Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଲୁହା କଡ଼େଇରେ ଅବଢ଼ା ରୋଷେଇ କରିବା ଘଟଣା; କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମୁଖ୍ୟ ପ୍ରଶାସକ
ପୁରୀ : ଲୁହା କଡ଼େଇରେ ମହାପ୍ରସାଦ ରୋଷେଇ ନେଇ ବିଭିନ୍ନ ନିଯୋଗର ଅସନ୍ତୋଷ ପରେ ଆକ୍ସନ । ଲୁହା କଡ଼େଇ ବ୍ୟବହାର କରୁଥିବା ଅଭିଯୋଗ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ନିର୍ଦ୍ଦେଶ ଦେଇଛନ୍ତି । ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ!-->…
ରେଭେନ୍ସା ନାମ ପରିବର୍ତ୍ତନ କଲେ କିଛି ଅସୁବିଧା ନାହିଁ : ଭର୍ତ୍ତୃହରି
କଟକ: ଏବେ ଜୋରଦାର ତେଜିବାରେ ଲାଗିଛି ରେଭେନ୍ସା ରାଜନୀତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୋଟିଏ ଉକ୍ତି ଏବେ ପୂରା ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି । ରେଭେନ୍ସା କଲେଜର ନାଁ ପରିବର୍ତ୍ତନ ପ୍ରସଙ୍ଗ ଉଠିବା ପରେ ଏହାକୁ ନେଇ ଯୁକ୍ତି ବାଢୁଛନ୍ତି ବିଭିନ୍ନ ବ୍ୟକ୍ତି!-->…
ଧାର୍ମିକ ଅନୁଷ୍ଠାନର ୫ କିଲୋମିଟର ପରିଧି ମଧ୍ୟରେ ମଦ ଦୋକାନ ମନା
ଭୁବନେଶ୍ବର: ରାଜ୍ୟ ସରକାର ଅବକାରୀ ନୀତିରେ କେତେକ ପରିବର୍ତ୍ତନ କରିଛନ୍ତି। ତାହା ଅନୁଯାୟୀ, ପୁରୀ ବେଳାଭୂମିରେ ଆଉ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯିବନାହିଁ। ଠିକ୍ ସେହିପରି ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ମଦ କ୍ୟାବିନ୍ ନିଷିଦ୍ଧ। ସାମାଜିକ, ଧାର୍ମିକ, ସାଂସ୍କୃତିକ ଦିଗକୁ!-->…
ଗଣେଶ ଭସାଣିରେ ଅଘଟଣ: ବୁଡିଗଲେ ୪ ଛାତ୍ର, ୨ ନିଖୋଜ
ବାରିପଦା: ବାରିପଦାରେ ବଡ ଅଘଟଣ । ଗଣେଶ ମୂର୍ତ୍ତି ଭସାଣି ବେଳେ ବୁଡ଼ିଗଲେ ୪ ଛାତ୍ର । ସେମାନଙ୍କ ମଧ୍ୟରୁ ତୁରନ୍ତ ସ୍ଥାନୀୟ ଲୋକେ ଦୁଇ ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଆଉ ୨ ଜଣ ନିଖୋଜ ଅଛନ୍ତି ।
ରିପଦା ଲକ୍ଷ୍ମୀପୋଷି ଦେଇ ଯାଇଥିବା ସୁବର୍ଣ୍ଣରେଖା ନଦୀରେ ଗଣେଶ ଭସାଣି ଦେଖିବାକୁ!-->!-->!-->…
ସାଇବର ଠକଙ୍କ ଠାରୁ ସତର୍କ ରହିବାକୁ ଟିପିଏସ୍ଓଡିଏଲର ପରାମର୍ଶ….
-- ମିଛ ଫୋନ୍ କଲ୍ ଏବଂ କେୱାଇସି ଅପରାଧରୁ ଦୂରେଇ ରହିବାକୁ ସତର୍କ କରିଛି କମ୍ପାନୀ-- ସନ୍ଦେହଜନକ ମେସେଜ କିମ୍ବା କଲ୍ ଆସିଲେ, ଟିପିଏସ୍ଓଡିଏଲ୍ ଟୋଲ ଫ୍ରି ନମ୍ବରରେ ଯୋଗାଯୋଗ କରିବା ପାଇଁ ଗ୍ରାହକଙ୍କୁ ଅନୁରୋଧ
ବ୍ରହ୍ମପୁର, ସେପ୍ଟେମ୍ବର, ୨୦୨୪: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ!-->!-->!-->!-->!-->…
ଗଞ୍ଜାମ ଜିଲ୍ଲା ମଦ ମୃତ୍ୟୁ ଘଟଣା :ମନ୍ତ୍ରୀ ସରଜମିନ ତଦନ୍ତ କରି ଯାଇଥିଲେ ବି ପୁଣି ମଦ ମାଫିଆ ସକ୍ରିୟ…..!
ବ୍ରହ୍ମପୁର ରୁ ନକଲି ବିଦେଶୀ ମଦ ପ୍ରସ୍ତୁତି ସାମଗ୍ରୀ ଜବତ ପରେ ବି ଚେତା ପସିନି ପ୍ରଶାସନ କୁ...!
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର କୋଣ ଅନୁକଣ ରେ ନକଲି ଦେଶୀ ବିଦେଶୀ ମଦ ପ୍ରସ୍ତୁତ ହେଉଥିବା ନିସର୍ତ୍ତ ରେ ପୂର୍ବରୁ ଖବର ପ୍ରକାଶ ହୋଇଥିଲା। ବ୍ରହ୍ମପୁରରୁ ନକଲି ଵେଦେଶୀ ମଦ ପ୍ରସ୍ତୁତ ର!-->!-->!-->…
୪୭୬ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ନିଯୁକ୍ତି ପତ୍ର ପ୍ରଦାନ ପ୍ରଦାନ ବେଳେ ନବ ନିଯୁକ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ!-->…
ଆସୁଛି ଆଉ ଏକ ଲଘୁଚାପ; ୩ ଦିନ ପ୍ରବଳ ବର୍ଷିବ!
ଭୁବନେଶ୍ବର : ଆସୁଛି ଆଉ ଏକ ଲଘୁଚାପ। ଦକ୍ଷିଣ-ପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ!-->…
ବର୍ଷା ବିତ୍ପାତ: ଘରଭଙ୍ଗା ସହାୟତା ତୁରନ୍ତ ଦିଅ, ସପ୍ତାହକ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ପଠାଇବାକୁ ମୁଖ୍ୟମନ୍ତ୍ରୀଙ୍କ…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆକାଶ ମାର୍ଗରୁ ଲଗାଣବର୍ଷା ପ୍ରଭାବିତ ମାଲକାନଗିରି ଜିଲ୍ଲାର ସ୍ଥିତି ପରଖିଛନ୍ତି । ଏହାସହିତ ବର୍ଷା ଯୋଗୁ କଚ୍ଚାଘର ଭାଙ୍ଗିଥିବା ସମସ୍ତ ପରିବାରକୁ ତୁରନ୍ତ ସହାୟତା ଦେବା ସହ ସପ୍ତାହକ ମଧ୍ୟରେ କ୍ଷୟକ୍ଷତି ଆକଳନ ରିପୋର୍ଟ ପଠାଇବାକୁ!-->…
କେନ୍ଦ୍ରମନ୍ତ୍ରୀ ରାଜୀବ ରଞ୍ଜନ ସିଂହ ଓ ଜର୍ଜ କୁରିଅନଙ୍କ ସିଫା ପରିଦର୍ଶନ; ୮ଟି ଭାଷାରେ ରଂଗୀନ ମାଛ ଆପ୍ ଉନ୍ମୋଚିତ
ପିପିଲି:କେନ୍ଦ୍ର ମତ୍ସ୍ୟ, ପଶୁ, ଗୋପାଳନ, ପଂଚାୟତରାଜ ମନ୍ତ୍ରୀ ରାଜୀବ ରଞ୍ଜନ ସିଂହ ଏବଂ ମତ୍ସ୍ୟ, ଗୋପାଳନ, ସଂଖ୍ୟାଲଘୁ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଜର୍ଜ କୁରିଅନ୍ ଗୁରୁବାର ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅନ୍ତର୍ଗତ କୌଶଲ୍ୟାଗଙ୍ଗ ସ୍ଥିତ କେନ୍ଦ୍ରୀୟ ମଧୁରଜଳ ଜୀବପାଳନ ଅନୁସନ୍ଧାନ!-->…