Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୭ ବର୍ଷ ପରେ ଖୋଲିଲା ଇନ୍ଦ୍ରାବତୀ ଜଳଭଣ୍ଡାର ଗେଟ୍
ନବରଙ୍ଗପୁର : ୭ ବର୍ଷ ପରେ ଖୋଲିଲା ଇନ୍ଦ୍ରାବତୀ । ଲଘୁଚାପ ପ୍ରଭାବରେ ଆଗାମୀ ଦିନରେ ପ୍ରବଳ ବର୍ଷା ଆଶଙ୍କା । ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି ୭ ବର୍ଷ ପରେ ଖୋଲିଲା ଇନ୍ଦ୍ରାବତୀ ଜଳଭଣ୍ଡାରର ଗେଟ୍ । ସମୁଦାୟ ୭ଟି ଗେଟ ମଧ୍ୟରୁ ୬ ନମ୍ବର ଗେଟକୁ ୦.୫ ମିଟର ଖୋଲାଯାଇ ଜଳ ନିଷ୍କାସନ!-->…
ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଭାସିଗଲେ ଯୁବକ, ବିରିବାଟି କେନାଲରୁ ମୃତଦେହ ଉଦ୍ଧାର
କଟକ: ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତ ଯୁବକ ହେଲେ ତିନିଘରିଆ ଗାଁର ରଂଜିତ କୁମାର ନାଟିଆ । ବିରିବାଟି କେନାଲରୁ ଉଦ୍ଧାର କଲା ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀ । ଗତକାଲି ଗଣେଶ ମୂର୍ତ୍ତି ବିସର୍ଜନ ବେଳେ କଟକ ତାଳଦଣ୍ଡା କେନାଲରେ ଭାସିଯାଇଥିଲେ ରଂଜିତ ।
ଖବର ପାଇ ଅଗ୍ନିଶମ!-->!-->!-->…
ସ୍ୱର୍ଗଦ୍ୱାରରେ ଏକାଠି ଜଳିଲା ମଧ୍ୟପ୍ରଦେଶରେ ପ୍ରାଣ ହରାଇଥିବା ୭ ଓଡ଼ିଆଙ୍କ ଜୁଇ
ପୁରୀ : ପୁରୀ ସ୍ୱର୍ଗଦ୍ୱାରରେ ଏକା ସାଙ୍ଗରେ ଜଳିଛି, ୭ ଜୁଇ। ସ୍ୱର୍ଗଦ୍ୱାରରେ ସୃଷ୍ଟି ହୋଇଥିଲା ଶୋକାକୁଳ ପରିବେଶ। ଆଜି ଭୋର୍ ରୁ ସ୍ୱର୍ଗଦ୍ୱାରରେ ଶୋକାକୁଳ ପରିବେଶ ମଧ୍ୟରେ ଶେଷକୃତ୍ୟ ହୋଇଛି । ମଧ୍ୟପ୍ରଦେଶ ନଲଖେଡାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୭ ଓଡ଼ିଆ!-->…
ପ୍ରକାଶ ପାଇଲା ଓଡ଼ିଶାର ଚୂଡ଼ାନ୍ତ ଭୋଟର ତାଲିକା
ଭୁବନେଶ୍ୱର:ଓଡ଼ିଶାରେ ‘ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର)-୨୦୨୬’ ପ୍ରକ୍ରିୟା ଶେଷ ହେବା ପରେ ଆଜି ଆନୁଷ୍ଠାନିକ ଭାବେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଏହି ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବା ପୂର୍ବରୁ ରାଜ୍ୟର ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ!-->…
ଶୋଇଥିବା ବେଳେ ଦଳି ଦେଲା ହାତୀ, ଯୁବକ ମୃତ
ଗଁଦିଆ: ଘରେ ଶୋଇଥିବା ସମୟରେ ଗତକାଲି ରାତ୍ରିରେ ଏକ ଦନ୍ତା ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। କପିଳାସ ରେଞ୍ଜ ଅନ୍ତର୍ଗତ ସୋରିଶିଆପଦା ଗ୍ରାମ ପଞ୍ଚାୟତ ଅଧୀନ ରାମେଇଖମାର ଗ୍ରାମର ଅଖିଳ ଭୋଇଙ୍କର ପୁଅ ପ୍ରମୋଦ ଭୋଇ ୪୩ ବର୍ଷ ନିଜର ଚାଳ ଘରେ ଶୋଇ ଥିବା ସମୟରେ ପାଖ ଜଙ୍ଗଲରୁ ଖାଦ୍ୟ!-->…
ବାତ୍ୟା ନୁହେଁ ଗଭୀର ଅବପାତ ରୂପ ନେବ ଲଘୁଚାପ, ୨୨ ଓ ୨୩ ରେ ପ୍ରବଳ ବର୍ଷିବ
ଭୁବନେଶ୍ୱର: ଆଗକୁ ମାଡି ଆସୁଛି କି ବାତ୍ୟା! ଏନେଇ ସମସ୍ତଙ୍କ ମନରେ ଦ୍ବନ୍ଦ ସୃଷ୍ଟି ହେଉଥିଲା। ଭୟରେ ଥିଲେ ରାଜ୍ୟବାସୀ। ଏବେ କିନ୍ତୁ ଏନେଇ ଏବେ ସ୍ପଷ୍ଟ ସୂଚନା ଜାରି ହୋଇଛି। ଏବେ ବାତ୍ୟା ନୁହେଁ ଗଭୀର ଅବପାତ ରୂପ ନେବ ବଙ୍ଗୋପସାଗର ଲଘୁଚାପ। ଏହାର ପ୍ରଭାବରେ ବଡ ବର୍ଷା ହେବ। ୧୧ ଜିଲ୍ଲା!-->…
ଭାତରେ ପୋକ ସାଲୁବାଲୁ, ଅଧିକାରୀଙ୍କୁ ଅଭିଯୋଗ କରିବାକୁ ୮ କିମି. ଚାଲିଲେ ଛାତ୍ରୀ
ଉଦଳା: ମୌଳିକ ସୁବିଧା ଦାବିରେ ୮ କିଲୋମିଟର ଚାଲିଲେ ଛାତ୍ରୀ। ମୟୂରଭଞ୍ଜ ଜିଲ୍ଲାସ୍ଥିତ ଏକ ଆଶ୍ରମ ବିଦ୍ୟାଳୟର ଛାତ୍ରୀମାନେ ହଷ୍ଟେଲରେ ଦୁଇ ମାସରୁ ଅଧିକ ସମୟ ଧରି ମୌଳିକ ସୁବିଧାର ଅଭାବ ନେଇ ଅଭିଯୋଗ କରିବାକୁ ୮ କିଲୋମିଟର ଚାଲି ଚାଲି ଯାଇଥିବା ଜଣାପଡ଼ିଛି।
ଏହି ଘଟଣା ଉଦଳା ବ୍ଲକ୍!-->!-->!-->…
ସରିଲା ସର୍ବଦଳୀୟ ବୈଠକ: ଗୃହ କାର୍ଯ୍ୟ ସୁପରିଚାଳନା ପାଇଁ ସହଯୋଗ ଲୋଡ଼ିଲେ ବାଚସ୍ପତି
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକ ଶେଷ ହୋଇଛି। ଗୃହ କାର୍ଯ୍ୟକୁ ସୁରୁଖୁରୁରେ ଏବଂ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ବାଚସ୍ପତି ସବୁ ରାଜନୈତିକ ଦଳର ସହଯୋଗ ଲୋଡ଼ିଛନ୍ତି।!-->…
ଜେଲ୍ ଗଲେ ଚୌଦ୍ୱାର ଜେଲ୍ ସୁପରିଟେଣ୍ଡେଣ୍ଟ
କଟକ: ଗିରଫ ହେଲେ ଜେଲ ଅଧୀକ୍ଷକ । ଚୌଦ୍ଵାର ମଣ୍ଡଳ କାରାଗାର ସୂପରିଟେନ୍ଦେଣ୍ଟ ସୁଜିତ୍ ରାଉଳ ଗିରଫ । ଗିରଫ କଲା ଚୌଦ୍ଵାର ଥାନା ପୋଲିସ । ନିକଟ ଅତୀତରେ ସୁଜିତ୍ ରାଉଳଙ୍କ ଉପରୁ ଅନ୍ତରୀଣ ସୁରକ୍ଷା ହଟାଇ ଦେଇଥିଲେ ହାଇକୋର୍ଟ । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ସୁଜିତ୍ । ତାଙ୍କ!-->…
ଖଣି ଆଇନ ସଂଶୋଧନ ପ୍ରସଙ୍ଗ: ସ୍ୱତନ୍ତ୍ର ବିଧାନସଭା ଅଧିବେଶନ ଡାକିବାକୁ ନବୀନଙ୍କ ଦାବି
ଭୁବନେଶ୍ୱର: ଖଣି ଏବଂ ଖଣିଜ ଦ୍ରବ୍ୟ ବିକାଶ ତଥା ନିୟନ୍ତ୍ରଣ (ଏମଏମଡିଆର) ଆଇନରେ କେନ୍ଦ୍ର ସରକାର ଆଣିବାକୁ ଯାଉଥିବା ପ୍ରସ୍ତାବିତ ସଂଶୋଧନକୁ ନେଇ ଓଡ଼ିଶା ରାଜନୀତି ଏବେ ସରଗରମ ହୋଇଛି । ଏହି ପ୍ରସଙ୍ଗରେ ରାଜ୍ୟର ସ୍ୱାର୍ଥରକ୍ଷା ନିମନ୍ତେ ତୁରନ୍ତ ରାଜ୍ୟ ବିଧାନସଭାର ଏକ ସ୍ୱତନ୍ତ୍ର!-->…