Browsing Category

ଓଡିଶା

ରାଜଧାନୀରେ ଚାଞ୍ଚଲ୍ୟ: ବନ୍ଦ ଘରୁ ମିଳିଲା ଯୁବତୀଙ୍କ ମୃତ ଦେହ

ଭୁବନେଶ୍ବର: ପୁଣି ରାଜଧାନୀରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଖଣ୍ଡଗିରି ଥାନା ଅଧିନରେ ଥିବା ଏକ ଘର ଭିତରୁ ଜଣେ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହୋଇଛି । ତେବେ ଯୁବତୀ ଜଣଙ୍କ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ସେହି ଘରେ ଲିଭ ଇନ୍ ରେ ରହୁଥିବା ସୂଚନା ମିଳିଥିବା ବେଳେ ପରିବାର ଲୋକ

ଭୁବନେଶ୍ୱରରେ ଖୁବଶୀଘ୍ର ସ୍ଥାପନ ହେବ ଓମଫେଡ ଭେଣ୍ଡିଂ ମେସିନ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ କୋଅପରେଟିଭ୍ ମିଲ୍କ ଉତ୍ପାଦକ ଫେଡେରେସନ୍ (ଓମଫେଡ) ଖୁବଶୀଘ୍ର ଭୁବନେଶ୍ୱରରେ ଭେଣ୍ଡିଂ ମେସିନ୍ ସ୍ଥାପନ କରିବ। ପ୍ରଥମ ମେସିନ୍ ଜନପଥରେ ସ୍ଥାପନ କରାଯିବ। ପରେ ସହରର ବିଭିନ୍ନ ସ୍ଥାନରେ ଆଉ ୨୦ଟି ମେସିନ ସ୍ଥାପନ କରାଯିବ। ଯାହାଦ୍ବାରା ଡିଜିଟାଲ୍ ପେମେଣ୍ଟ

ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ କରାଯିବ ‘କାମଧେନୁ ଯୋଜନା’

ଭୁବନେଶ୍ୱର: ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଲାଗୁ ହେବ କାମଧେନୁ ଯୋଜନା l ଜାତୀୟ ମୌସୁମୀ ବୈଠକରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l କାମଧେନୁ ଯୋଜନା ପାଇଁ ଖର୍ଚ୍ଚ ହେବ ୧୪୨୪ କୋଟି ଟଙ୍କା l ସେହିପରି ଗାଈଗୋରୁଙ୍କ ସ୍ୱାସ୍ଥ୍ୟ ଓ ଚିକିତ୍ସା ଲାଗି ଗୋ ମାତା

ମା ମାଣିକେଶ୍ୱରୀ ପୀଠରେ ଲାଗି ହେଲା ନବାନ୍ନ ଭୋଗ

ଭବାନୀପାଟଣା: ଭବାନୀପାଟଣାର ମା ମାଣିକେଶ୍ୱରୀ ପୀଠରେ ନବାନ୍ନ ଭୋଗ ଲାଗି ହୋଇଛି। ସର୍ବସାଧାରଣଙ୍କ ନିମନ୍ତେ ସକାଳ ୧୦ଟା ୩୦ ମିନିଟ ଗତେ ଓ ଅପରାହ୍ନ ୧୨ଟା ୩୬ମିନିଟ ମଧ୍ୟେ ନବାନ୍ନ ଭକ୍ଷଣ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ସହର, ମଦନପୁର ରାମପୁର,

ରାସ୍ତାକଡ ଜଳଖିଆ ଦୋକାନ ପାଇଁ ବିଏମସିର ଗାଇଡଲାଇନ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଶୁକ୍ରବାର ଦିନ ଭୁବନେଶ୍ୱରରେ ଷ୍ଟ୍ରିଟ୍ ଫୁଡ୍ ବିକ୍ରେତାଙ୍କ ପାଇଁ ଏକ ନୂଆ ଗାଇଡଲାଇନ ଜାରି କରିଛି। ପରିମଳ, ସ୍ୱାସ୍ଥ୍ୟ ଏବଂ ପରିଷ୍କାର ପରିଚ୍ଛନ୍ନତା ପାଇଁ ଏହି ନିର୍ଦ୍ଦେଶାବଳୀ ଜାରି କରାଯାଇଛି ବୋଲି ବିଏମସି ପକ୍ଷରୁ ସୂଚନା

ବିଜୁ ପଟ୍ଟନାୟକ ଛକରେ ଦୁର୍ଘଟଣା, ଉଠା ଦୋକାନ ଉପରକୁ ମାଡିଗଲା ପୋଲିସ ଭ୍ୟାନ

କଟକ: କଟକ ବିଜୁ ପଟ୍ଟନାୟକ ଛକରେ ଦୁର୍ଘଟଣା ।  ରାସ୍ତା କଡକୁ ଚଢ଼ି ଗଲା ପୋଲିସ ଭ୍ୟାନ ।  ଜଣେ ଉଠା ଦୋକାନ ଉପରକୁ ମାଡି ଗଲା ଭ୍ୟାନ ।  ଜଣେ ସାଇକେଲ ଆରୋହୀ ମଧ୍ୟ ଆହତ । କ୍ୟାଣ୍ଟନମେଣ୍ଟ ଥାନା ଅଞ୍ଚଳର ଏହି ଦୁର୍ଘଟଣା ଘଟିଛି । କଟକ ସଦର ପୋଲିସର ରିଜର୍ଭ ଶାଖାରେ ଏହି ପୋଲିସ ଭ୍ୟାନ

ବିଜେଡି ଓଡିଶାବାସୀଙ୍କ ଦଳ ଥିଲା, ରହିବ….

ଭୁବନେଶ୍ବର: ବିଜେଡି ସବୁ ବେଳେ ଓଡିଶାବାସୀଙ୍କ ଦଳ ଓ ବଳ ଥିଲା ଆଉ ରହିବ ମଧ୍ୟ । କ୍ଷମତା ଆଉ କି ନଥାଉ ବିଜେଡି କିନ୍ତୁ ଓଡିଶାବାସୀଙ୍କ ବିକାଶ ଚାହେଁ । ଆଜି ବିଜେଡିର ଏଜେଣ୍ଡା ଉପରେ ଏହି ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା ଦେବୀ ମିଶ୍ର । ସେ କହିଛନ୍ତି, ଓଡିଶାର ସର୍ବବୃହତ ଦଳ

ଅକ୍ଟୋବର ୫ ସୁଦ୍ଧା ରାଜ୍ୟର ସବୁ ସହରରେ ସରିବ ରାସ୍ତା ମରାମତି କାର୍ଯ୍ୟ

ଭୁବନେଶ୍ବର: ଅକ୍ଟୋବର ୫ ସୁଦ୍ଧା ଦ୍ବୈତ ନଗରୀ ସମେତ ରାଜ୍ୟର ସବୁ ସହରରେ ସରିବ ରାସ୍ତା ମରାମତି କାର୍ଯ୍ୟ। ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ପ୍ରଥମ ଥର ଲାଗି ଆଜି ଦ୍ବୈତ ନଗରୀ ପାଇଁ ବସିଥିବା ସ୍ଵତନ୍ତ୍ର ବୈଠକ ପରେ ଏହି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ।

୧୮ରେ ରତ୍ନଭଣ୍ଡାର ଯାଞ୍ଚ କରିବ ASI, ଦିନ ୧ ଟାରୁ ଦର୍ଶନ ବନ୍ଦ କିନ୍ତୁ ମିଳିବ ମହାପ୍ରସାଦ

ପୁରୀ : ଆସନ୍ତା ୧୮ରେ ରତ୍ନଭଣ୍ଡାର ଯାଞ୍ଚ । ଏଏସଆଇ ପକ୍ଷରୁ ଆସନ୍ତା ୧୮ ତାରିଖ ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ । ଏନେଇ ଏଏସ୍ଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ

ଗିରଫ ହେଲେ ବିଜେଡିର ପୂର୍ବତନ ବ୍ଲକ ସଭାପତି

ମୟୂରଭଞ୍ଜ: ବନ୍ଧା ହେଲେ ବିଜେଡିର ପୂର୍ବତନ ବ୍ଲକ ସଭାପତି । ମୟୂରଭଞ୍ଜ ଜିଲ୍ଲାଶୁଳିଆପଦା ବ୍ଲକ ବିଜେଡିର ପୂର୍ବତନ ସଭାପତି ଦିବ୍ୟଲୋଚନ ଦାଶଙ୍କୁ ଗିରଫ କରିଛି ଭିଜିଲାନ୍ସ । ଏଥିସହିତ ତାଙ୍କ ସହ ଜଣେ ଠିକା କର୍ମଚାରୀ ମନୋଜ ଦେଓଙ୍କୁ ବି ଗିରଫ କରିଛି ଭିଜିଲାନ୍ସ । ଓମ୍ବାଡ୍‌ସି ପାଣ୍ଠିରୁ