ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ ୩ ସହଯୋଗୀଙ୍କ ନାଁରେ ବଡ଼ ଅଭିଯୋଗ ଆଣିଲେ ନିର୍ଦ୍ଦେଶକ
ଭୁବନେଶ୍ୱର,୨୬।୧୧: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ନେଇ କଟକ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ ନିର୍ଦ୍ଦେଶକ ଜିତୁ ରାଉତ। ହ୍ୟୁମାନଙ୍କ ୩ ସହଯୋଗୀଙ୍କ ନାଁରେ ନିର୍ଦ୍ଦେଶକ ଜିତୁ ରାଉତ ଅଭିଯୋଗ ଆଣିଛନ୍ତି। ୩ ସହଯୋଗୀଙ୍କ ଭୂମିକାକୁ ତଦନ୍ତ କରିବାକୁ ସେ ଅନୁରୋଧ କରିଛନ୍ତି।ହ୍ୟୁମାନଙ୍କ ଆର୍ଥିକ!-->…