ଟ୍ରାଫିକ ନିୟନ୍ତ୍ରଣ ପାଇଁ ପ୍ରମୁଖ ରାସ୍ତାରେ କମିଶନରେଟ୍ ପୋଲିସର ପାର୍କିଂ କଟକଣା

ଭୁବନେଶ୍ୱର: ଟ୍ରାଫିକ୍ ଭିଡ଼କୁ ଦୂର କରିବା ପାଇଁ, କମିଶନରେଟ୍ ପୋଲିସ ରାଜଧାନୀ ସହରର ପ୍ରମୁଖ ରାସ୍ତାଗୁଡ଼ିକରେ ପାର୍କିଂ କଟକଣା ଲାଗୁ କରିଛି । ଏହା ତୁରନ୍ତ କାର୍ଯ୍ୟକାରୀ ହେବ । ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂହଙ୍କ ଦ୍ୱାରା ଜାରି କରାଯାଇଥିବା ଏକ ବିଜ୍ଞପ୍ତି…

ବସ୍ ଦୁର୍ଘଟଣା: ୬ ମୃତ, ୨୮ ଗୁରୁତର

ତାମିଲନାଡୁ : ତାମିଲନାଡୁର ତେନକାସୀ ଜିଲ୍ଲାରେ ବସ୍ ଦୁର୍ଘଟଣା । ଦୁଇଟି ବସ୍ ପରସ୍ପର ସହିତ ଧକ୍କା ହେବାରୁ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୮ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା । ଏହାପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଜାରି ହୋଇଥିଲା । …

ସୁପ୍ରିମ କୋର୍ଟର ଚିଫ୍ ଜଷ୍ଟିସ ଭାବେ ଶପଥ ନେଲେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ

ନୂଆଦିଲ୍ଲୀ : ଆଜି ଶପଥ ନେଲେ ନୂଆ CJI । ଦେଶର ୫୩ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସୂର୍ଯ୍ୟ କାନ୍ତ । ରାଷ୍ଟ୍ରପତି ଭବନରେ ଏକ ସ୍ୱତନ୍ତ୍ର ଉତ୍ସବରେ ମହାମହିମ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି । ସେ ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ୍ ଭୂଷଣ…

ପାକିସ୍ତାନର ପେଶାୱରରେ ଆତଙ୍କୀ ଆକ୍ରମଣ, ୩ ମୃତ

ପାକିସ୍ତାନ : ପାକିସ୍ତାନ ପେଶାୱରରେ ଆକ୍ରମଣ । ପାକିସ୍ତାନର ଅର୍ଦ୍ଧ ସାମରିକ ବାହିନୀ ‘ଫ୍ରଣ୍ଟିଅର କର୍ପସ’ ର ମୁଖ୍ୟାଳୟ ଉପରେ ଆକ୍ରମଣ । ବିସ୍ଫୋରଣ ପରେ ଗୁଳିମାଡ଼ ହୋଇଛି । ଦୁଇଟି ଶକ୍ତିଶାଳୀ ବିସ୍ଫୋରଣ ପରେ ଜୋରଦାର ଗୁଳିମାଡ଼ ହୋଇଛି । ବିସ୍ଫୋରଣକୁ ଆତ୍ମଘାତୀ ଆକ୍ରମଣ ବୋଲି…

ପରଲୋକରେ ଧର୍ମେନ୍ଦ୍ର: ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ବଲିଉଡ ଅଭିନେତା ଧର୍ମେନ୍ଦ୍ରଙ୍କ ପରଲୋକ ହୋଇଛି । ୮୯ ବର୍ଷ ବୟସରେ ମୁମ୍ବାଇ ସ୍ଥିତ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଧର୍ମେନ୍ଦ୍ରଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ଏକ୍ସରେ…

ଅଣସ୍ତରୀତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଯୋଗାସନ ପ୍ରତିଯୋଗିତା-୨୦୨୫-୨୬ ଉଦଘାଟିତ

ମାଲକାନଗିରି : ବିଦ୍ୟାଳୟ ଗଣଶିକ୍ଷା ବିଭାଗ ଓଡ଼ିଶା ସରକାରଙ୍କ ତରଫରୁ ଅଣସ୍ତରୀତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ପୋଗାସନ ପ୍ରତିଯୋଗିତା -୨୦୨୫- ୨୬ ଜଗନ୍ନାଥପଲ୍ଲୀ ଉଚ୍ଚ ବିଦ୍ୟାଳୟ ଏମଭି - ୭ ଠାରେ ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଉଦଘାଟନି ସଭାରେ ମୁଖ୍ୟଅତିଥି ଭାବରେ…

ଯୁବକଙ୍କୁ ହତ୍ୟା: ରାସ୍ତାକଡରୁ ମୃତଦେହ ଉଦ୍ଧାର

ଭୁବନେଶ୍ଵର: ଭୁବନେଶ୍ବର ଚନ୍ଦକା ଥାନା ଗୋଡିବାରି ଅଞ୍ଚଳରେ ଯୁବକଙ୍କୁ ହତ୍ୟା କରି ରାଜପଥ କଢ଼ରେ ଫିଙ୍ଗି ଦିଆଯାଇଛି । ଘଟଣା ସ୍ଥଳରେ ଚନ୍ଦକା ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ ମୃତ ଯୁବକ ଜଣକ ଏକ ଟେଣ୍ଟ ହାଉସରେ କାମ କରୁଥିଲେ। ଏବଂ…

୧୧ ଦଫା ଦାବି ନେଇ ଗାନ୍ଧୀ ମାର୍ଗରେ ଅଙ୍ଗନଓ୍ବାଡି କର୍ମୀଙ୍କ ବିକ୍ଷୋଭ 

ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଅଙ୍ଗନଓ୍ବାଡି କର୍ମୀ। ୧୧ ଦଫା ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ଆଜି ଗାନ୍ଧୀ ମାର୍ଗରେ ଶହ ଶହ ଅଙ୍ଗନଓ୍ବାଡି କର୍ମୀ ଏକାଠି ହୋଇ ବିଶାଳ ସମାବେଶ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କୁ ଶିକ୍ଷକ ମାନ୍ୟତା ଦାବି…

ଅମଲାତନ୍ତ୍ରକୁ କଡା ତାଗିଦ୍ କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ଵର: ଲୋକଙ୍କ ସେବକ ହୋଇ କାମ କରିବାକୁ କଡା ନିର୍ଦେଶ ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମନ୍ତ୍ରୀ ସୁରେଶ ପୂଜାରୀ କଡା ତାଗିଦ୍ କରିଛନ୍ତି। ଜିଲ୍ଲାସ୍ତରରେ ସମାଧାନ ହେବା ଭଳି ଅଭିଯୋଗକୁ ନେଇ ମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି। ଦୂରଦୂରାନ୍ତରୁ…

ବିପଦ ସାଜିବାରେ ଲାଗିଛି ବ୍ଲୁ ଟୁଥ ଓ ଇୟର ଫୋନ ! ଯୁବପିଢୀଙ୍କ କ୍ଷେତ୍ରରେ ବଢୁଛି କାନଜନିତ ସମସ୍ୟା

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଅଧିକାଂଶ ଯୁବପିଢୀଙ୍କ କ୍ଷେତ୍ରରେ ବିଗତ କିଛି ମାସ ହେଲା ଦେଖିବାକୁ ମିଳୁଛି କାନଜନିତ ସମସ୍ୟା । ସହରର କେତେକ ଔଷଧ ଦୋକାନୀଙ୍କ ଠାରୁ ଆରମ୍ଭ କରି ଡାକ୍ତର ଖାନା ଓ ସ୍ୱାସ୍ଥ୍ୟକେନ୍ଦ୍ର ମାନଙ୍କରେ କାନଜନିତ ସମସ୍ୟାର…