୭ ଫେବୃଆରୀ ମଧ୍ୟରେ ୨ଟି ପର୍ଯ୍ୟାୟରେ ହେବ ଜନଗଣନା

ନୂଆଦିଲ୍ଲୀ: ଆସନ୍ତାବର୍ଷ ଏପ୍ରିଲରୁ ୨୦୨୭ ଫେବୃଆରୀ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଦେଶବ୍ୟାପୀ ଜନଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ସୂଚନା ଦେଇଛନ୍ତି। ମଙ୍ଗଳବାର ଲୋକସଭାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଲିଖିତ ପ୍ରଶ୍ନର ଉତ୍ତର…