ପପୁଲୁର ଗ୍ରାମ ପଞ୍ଚାୟତଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ମାଲକାନଗିରି : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଳକ୍ ସ୍ଥିତ ପପୁଲୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଓ ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ ଏଚ୍!-->!-->!-->…