ବାରବାଟୀ ମ୍ୟାଚ୍‌ ପାଇଁ କାଲିଠୁ ଅନଲାଇନ୍ ଟିକେଟ୍ ବିକ୍ରି

କଟକ : ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଆନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଡିସେମ୍ବର ୯ ତାରିଖରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଓଡିଶା ସରକାର ଏବଂ ଓଡିଶା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ ସମସ୍ତ ବ୍ୟବସ୍ଥାକୁ ତ୍ରୁଟିମୁକ୍ତ କରିବା ଉପରେ ଗୁରୁତ୍ୱ ଦିଆଯାଉଛି।…

କାର୍ଯ୍ୟରେ ଅଭବହେଳା: ୧୦ ଶିକ୍ଷକଙ୍କ ଦରମା ବନ୍ଦ

ବୌଦ୍ଧ: ୧୦ ଶିକ୍ଷକଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ନୋଟିସ୍‌ ଜାରି ହୋଇଛି। କାର୍ଯ୍ୟରେ ଅଭବହେଳା ଅଭିଯୋଗରେ ୧୦ ଜଣ ଶିକ୍ଷକଙ୍କ ଦରମା ବନ୍ଦ କରାଯାଇଛି। ସୂଚନା ନଦେଇ ଅଚାନକ ସ୍କୁଲ ଗସ୍ତ ସମୟରେ…

ସୁରଟ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଚିଡ଼ିଆଖାନାରୁ ନନ୍ଦନକାନନକୁ ଆସିବେ ନୂଆ ଅତିଥି

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିବେ ନୂଆ ଅତିଥି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ଗୁଜରାଟର ସୁରଟସ୍ଥିତ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଚିଡ଼ିଆଖାନା ମଧ୍ୟରେ ଜୀବଜନ୍ତୁ ଅଦଳବଦଳ ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଉଭୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ସହ କ‌ଥାବାର୍ତ୍ତା…

ନୂଆବର୍ଷ ପୂର୍ବରୁ ରାଜ୍ୟରେ ଗଡ଼ିବ ଆଉ ୨୦୦ ନୂଆ ୧୦୮ ଆମ୍ବୁଲାନ୍ସ

ଭୁବନେଶ୍ବର: ନୂଆବର୍ଷ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮ ଆମ୍ବୁଲାନ୍ସ। ଏହି ଗାଡ଼ି ଆସି ସାରିଥିବା ବେଳେ ଏହାର ବ୍ରାଣ୍ଡିଂ ଚାଲିଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଏବେ ବି ଦଦରା ଗାଡ଼ି ରାସ୍ତାରେ ଗଡ଼ୁଛି। ବିଶେଷ କରି ବ୍ୟାକଅପ୍‌ ପାଇଁ ଏଗୁଡ଼ିକୁ ବ୍ୟବହାର କରାଯାଉଥିବା ସୂଚନା…

ଦଶପଲ୍ଲାରେ ଆତ୍ମଗୋପନ କରିଛନ୍ତି ମାଓବାଦୀ, କମ୍ବିଂ ଅପରେସନ ଜାରି

ଦଶପଲ୍ଲା: ଛତିଶଗଡ଼ ଓ ଓଡ଼ିଶାର ମାଓ ଉପଦ୍ରୁତ ଜିଲାଗୁଡ଼ିକରେ ଯବାନଙ୍କ ପକ୍ଷରୁ ଅପରେସନକୁ ଜୋରଦାର କରାଯାଇଛି। ଏଥିପାଇଁ ଛତିଶଗଡ଼ର ଏକ ଛାମୁଆ ମାଓ ସଙ୍ଗଠନ ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାନ୍ତ ଅଞ୍ଚଳରେ ଆତ୍ମଗୋପନ କରିଥିବା ଗୁଇନ୍ଦା ସୂଚନା ଆଧାରରେ ଦଶପଲ୍ଲାରେ ଶୁକ୍ରବାର ରାତିରୁ…

ସମ୍ପତ୍ତି ତାଲିକା ନଦେଲେ ମିଳିବନି ପଦୋନ୍ନତି

ଭୁବନେଶ୍ୱର: ସମ୍ପତ୍ତି ତାଲିକା ନଦେଲେ ହେବନି ପ୍ରମୋସନ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ଚିଠି। ସବୁ ବିଭାଗକୁ ଚିଠି ଲେଖିଲେ ACS ସୁରେନ୍ଦ୍ର କୁମାର । ଜାନୁଆରି ସୁଦ୍ଧା ସବୁ ସରକାରୀ କର୍ମଚାରୀଙ୍କ ସମ୍ପତ୍ତି ତାଲିକା ଦେବାକୁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଛି। ଏହା…

ବନ୍ଧୁ ସାଜିଲା ବଇରୀ, ଟଙ୍କା ପାଇଁ ନେଲା ସାଙ୍ଗର ଜୀବନ

ଉଦଳା: କଥାରେ ଅଛି ରାଗରେ ମଣିଷ ତାର ହିତାହିତ ଜ୍ଞାନ ଭୁଲି କିଛି ବି କରି ବସେ । ଭୁଲିଯାଏ ସବୁ ସମ୍ପର୍କ । ନିକଟରେ ଏଭଳି ଏକ ଘଟଣା ଘଟିଛି ଯାହା ଆପଣ ବିଶ୍ୱାସ କରିବାକୁ ଅସମର୍ଥ ହେବେ । ଟଙ୍କା କେଇଟା ପାଇଁ ସାଙ୍ଗ ଭୁଲିଗଲା ବନ୍ଧୁତା । ମାଂସ ବିକ୍ରି ଟଙ୍କା ପାଇଁ ଇଟାରେ ଛେଚି…

ଜିଲ୍ଲାସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ-୨୦୨୫ର ଶୁଭାରମ୍ଭ

ମାଲକାନଗିରି : ଜିଲ୍ଲାସ୍ତରୀୟ ମାଲ୍ୟବନ୍ତ ମହୋତ୍ସବର ଶୁଭାରମ୍ଭ ହୋଇଯାଇଛି । ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଙ୍କ ନିର୍ଦ୍ଦେଶ ଓ ତତ୍ତ୍ୱାବଧାନରେ ଜିଲ୍ଲା ସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି କଳସ ଯାତ୍ରା ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ…

ମହା ଆଡମ୍ବରରେ ପାଳିତ ସାଂସଦ ଖେଳ ମହୋତ୍ସବର ଉଦଯାପନୀ ଉତ୍ସବ

ଚିକିଟୀ : ଏହି ବ୍ଲକ ସମ୍ମିଳନୀ କକ୍ଷରେ ଗତ ନଭେମ୍ବର ମାସ ୨୪ ତାରିଖ ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଆୟୋଜିତ ହୋଇଥିବା ସାଂସଦ ଖେଳ ମହୋତ୍ସବର ଉଦଯାପନୀ ଉତ୍ସବ ଶନିବାର ଦିନ ଅପରାହ୍ନରେ ମହା ଆଡମ୍ବରରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ…

ମାଲକାନଗିରି ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଶିବିର ପୂର୍ବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଶିବିର ନିମନ୍ତେ ପୂର୍ବ ପ୍ରସ୍ତୁତି ବୈଠକ ଜିଲ୍ଲା ମୁଖ୍ଯ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡI. ଦୋଳମଣି ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଆସନ୍ତା ୩ ରୁ ୬ ଡିସେମ୍ବର…