ରାଜଧାନୀରେ ଦୁଇଦିନିଆ ଓଡିଶା ବିକାଶ ସମାବେଶ
ଭୁବନେଶ୍ବର : ଭୁବନେଶ୍ଵରର ଏକ ଘରୋଇ ହୋଟେଲରେ ଆଜି ଦୁଇଦିନିଆ ଓଡିଶା ବିକାଶ ସମାବେଶ ଉଦ୍ଘାଟନ ହୋଇଛି । ଏହି ସମାବେଶର ବିଭିନ୍ନ ଅଧିବେଶନ ଆୟୋଜିତ ହେବ । ଏଥିରେ ଓଡିଶା ପାଇଁ ଜନ କୈନ୍ଦ୍ରିକ, ଜଳବାୟୁ ସ୍ମାର୍ଟ ଓ ଶତାୟୁ ଓଡ଼ିଶାର ନକ୍ସା ସହିତ ବିଭିନ୍ନ ସୁପାରିଶ ଗ୍ରହଣ କରାଯିବ। ନୁଆ!-->…