Browsing Category

ଓଡିଶା

କାରରୁ ସାଢେ ୭ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ବଡ଼ମ୍ବା : ଚୋରା ଚାଲାଣବେଳେ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ସହିତ ଏକ ଇନୋଭା କାରକୁ ବଡ଼ମ୍ବା ପୁଲିସ ଜବତ କରିଛି । ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି । ଜବତ ଗଞ୍ଜେଇ ୧୫୨ କେଜିର ହୋଇଥିବାବେଳେ ଏହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ସାଢେ

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦେୟମୁକ୍ତ ଶୈକ୍ଷିକ ସହାୟକ କାର୍ଯ୍ୟକ୍ରମର ଶୁଭାରମ୍ଭ, ଯୋଗ ଦେଲେ ୮୨,୭୦୦…

ଭୁବନେଶ୍ବର: ବିନା ଦେୟରେ ଶୈକ୍ଷିକ ସହାୟକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ବିଦ୍ୟାଳୟ ଗଣଶିକ୍ଷା ବିଭାଗୀୟ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର ଆୟାରଙ୍କ ଉପସ୍ଥିତିରେ ଆଭାସୀ ଜରିଆରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ।

ଅନନ୍ୟ ଜୈବ ସମ୍ବଳ ଓ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ପ୍ରଦର୍ଶନ କରୁଛି ଓଡ଼ିଶା

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆରମ୍ଭ ହୋଇଛି ତିନିଦିନିଆ ‘ଗ୍ଲୋବାଲ ବାୟୋ-ଇଣ୍ଡିଆ ୨୦୨୪’। ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରାଳୟ ଅଧୀନରେ ବାୟୋଟେକ୍ନୋଲୋଜି ବିଭାଗ ପକ୍ଷରୁ ଏହି ଅନ୍ତର୍ଜାତୀୟ କାର୍ଯ୍ୟକ୍ରମ କରାଯାଉଛି । ଏହା ଚଳିତ ମାସ ୧୪

ପୁରସ୍କାର ଘୋଷିତ ୪ ନକ୍ସଲଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଓବାଦୀ ସଂଗଠନ ଏବେ ଦୁର୍ବଳ ହେବାକୁ ଲାଗିଲାଣି। ସଂଗଠନ ଛାଡି ମୁଖ୍ୟସ୍ରୋତରେ ସାମିଲ ହେବାକୁ ନକ୍ସଲ ଏବେ ଆଗଭର ହେଉଥିବା ଦେଖିବାକୁ ମିଳିଛି। ଏହି ପରିପ୍ରେକ୍ଷୀରେ ଆଜି ଛତିଶଗଡର କାଂକେର ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଏସଏଫ

୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ

ଭୁବନେଶ୍ବର : ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ କରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ।ତେବେ ଅକ୍ଟୋବର ୪ରୁ ୧୪ ତାରିଖ ଭିତରେ ଫର୍ମ

ଶ୍ୱଶୁର ଘରେ ସ୍ତ୍ରୀଙ୍କ ଗଳା କାଟିଲା ସ୍ୱାମୀ

ବାରିପଦା : ଶ୍ୱଶୁର ଘରେ ସ୍ତ୍ରୀଙ୍କ ଗଳା କାଟିଲା ସ୍ୱାମୀ। ଏପରି ହୃଦୟବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅଞ୍ଚଳରେ ଘଟିଛି। ପରକୀୟା ପ୍ରୀତିରୁ ଏପରି ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।କପ୍ତିପଦା

ସ୍ୱଳ୍ପ ଦୂରତା ବିଶିଷ୍ଟ କ୍ଷେପଣାସ୍ତ୍ର ଭିଏଲ-ଏସଆରଏସଏଏମର ସଫଳ ପରୀକ୍ଷଣ କଲା ଭାରତ

ଭୁବନେଶ୍ବର : ଓଡ଼ିଶା ଉପକୂଳରେ ଥିବା ପରୀକ୍ଷଣ କେନ୍ଦ୍ରରୁ ଭାରତ ଆଜି ଭର୍ଟିକାଲ୍ ଲଞ୍ଚ ସର୍ଟ ରେଞ୍ଜ ଭୂପୃଷ୍ଠରୁ ଆକାଶମାର୍ଗକୁ କ୍ଷେପଣାସ୍ତ୍ର (VL-SRSAM)ର ସଫଳ ପରୀକ୍ଷଣ କରିଛି। ବାଲେଶ୍ୱର ଜିଲ୍ଲା ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ରେଞ୍ଜର ଲଞ୍ଚ ପ୍ୟାଡରୁ ଆଜି ଅପରାହ୍ନରେ ସ୍ୱଦେଶୀ

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ନିୟମ; ମୁଖ୍ୟମନ୍ତ୍ରୀ ଦେବେ ଅନୁମୋଦନ

ଭୁବନେଶ୍ବର: ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ରାଜ୍ୟ ସରକାର ନୂଆ ନିୟମ ଆଣିଛନ୍ତି। ପୁନଃ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବେ।ଅବସରପ୍ରାପ୍ତ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ଗାଇଡଲାଇନ୍ ଆସିଛି। ଏଥିରେ ସ୍ବତନ୍ତ୍ର ନିୟମାବଳୀ ରହିଛି।

କଡେଇରେ ରନ୍ଧାଯାଉଛି ମହାପ୍ରସାଦ; ସେବାୟତ କହିଲେ- ପରମ୍ପରା ବିରୋଧୀ

ପୁରୀ : ଅନ୍ନକ୍ଷେତ୍ର ହେଉଛି ଶ୍ରୀକ୍ଷେତ୍ର। ଏଠି ମହାପ୍ରସାଦ କୁଡୁଆରେ ରନ୍ଧନ କରାଯାଇଥାଏ। ଏପରିକି ମହାପ୍ରଭୁଙ୍କ ପାଖରେ କୁଡୁଆରେ ମହାପ୍ରସାଦ ଅର୍ପଣ କରାଯାଇଥାଏ। ଭାରତ ବର୍ଷରେ କୌଣସି ମନ୍ଦିରରେ ଏପରି ବ୍ୟବସ୍ଥା ନାହିଁ। କିନ୍ତୁ ଶ୍ରୀକ୍ଷେତ୍ରରେ କୁଡୁଆରେ ରନ୍ଧାଯିବା ଓ ଭୋଗ ଲାଗିବା

ଆସିକା ବିଧାୟକ ଙ୍କ ବୟାନ ବାଜୀ ପରେ ମେଳି ବାନ୍ଧିଲେ ସରପଞ୍ଚ : ବିଧାୟକ ଙ୍କ ଅଡୁଆ ବଢିଲା…

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାର ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ଗତ କିଛି ଦିନ ହେଲା ଚର୍ଚ୍ଚା ରେ ରହିଆସିଛି। ଆସିକା ବିଧାୟକ ବାଲି ବ୍ୟବସାୟୀ ଙ୍କୁ ମାସି ଆରି ବଟି ମାଗିବା ବାର୍ତ୍ତାଳପ ର ଅଡିଓ ଭାଇରଲ ହେବା ପରେ ଚର୍ଚ୍ଚାକୁ ଆସିଥିଲେ। ଏହି ଅଡିଓ ଭାଇରଲ କୁ ନେଇ ତୁମ୍ବି ତୋଫାନ