Browsing Category

ଓଡିଶା

ପରୀକ୍ଷାମୂଳକ ଭାବେ ‘ସୁଭଦ୍ରା’ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା

ଭୁବନେଶ୍ଵର: ପରୀକ୍ଷାମୂଳକ ଭାବେ ‘ସୁଭଦ୍ରା’ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା । ‘ସୁଭଦ୍ରା’ ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ଖାତା ଗଲା ୧ ଟଙ୍କା । ଏନେଇ ‘ସୁଭଦ୍ରା’ଶୋଭାଯାତ୍ରାରେ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଶେଷ

ଆସୁଛନ୍ତି ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ଶେଷ ପର୍ଯ୍ୟାରେ, ସୁରକ୍ଷାରେ ୮୧ ପ୍ଲାଟୁନ୍ ପୋଲିସ ଫୋର୍ସ ଓ ୨ କମ୍ପାନୀ…

ଭୁବନେଶ୍ୱର : ଦିନକ ପରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ବର ଜନତା ମୈଦାନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ । ମୋଦିଙ୍କ ଗସ୍ତ ପ୍ରସ୍ତୁତି ଜୋରଦାର । ମୁଖ୍ଯମନ୍ତ୍ରୀ ମୋହନ ମାଝୀ ମୋଦିଙ୍କ ଗସ୍ତ ନେଇ ଜନତା ମୈଦାନରେ ପ୍ରସ୍ତୁତି ବୁଲି ଦେଖିଛନ୍ତି । ସମଗ୍ର

ରାଜ୍ୟବ୍ୟାପୀ ‘ସୁଭଦ୍ରା’ ସ୍ଵାଗତ ପଦଯାତ୍ରା, ୬୦ ଲକ୍ଷରୁ ଅଧିକ ମହିଳା କଲେଣି ପଞ୍ଜୀକରଣ

ଭୁବନେଶ୍ୱର : ସାରା ରାଜ୍ୟରେ ସୁଭଦ୍ରା ସ୍ବାଗତ ପଦଯାତ୍ରା । ସୁଭଦ୍ରା ଯୋଜନା ସମ୍ବନ୍ଧରେ ଜନସଚେତନତା ସୃଷ୍ଟି କରିବା ପାଇଁ ଭୁବନେଶ୍ୱର ଗିରି ଦୁର୍ଗା ମନ୍ଦିରରୁ ରମାଦେବୀ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଏକ ପଦଯାତ୍ରା ହୋଇଛି । ଏହି କାର୍ଯ୍ୟକ୍ରମରେ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଓ

ବ୍ରାହ୍ମଣୀଗାଁ ଥାନା ଅଧିକାରୀଙ୍କ ହୋମଗାର୍ଡଙ୍କୁ ହେଡକ୍ୱାଟର୍ସକୁ ବଦଳି…

ବଦଳିକୁ ନେଇ ଉଚ୍ଚ ସ୍ତରୀୟ ତଦନ୍ତ ଆବଶ୍ୟକ... ଫୁଲବାଣୀ : କନ୍ଧମାଳ ଜିଲ୍ଲାରେ କିଛି ଦିନ ହେବ ନବ ନିଯୁକ୍ତି ଥାନା ଅଧିକାରୀ ମାନେ ହୋମଗାର୍ଡ କର୍ମଚାରୀ ମାନଙ୍କୁ ବିଭିନ୍ନ ଅସାମାଜିକ କାର୍ଯ୍ୟ ତଥା ମଦବେପାରୀ ଗଞ୍ଜେଇ ବେପାରୀ,କାଠ ବେପାରୀ ଙ୍କ ଠାରୁ ମୋଟା ଅଙ୍କର ଟଙ୍କା ଆଦାୟ କରିବା

ବନ୍ଦେ ଭାରତ ଟ୍ରେନ ଉଦଘାଟନ କାର୍ଯ୍ୟକ୍ରମ ରେ ପୋଷ୍ଟର ପଲିଟିକ୍ସ – ବିଜେପିରେ ବଡ ଫାଟ..!

ପ୍ରଦୀପ ଅଛନ୍ତି,ବିଭୂତି ଗାଏବ..! ବ୍ରହ୍ମପୁର - ରାଜନୈତିକ ଦୃଷ୍ଟି କୋଣରୁ ଗଞ୍ଜାମ ଜିଲ୍ଲାର ରାଜ୍ୟରେ ସ୍ୱତନ୍ତ୍ର ପରିଚୟ ରହିଛି। କେବଳ ନିର୍ବାଚନ କାହିଁକି ବରଂ ପ୍ରତିଟି କାର୍ଯ୍ୟରେ ବେଶ ଚର୍ଚ୍ଚାରେ ରହିଥାଏ ଗଞ୍ଜାମ ଜିଲ୍ଲାର ପ୍ରମୁଖ ସହର କୁହାଯାଉଥିବା ବ୍ରହ୍ମପୁର। ରବିବାର

ନବରଙ୍ଗପୁର ଜିଲ୍ଲା ଗାଁରେ ବ୍ୟାପୁଛି ଝାଡ଼ାବାନ୍ତି…

ନବରଙ୍ଗପୁର : ତେନ୍ତୁଳିଖୁଣ୍ଟି ବ୍ଲକ୍ ଅନ୍ତର୍ଗତ ଝରିଗୁମ୍ମା ଗ୍ରାମରେ ଗତ କିଛି ଦିନ ହେଲା ବ୍ୟାପିଛି ଝାଡାବାନ୍ତି। ଦୁଇଦିନରେ ତେନ୍ତୁଳି ଖୁଣ୍ଟି ଡାକ୍ତରଖାନାରେ ପାଞ୍ଚ ଜଣ ରୋଗୀ ଭର୍ତ୍ତି ହୋଇ ଚିକିତ୍ସିତ ହୋଇ ସୁସ୍ଥ ହୋଇଛନ୍ତି। ସ୍ବାସ୍ଥ୍ୟ ବିଭାଗର ଏକ ଦଳ ଝରିଗୁମ୍ମା ଗ୍ରାମରେ

୧୭ରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଟ୍ରେନ୍; ମୋଦି କରିବେ ଶୁଭାରମ୍ଭ

ବଲାଙ୍ଗୀର : ଆସନ୍ତା ୧୭ ତାରିଖରେ ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଟ୍ରେନର ଶୁଭାରମ୍ଭ କରିବେ। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରଣହି କରି ବିଶାଖାପାଟଣାରେ

ରବିବାର ବାମନ ଜନ୍ମ ନୀତି: ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ରବିବାର ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଆସନ୍ତାକାଲି(ରବିବାର) ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ଅପରାହ୍ନ ୫ଟାଠାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ବିଷ୍ଣୁଙ୍କ ଦଶ ଅବତାର ମଧ୍ୟରୁ

ଦୁର୍ଘଟଣା ପରେ ଜାତୀୟ ରାଜପଥରେ ମନ୍ତ୍ରୀଙ୍କୁ ଘେରିଲେ ଲୋକେ

ଢେଙ୍କାନାଳ: ଦୁର୍ଘଟଣା ପରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ଘେରିଲେ ଲୋକେ। ଢେଙ୍କାନାଳ ସହରରେ ୨ଟି ପୃଥକ ଦୁର୍ଘଟଣାକୁ ନେଇ ଉତ୍ତେଜନା। ଜାତୀୟ ରାଜପଥ ଅବରୋଧ। କଲେଜ ବାଇପାସ ନିକଟରେ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। ସେହିପରି ମହିଷାପାଟ ବାଇପାସ ନିକଟରେ ଟ୍ରକ ଧକ୍କାରେ ଜଣେ

‘ସୁଭଦ୍ରା’ ଆବେଦନ ପାଇଁ ଟଙ୍କା ନେଇ ବନ୍ଧା ହେଲା

ଟିଟିଲାଗଡ : 'ସୁଭଦ୍ରା' ଫର୍ମ ପୂରଣ ପାଇଁ ମହିଳାଙ୍କଠାରୁ ଟଙ୍କା ନେବା ମହଙ୍ଗା ପଡ଼ିଛି। ଗିରଫ ହୋଇଛି CSCର ଜଣେ କର୍ମଚାରୀ। ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ଥାନା ପୁଲିସ୍‌ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।‘ସୁଭଦ୍ର’ ଯୋଜନ ଫର୍ମ ଆବେଦନ ସମ୍ପୂର୍ଣ୍ଣ ମାଗଣା ରହିଛି। ଏହା