Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଖଣି ଲୁଟ୍ ପାଇଁ ସାହାଣମେଲା କରିଦେଇଥିଲେ ବିଜେଡି ସରକାର, ଧରିଲେ ସିଏଜି ୨୨୩୯୨କୋଟି ଟଙ୍କାର ରାଜସ୍ୱ କ୍ଷତି
ଭୁବନେଶ୍ବର : ରାଜ୍ୟରେ ବହୁଚର୍ଚ୍ଚିତ ଖଣି ଦୁର୍ନୀତି ପରେ ବି ଚେତି ନଥିଲା ତତକାଳୀନ ବିଜେଡି ସରକାର । ବରଂ ସୁଚିନ୍ତିତ ଢଙ୍ଗରେ ଖଣି ଲୁଟ୍ କରିବା ପାଇଁ ସୁଯୋଗ ସୃଷ୍ଟି କରିବାକୁ ପଛାଇ ନଥିଲେ । ସବୁ ନିୟମକୁ ଫୁ’ କରି ଖଣି ଲୁଟେରାମାନେ ରାଜ୍ୟର ଖଣିଜସମ୍ପଦକୁ ମନଇଚ୍ଛା ଲୁଟିଛନ୍ତି । କେବଳ!-->…
ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷିବ, ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ବର : ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଆସନ୍ତାକାଲି ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ!-->…
ଗାଧୋଇବା ବେଳେ ନଦୀରେ ବୁଡିଗଲେ ବୃଦ୍ଧା
କଟକ : କଟକ ଜିଲା ଖାନନଗର ଜଗନ୍ନାଥ ମନ୍ଦିର ନିକଟ କାଠଯୋଡି ନଦୀରେ ବୁଡିଗଲେ ବୃଦ୍ଧା। ଗାଧୋଇବା ବେଳେ ବୃଦ୍ଧା ବୁଡିଯିବାରୁ ତାଙ୍କର କୌଣସି ପତ୍ତା ମିଳୁନାହିଁ। ନିଖୋଜ ବୃଦ୍ଧା ଜଣକ ହେଲେ ଝାଞ୍ଜିରମଙ୍ଗଳା ଲୁଣିଆସାହିର। ସୂଚନା ଅନୁସାରେ ଶନିବାର ସକାଳେ ବୃଦ୍ଧା ଜଣଙ୍କ ଖାନନଗର ଜଗନ୍ନାଥ!-->…
କଟକରେ ଚାଞ୍ଚଲ୍ୟ: ଜନ୍ମକଲା ମା’କୁ ହତ୍ୟା କଲେ ଦୁଇ ପୁଅ
କଟକ: ନିଜ ଜନ୍ମକଲା ମା’କୁ ହତ୍ୟା କଲେ ଦୁଇ ପୁଅ। ଏଭଳି ଅମାନବୀୟ ଘଟଣା ଘଟିଛି କଟକ ମହାନଗରର ମହାନଦୀ ବିହାର ଅଞ୍ଚଳରେ। ଏଣେ ହତ୍ୟାକାଣ୍ଡ ଘଟାଇବା ପରେ ଜଣେ ପୁଅ ଫେରାର୍ ହୋଇ ଯାଇଥିବା ବେଳେ ଅନ୍ୟ ଜଣେ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ।ସୂଚନା ଅନୁଯାୟୀ, ମହାନଦୀ ବିହାର!-->…
ବିକ୍ରି ପୂର୍ବରୁ ଶିକାରୀ ଠାରୁ ୨୫କିଲୋ ସମ୍ବର ମାଂସ ଜବତ
କପ୍ତିପଦା: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଜଙ୍ଗଲର ବିକାଶ ଓ ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ବନ୍ୟଜନ୍ତୁଙ୍କୁ ନିରାପଦରେ ରଖିବା ପାଇଁ ଜଙ୍ଗଲରେ ବୃକ୍ଷରୋପଣ, ପିଇବା ପାଇଁ ପାଣିର ବ୍ୟବସ୍ଥା, ଜଗୁଆଳି ମୁତୟନ କରୁଛନ୍ତି। କିନ୍ତୁ ଜଙ୍ଗଲ ମାଫିଆ ଓ!-->…
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଅଫିସରଙ୍କ ତାଲିକାରେ ମୃତ ଅଧିକାରୀଙ୍କ ନାଁ, ବାଦ ଦେଲା ପ୍ରଶାସନ
ଭୁବନେଶ୍ବର : ଆସନ୍ତା ୧୭ ତାରିଖରେ ନିଜ ଜନ୍ମ ଦିନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ସେ ବହୁ ପ୍ରତିକ୍ଷିତ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ । ମୋଦିଙ୍କ ଗସ୍ତ ସମୟରେ ତାଙ୍କ ସୁରକ୍ଷା ନିମନ୍ତେ ବହୁ!-->…
ରାଷ୍ଟ୍ରୀୟ ଲୋକଅଦାଲତରେ ୮୩,୬୭୫ ମାମଲାର ଫଇସଲା
ଭୁବନେଶ୍ୱର: ଜାତୀୟ ଆଇନ ସେବା ପ୍ରାଧିକରଣ ଓ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଆଜି ଖୋର୍ଦ୍ଧା ଜିଲା ଆଇନ ସେବା ପ୍ରାଧିକରଣଙ୍କ ପକ୍ଷରୁ ଜିଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସର ଯଥା-ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଜଟଣୀ, ଚିଲିକା ଓ ବେଗୁନିଆ ଏବଂ!-->…
ରାଷ୍ଟ୍ରପତିଙ୍କ ଠାରୁ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର ପ୍ରାପ୍ତ ନର୍ସିଂ ସିଷ୍ଟର ସଂଯୁକ୍ତାଙ୍କୁ ମାଲକାଗିରିରେ…
ମାଲକାନଗିରି : ଉତ୍ତମ ରୋଗୀ ସେବା କ୍ଷେତ୍ର ଜାତୀୟସ୍ତରରେ ନିଜକୁ ପରିଚିତ କରାଇପାରିଥିବା ନର୍ସିଂ ସିଷ୍ଟର ସଂଯୁକ୍ତା ସେଠୀ ଦିଲ୍ଲୀରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୋପଦି ମୁର୍ମୁଙ୍କ ଦ୍ଵାରା ପୁରସ୍କୃତ ହେବା ପରେ ସେ ଆଜି ମାଲକାନଗିରି ଫେରିଛନ୍ତି । ସଦର ବସଷ୍ଟାଣ୍ଡ ଠାରେ ଶ୍ରୀମତୀ!-->…
ନୋଟବନ୍ଦୀ ରୁ ବି ବଳିଗଲା ଇ-କେୱାଇସି ର କଷ୍ଟ…!
ବ୍ରହ୍ମପୁର: ରାସନ କାର୍ଡ କୁ ସଠିକ କରିବା ପାଇଁ ଏବେ ଘଣ୍ଟା ଘଣ୍ଟା ଅପେକ୍ଷା କରିଲେ ବି ସର୍ବର ଡ଼ାଉନ ହିତାଧି କାରୀ ହନ୍ତସନ୍ତ। ନୂତନ ସରକାର ର ଫର୍ମାନ ଯୋଗୁଁ ଦିନ ମଜୁରିଆ ଠାରୁ ଆରମ୍ଭ କରି ସମସ୍ତ ଶ୍ରେଣୀର ହିତାଧିକାରୀ ଏବେରାସନ କାର୍ଡ ରେ ନାମ କଟିଯିବା ଭୟରେ ଇ କେୱାଇସି ରେ ପଞ୍ଜିକୃତ!-->…
ବିବାହ ବାହାନାରେ ଠକେଇ ଅଭିଯୋଗ, ଅଭିଯୁକ୍ତ ବିରଞ୍ଚି ନାରାୟଣ ଗିରଫ
ଭୁବନେଶ୍ବର: ବିବାହ ବାହାନାରେ ଠକେଇ ଅଭିଯୋଗରେ ଅଭିଯୁକ୍ତ ବିରଞ୍ଜି ନାରାୟଣ ନନ୍ଦଙ୍କୁ କ୍ରାଇମବ୍ରାଞ୍ଚ ଅନୁଗୁଳ ଜିଲ୍ଲା ଛେଣ୍ଡିପଦାରୁ ଗିରଫ କରିଛି। ଠକେଇ ଲିଙ୍କ୍ ଓଡ଼ିଶା ସମେତ ଅନ୍ୟ ରାଜ୍ୟକୁ ଲମ୍ବିଛି। ଠକ ଯୁବକ କେତେବେଳେ ନିଜକୁ ରେଳବାଇ ଅଫିସର ତ କେତେବେଳେ ନିଜକୁ ଆୟକର ବିଭାଗ!-->…