ଏସ୍ଆଇ ପରୀକ୍ଷା ଅନିୟମିତତା ମାମଲା: ଅଭିଯୁକ୍ତ ଝାରପଡା ସ୍ଥାନାନ୍ତର
ବ୍ରହ୍ମପୁର: ପୁଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ୧୨ ଅଭିଯୁକ୍ତ ଭୁବନେଶ୍ବରସ୍ଥିତ ଝାରପଡ଼ା ଜେଲ୍କୁ ସ୍ଥାନାନ୍ତର ହୋଇଛନ୍ତି ା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ପକ୍ଷରୁ ତଦନ୍ତ ଜାରି ରହିଥିବା ବେଳେ ମାମଲା ହସ୍ତାନ୍ତର ଓ!-->…